ଚାଇନା ଗ୍ୟାସ ପ୍ଲାଣ୍ଟରେ ବିସ୍ଫୋରଣ: ୧୦ ମୃତ

ହେନାନ୨୦।୭: ଚାଇନାର ହେନାନରେ ଥିବା ଏକ ଗ୍ୟାସ ପ୍ଲାଣ୍ଟରେ ଶୁକ୍ରବାର ଅପରାହ୍ନରେ ହୋଇଥିବା ବିସ୍ଫୋରଣରେ ଅତିକମରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯ ଆହତ ହୋଇଥିବା ସୂଚନା ମିଳିଛି। ଚାଇନା ଗଣମାଧ୍ୟମର ସୂଚନା ଅନୁଯାୟୀ, ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ପ୍ଲାଣ୍ଟ ନିକଟରେ ଥିବା ଘରର କବାଟ ଝରକା ପ୍ରାୟ ୩ କିଲୋମିଟର ପର୍ଯ୍ୟନ୍ତ ଛିଟିକି ଯାଇଥିଲା। ବିସ୍ଫୋରଣର କାରଣ ଜଣାପଡି ନ ଥିବା ବେଳେ ତଦନ୍ତ ଆରମ୍ଭ ହୋଇଛି। ଗତମାସରେ ମଧ୍ୟ ହେନାନରେ ଥିବା ଏକ ବାୟୋଟେକ ଓ୍ବାର୍କସପରେ ବିସ୍ଫୋରଣ ଘଟି ୬ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ଆକ୍ରମଣରେ ଏପର୍ଯ୍ୟନ୍ତ ୧୩୭ରୁ ଅଧିକ ଲୋକଙ୍କ ଗଲାଣି ଜୀବନ

କ୍ୱିଭ୍‌,୨୨।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ବଢିବାରେ ଲାଗିଛି। ଦେଶର ପ୍ରାୟ ପ୍ରତ୍ୟେକ ଅଞ୍ଚଳରେ ୟୁକ୍ରେନ ସେନା ରୁଷିଆର ଆକ୍ରୋଶର ଶିକାର ହୋଇଛି। ରୁଷିଆ ଆକ୍ରମଣରେ ଏ ପର୍ଯ୍ୟନ୍ତ...

ତିନିପଟେ ତାଲିବାନ୍‌

କାବୁଲ,୨୫ା୮: କଥା କଥାକେ ଫୁଟୁଛି ଗୁଳି, ଶୁଭୁଛି ବିସ୍ଫୋରଣର ଛାତିଥରା ଶବ୍ଦ। ତାଲିବାନ୍‌ ଜାରି କରିଛି ଫତ୍‌ଓ୍ବା। ଅମାନ୍ୟ କଲେ ଶରିଆ ଆଇନରେ ଗଡ଼ିବ ମୁଣ୍ଡ।...

ହଣ୍ଡୁରାସରେ ବିମାନ ଦୁର୍ଘଟଣା : ୫ ମୃତ

ଟେଗୁସିଗାଲପା,୧୯।୫: ହଣ୍ଡୁରାସ ଦ୍ୱୀପ ନିକଟରେ ଏକ ବଡ ବିମାନ ଦୁର୍ଘଟଣା ହୋଇଛି। ଶନିବାର ଏହି ଦୁର୍ଘଟଣା ହୋଇଥିବା ବେଳେ ଏଥିରେ ୪ଜଣ କାନାଡା ଓ ଜଣେ...

ବ୍ରେକ୍‌ଜିଟ୍‌: ଡିଲ୍‌ ଡନ୍‌

ଲଣ୍ଡନ,୨୫ା୧୨:‘ଡିଲ୍‌ ଇଜ୍‌ ଡନ୍‌’। ୟୁରୋପୀୟ ସଂଘ (ଇୟୁ)ଠାରୁ ବ୍ରିଟେନ ଅଲଗା ହେବା ପରେ ଉଭୟ ପକ୍ଷ ମଧ୍ୟରେ ଶେଷରେ ‘ପୋଷ୍ଟ ବ୍ରେକ୍‌ଜିଟ୍‌ ଡିଲ୍‌’ ସମ୍ପନ୍ନ ହୋଇଛି।...

ଘନେଇଲା ରାଜନୈତିକ ସଙ୍କଟ: ସାମ୍ବିଧାନିକ ପରିଷଦ ବୈଠକ ଡକାଇଲେ ଓଲି

ନୂଆଦିଲ୍ଲୀ, ୨।୨: ନେପାଳରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ କେ.ପି.ଶର୍ମା ଓଲି ସାମ୍ବିଧାନିକ ପରିଷଦ ବୈଠକ ଡକାଇଛନ୍ତି। ବୈଠକ ବୁଧବାର...

‘ପୁଟିନ୍‌ ମହିଳା ହୋଇଥିଲେ ଯୁଦ୍ଧ ହୋଇ ନ ଥାନ୍ତା’

ଲଣ୍ଡନ,୩୦।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଜଣେ ମହିଳା ହୋଇଥିଲେ ୟୁକ୍ରେନ୍‌ ଯୁଦ୍ଧ ହୋଇ ନ ଥାନ୍ତା ବୋଲି ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ କହିଛନ୍ତି।...

ତୁର୍କିରେ ଯୁଦ୍ଧ ବିରାମକୁ ନେଇ ରୁଷିଆ ସହ କଥା ହେବ ୟୁକ୍ରେନ୍‌

କ୍ୱିଭ୍‌,୨୮ ।୩: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ୩୩ ଦିନରେ ପହଞ୍ଚିଲାଣି । ହେଲେ ଏବେବି ପୂର୍ବଭଳି ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରି ଚାଲିଛି ।...

ଓମିକ୍ରନ୍‌କୁ ହାଲୁକା ଭାବେ ନିଅନ୍ତୁ ନାହିଁ, ଦ୍ରୁତ ସଂକ୍ରମଣ ସୃଷ୍ଟି କରିପାରେ ନୂଆ ଭାରିଏଣ୍ଟ: ଡବ୍ଲୁଏଚଓର ଚେତାବନୀ

ଜେନେଭା,୬ ।୧: ସାରା ବିଶ୍ୱରେ ବଢି ଚାଲିଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନର ସଂକ୍ରମଣ । ଏଥିରେ ମୃତ୍ୟୁ ହାର କମ୍ ଥିବାରୁ ଲୋକେ ଏହାକୁ...

Advertisement
Archives

Model This Week