ଚାଇନା ଛାଡୁଥିବା କମ୍ପାନୀଙ୍କୁ ଭାରତ ଆଣିବାକୁ ଯୋଜନା

ନୂଆଦିଲ୍ଲୀ,୨୧-୧୦: ନିବେଶ ଲାଗି ଚାଇନାରେ ବିଭିନ୍ନ ସମସ୍ୟା ସାମ୍ନା କରୁ୍‌ଥିବା କିମ୍ବା ଚାଇନା ଛାଡୁଥିବା କମ୍ପାନୀଙ୍କୁ ଭାରତ ଆଣିବା ଲାଗି ଯୋଜନା କରାଯାଉଛି। ସେହି କମ୍ପାନୀଗୁଡିକ ଲାଗି ଭାରତକୁ ନିବେଶର ଏକ ପ୍ରମୁଖ ସ୍ଥଳ ଭାବେ ଗଢି ତୋଳିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏଥି ଲାଗି ପ୍ରକ୍ରିୟା ମଧ୍ୟ ଆରମ୍ଭ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମକୁ ରୂପରେଖ ପ୍ରଦାନ କରିବା ଲାଗି ସରକାର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରୁଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ସୂଚନା ଦେଇଛନ୍ତି। ଏଭଳି ସ୍ଥିତିରେ ଚାଇନା ଛାଡୁଥିବା କମ୍ପାନୀଗୁଡିକ ଲାଗି ଭାରତ ନିବେଶର ଏକ ପ୍ଲାଟଫର୍ମ ହୋଇ ପାରିବ ବୋଲି ସେ କହିଛନ୍ତି। ସରକାର ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ଶିଳ୍ପ ଲିଡରଙ୍କୁ ଭେଟିବା ସହ ଭାରତକୁ ସେମାନଙ୍କୁ ଆମନ୍ତ୍ରଣ କରିବେ। ଇଲେକଟ୍ରୋନିକ୍ସ, ଲିଥିୟମ ଆୟନ ବ୍ୟାଟେରି, ସେମି କଣ୍ଡକ୍ଟର ଭଳି କ୍ଷେତ୍ରରେ କମ୍ପାନୀଙ୍କୁ ନଜରରେ ରଖାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବାସୀ ଶ୍ରମିକଙ୍କୁ ସୁଲଭ ଭଡ଼ାଘର

ନୂଆଦିଲ୍ଲୀ,୮।୭ : ପ୍ରଧାନମନ୍ତ୍ରୀ ସହରୀ ଆବାସ ଯୋଜନାରେ ନିର୍ମାଣ କରାଯାଉଥିବା ଛୋଟଛୋଟ ଫ୍ଲାଟ୍‌ଗୁଡିକୁ ପ୍ରବାସୀ ଶ୍ରମିକ ଏବଂ ଗରିବଙ୍କୁ ସୁଲଭ ଭଡ଼ାଘର ଭାବେ ପ୍ରଦାନ କରାଯିବାକୁ...

ପ୍ରଭାବିତ ହୋଇପାରେ ଇରାନ ରପ୍ତାନି

ନୂଆଦିଲ୍ଲୀ,୬-୧: ଆମେରିକା-ଇରାନ ମଧ୍ୟରେ ଏବେ ଯୁଦ୍ଧ ଆଶଙ୍କା ଲାଗି ରହିଛି। ଦୁଇ ଦେଶ ମଧ୍ୟରେ ତିକ୍ତତା ବଢିଲେ ପାରସ୍ୟ ଗଲ୍ଫ ଦେଶଗୁଡିକୁ ଭାରତର ରପ୍ତାନି ପ୍ରଭାବିତ...

ଘର କ୍ରେତାଙ୍କ ସମସ୍ୟା ଦୂରକରିବ ରେରା:ମୋଦି

ଲକ୍ଷ୍ନୌ : ବିଲ୍ଡର ଏବଂ ଘର କିଣୁଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରେ ବିଶ୍ୱାସ କ୍ଷେତ୍ରରେ ବିଭିନ୍ନ ସମସ୍ୟା ରହିଛି। ଏଭଳି ବିଭିନ୍ନ ଆନୁଷଙ୍ଗିକ ସମସ୍ୟା ଦୂରକରିବା ଲାଗି...

କେମିତି ମିଳିବ ଅର୍ଥ ବ୍ୟବସ୍ଥାକୁ ଗତି: ମନ୍ତ୍ର ଦେଲେ ଶକ୍ତିକାନ୍ତ

ମୁମ୍ବାଇ,୨୭।୭: କରୋନା ମହାମାରୀ ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। ଏହି ସମୟରେ ଅର୍ଥ ବ୍ୟବସ୍ଥାର ଗତିବିଧିକୁ ବଢ଼ାଇବାର ଉପାୟ ସମ୍ପର୍କରେ...

ପୁରୁଣା କଏନ୍‌ ବିକ୍ରି ପ୍ରସ୍ତାବକୁ ସାବଧାନ

ନୂଆଦିଲ୍ଲୀ, ୫।୮: ପୁରୁଣା କଏନ୍‌ ଏବଂ ନୋଟ୍‌ କ୍ରୟ ଏବଂ ବିକ୍ରି କରିବା ନେଇ ଅନ୍‌ଲାଇନରେ ପ୍ରସ୍ତାବ ଆସୁଥିଲେ ସାବଧାନ। ଏ ନେଇ ରିଜର୍ଭ ବ୍ୟାଙ୍କ ଲୋକଙ୍କୁ...

ଅର୍ଥନୀତି ଏବେ ଧିମା ରହିଛି: ଜଲାନ

ନୂଆଦିଲ୍ଲୀ,୫-୮: ଦେଶର ଅର୍ଥନୀତି ଏବେ ଧିମା ରହିଛି। ତେବେ ଆସନ୍ତା ବର୍ଷେ କିମ୍ବା ୨ ବର୍ଷ ଭିତରେ ଏହା ପୁଣି ଦ୍ରୁତତର ହେବ ବୋଲି ଭାରତୀୟ...

ନୂଆ ସରକାରଙ୍କ ନୀତି ଉପରେ ହେବ ରେଟିଙ୍ଗ୍‌ସ: ମୁଡିଜ୍‌

ନୂଆଦିଲ୍ଲୀ,୨୪-୫: କେନ୍ଦ୍ରରେ ନୂଆ ସରକାର ନେବାକୁ ଥିବା ଆର୍ଥିକ ନୀତି ଉପରେ ଭାରତର ରେଟିଙ୍ଗ୍‌ସ ନିର୍ଭର କରିବ ବୋଲି କ୍ରେଡିଟ୍‌ ରେଟିଙ୍ଗ୍‌ ଏଜେନ୍ସି ମୁଡିଜ୍‌ ପକ୍ଷରୁ...

୪୫%କୁ ବୃଦ୍ଧି ପାଇବ ଡିଜିଟାଲ ବଜାର

ନୂଆଦିଲ୍ଲୀ,୧୯।୨: ଗ୍ରୁପ୍‌ଏମ୍‌ ଇଣ୍ଡିଆ ପକ୍ଷରୁ ନିକଟରେ ୨୦୨୨ ବର୍ଷ ଲାଗି ବିଜ୍ଞାପନ ବ୍ୟୟର ଏକ ଆକଳନ ରିପୋର୍ଟ ପ୍ରକାଶ କରାଯାଇଛି। କମ୍ପାନୀର କହିବା ଅନୁଯାୟୀ କୌଣସି...

Advertisement
Archives

Model This Week