ଚାଇନା ଛାଡୁଥିବା କମ୍ପାନୀଙ୍କ ନେଇ ମତ ରଖିଲେ ଅଭିଜିତ

ନୂଆଦିଲ୍ଲୀ,୧୩।୫: ଚାଇନା ଛାଡୁଥିବା କମ୍ପାନୀ ଭାରତ ଆସିଲେ ଏହାର ଲାଭ ଭାରତକୁ ହେବ କି ନାହିଁ ସେ ନେଇ ନିଶ୍ଚିତ ନୁହେଁ ବୋଲି ନୋବେଲ ବିଜେତା ଅର୍ଥନୀତିଜ୍ଞ ଅଭିଜିତ ବାନାର୍ଜୀ କହିଛନ୍ତି। କରୋନା ଯୋଗୁ ବର୍ତ୍ତମାନ ସ୍ଥିତି ବିଗିଡିଛି। ଏଭଳି ସମୟରେ କମ୍ପାନୀ ଭାରତ ଆସିଲେ ତା’ର ଲାଭ ଯେ ମିଳିବ ସେ ସମ୍ପର୍କରେ କିଛି ସ୍ପଷ୍ଟ କହିହେବ ନାହିଁ ବୋଲି ସେ ମତ ବ୍ୟକ୍ତ କରିଛନ୍ତି। ଚାଇନା ଛାଡୁଥିବା କମ୍ପାନୀ ଭାରତ ଲାଗି ଲାଭକାରୀ ହେବ ବୋଲି ମଧ୍ୟ ଲୋକମାନେ କହୁଛନ୍ତି। ମାତ୍ର ଏହା ସତ ନୁହେଁ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀଙ୍କ କ୍ୟାବିନେଟରେ ୮ମହିଳାଙ୍କୁ ମିଳିପାରେ ମନ୍ତ୍ରୀପଦ

ଲକ୍ଷ୍ନୌ,୨୪।୩: ଉତ୍ତରପ୍ରଦେଶ ସରକାରଙ୍କ ନୂଆ ମନ୍ତ୍ରୀଙ୍କ ନାମ ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ। ଅନେକ ପୁରୁଣା ମନ୍ତ୍ରୀଙ୍କୁ ନୂଆ କ୍ୟାବିନେଟରେ ସ୍ଥାନ ମିଳିପାରେ। କେତେକ ନୂଆ ଚେହେରା...

ଖୁସିରେ ଗଦ୍‌ଗଦ୍‌ କେଜ୍‌ରିଓ୍ବାଲ

ଚଣ୍ଡିଗଡ,୧୦।୩: ପଞ୍ଜାବ ବିଧାନସଭା ନିର୍ବାଚନ ଟ୍ରେଣ୍ଡରେ ଆମ ଆଦମୀ ପାର୍ଟି (ଏଏପି) ଆଗରେ ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡ୍‌ ଅନୁଯାୟୀ ରାଜ୍ୟରେ ଏଏପି ବହୁମତ ସହ ସରକାର...

ଲେଫ୍ଟନାଣ୍ଟ ଗଭର୍ନରଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଶ୍ରୀନଗର,୨୫।୨: ଜମ୍ମୁ-କଶ୍ମୀର ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନାଙ୍କ କାର ଶୁକ୍ରବାର ସକାଳେ ବାରାଣସୀରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ସୌଭାଗ୍ୟବଶତଃ ଏହି ଦୁର୍ଘଟଣାରେ କେହି ଆହତ...

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ …

ନୂଆଦିଲ୍ଲୀ, ୨୪।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ୩...

୨ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା, ଜଗନ୍ନାଥପ୍ରସାଦ ଶଟ୍‌ଡାଉନ୍‌

ଜଗନ୍ନାଥପ୍ରସାଦ,୨୫ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ କାର୍ଯ୍ୟରତ ୨ଜଣ ପୁରୁଷ ସ୍ବାସ୍ଥ୍ୟକର୍ମୀଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଶନିବାର ରାତିରେ ରିପୋର୍ଟ...

ମହଙ୍ଗା ହେବ ଖାଦ୍ୟ

ନୂଆଦିଲ୍ଲୀ,୨୫ା୪: ଗତ କିଛିମାସ ହେଲା ଭାରତରେ ଖାଦ୍ୟ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପକ୍ଷରୁ ଜାରି...

ଆଜି ରାଜ୍ୟରୁ ୧୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୧୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଅଭିଯୁକ୍ତଙ୍କୁ ସମୟ ମିଳିବାରୁ କୋର୍ଟରେ କାନ୍ଦିପକାଇଲେ ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ, ୧୮।୧୨: ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଅଭିଯୁକ୍ତଙ୍କ ମଧ୍ୟରୁ ଅକ୍ଷୟ ସିଂଙ୍କ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ ହେବା ପରେ ସମସ୍ତଙ୍କ ନଜର ପଟିଆଲା...

Advertisement
Archives

Model This Week