ଚାଇନା କୋଇଲା ଖଣି ବିସ୍ଫୋରଣ: ୧୪ ମୃତ

ବେଜିଂ,୧୭।୧୨: ଚାଇନାରେ ଏକ କୋଇଲା ଖଣିରେ ବିସ୍ଫୋରଣ ହେବା ଫଳରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଖଣିରେ ପାଖାପାଖି ୩୪୬ ଶ୍ରମିକ କାମ କରୁଥିବା ବେଳେ ଏହି ବିସ୍ଫୋରଣ ହୋଇଥିବା କହିଛି ଚାଇନାର ଗଣମାଧ୍ୟମ ସିନୁଆ ନ୍ୟୁଜ। ଏମାନଙ୍କ ସହ ଯୋଗଯୋଗ ହୋଇ ପାରୁ ନ ଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜିଥିବା କୁହାଯାଉଛି। ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ ଚାଇନାର କୋଇଲା ଖଣିରେ ବିସ୍ଫୋରଣ ଘଟିଥିବା ଖବର ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

ବର୍ଷା ସତ୍ତ୍ୱେ ଜନଜାତି ଗାଁରେ ନିଆରା ଢଙ୍ଗରେ ପାଳନ ହେଉଛି ରଥଯାତ୍ରା: ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):ଲଘୁଚାପ ପ୍ରଭାବରେ ବୁଧବାର ବିଳମ୍ବିତ ରାତ୍ର ଠାରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ତେବେ…

ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ

ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…

ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ…

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

ଯୁଦ୍ଧ ମଧ୍ୟରେ ଇରାନକୁ ପ୍ରଶଂସା କଲେ ଡୋନାଲ୍ଡ ଟମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସଦିଚ୍ଛା(Goodwill) ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ପ୍ରଶଂସା ଇରାନ ଜଣେ ଆମେରିକୀୟ ମହିଳାଙ୍କୁ ମୁକ୍ତ କରିବା ପରେ କରିଥିଲେ।…

ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ: ପ୍ରତିଟି ଜୀବନର ମୂଲ୍ୟ ଅଛି, ଯଦି…

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦିଲ୍ଲୀ ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri