Posted inଜାତୀୟ

ଚାଇନା ଔଷଧ କମ୍ପାନୀରେ ତାଲା: ଭାରତରେ ବଢୁଛି ପାରାସିଟାମଲ, ଏଜିଥ୍ରୋମାଇସିନ୍‌ ଦାମ

ନୂଆଦିଲ୍ଲୀ,୧୮।୨: ଚାଇନାରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣ ରୋକିବା ପାଇଁ ଚାଇନା ପକ୍ଷରୁ ନାନା ଉପାୟ କରାଯାଉଛି। କରୋନା ଆତଙ୍କରେ ବହୁ କମ୍ପାନୀରେ କାମ କରିବାକୁ କର୍ମଚାରୀ ନ ଆସିବାରୁ ତାଲା ଝୁଲୁଛି। ବହୁ ଔଷଧ କମ୍ପାନୀରେ ମଧ୍ୟ ଏଭଳି ଅବସ୍ଥା ଦେଖିବାକୁ ମିଳୁଛି। ଚାଇନାର ଔଷଧ କମ୍ପାନୀ ବନ୍ଦ ହେବା ଯୋଗୁ ଏହାର ପ୍ରଭାବ ଭାରତ ଉପରେ ପଡ଼ିଛି। ବ୍ଲୁମବର୍ଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହା ଦର୍ଶାଯାଇଛି। ଭାରତ ଚାଇନାରୁ ୮୦ ପ୍ରତିଶତ ଆକ୍ଟିଭ୍‌ ଫାର୍ମସ୍ୟୁଟିକାଲ ଇଡ଼ଗ୍ରେଡିଏଣ୍ଟ(ଏପିଆଇ) ଆମଦାନୀ କରିଥାଏ। ଏହା ବିଭିନ୍ନ ଔଷଧ ପ୍ରସ୍ତୁତିରେ ବ୍ୟବହୃତ ହୋଇଥାଏ। ଚାଇନାରୁ ଏପିଆଇ ରପ୍ତାନୀ କରାଯିବାରେ ବାଧା ସୃଷ୍ଟି ହେବାରୁ ଭାରତୀୟ ଔଷଧ କମ୍ପାନୀଗୁଡ଼ିକ ନିକଟରେ ଏହାର ଅଭାବ ଦେଖାଦେଇଛି। ଫଳରେ ପାରାସିଟାମଲ୍‌ର ଦାମରେ ୪୦ ପ୍ରତିଶତ ବୃଦ୍ଧି ଘଟିଛି। ସେହିପରି ଏଜିଥ୍ରୋମାଇସିନ୍‌ର ଦାମ ୭୦ ପ୍ରତିଶତ ବଢ଼ିଛି। ଏଭଳି ସ୍ଥିତି ଲାଗି ରହିଲେ ଭାରତୀୟ ଔଷଧ କମ୍ପାନୀଗୁଡ଼ିକର ସାଧାରଣ ଔଷଧ ପ୍ରସ୍ତୁତି ପ୍ରକ୍ରିୟା ଆସନ୍ତା କିଛି ସପ୍ତାହ ମଧ୍ୟରେ ପ୍ରଭାବିତ ହେବାର ଆଶଙ୍କ ଦେଖାଦେଇଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri