ଚାଇନା ଜାରି କଲା ଶ୍ୱେତପତ୍ର: କେବେ, କେଉଁଠୁ ଆସିଛି କରୋନା

ବେଜିଂ,୭।୬: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଜଟିଳ ପରିସ୍ଥିତି ସୃଷ୍ଟି କରିଛି। ଚାଇନାର ଉହାନ ସହରରୁ ଆସିଥିବା କରୋନା ଆମେରିକା ସମେତ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ପରିସ୍ଥିତି ଏଭଳି ହୋଇଛି ବିଶ୍ୱର ମହାଶକ୍ତି କୁହାଯାଉଥିବା ଆମେରିକାରେ କେବଳ ଏକ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଆମେରିକା କ୍ରମାଗତ ଅଭିଯୋଗ କରିଆସୁଛି ଯେ, ଚାଇନା ଜାଣିଶୁଣି ଏହାକୁ ସମଗ୍ର ବିଶ୍ୱରେ ବ୍ୟାପିବାକୁ ଦେଇଛି। ଏସବୁ ଭିତରେ ରବିବାର ଚାଇନା ଏକ ଶ୍ୱେତପତ୍ର ଜାରି କରି ନିଜକୁ ନିର୍ଦ୍ଦୋଶ ବୋଲି କହିଛି।
ସୂଚନାଯୋଗ୍ୟ, ଗତବର୍ଷ ଡିସେମ୍ବର ୨୭ରେ ପ୍ରଥମେ ଉହାନରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଜାନୁଆରୀ ୧୯ରେ ମଣିଷରୁ ମଣିଷ ଏହି ଭାଇରସ ସଂକ୍ରମିତ ବିଷୟରେ ସୂଚନା ଦିଆଯାଇଥିଲା। ସେତେବେଳେ ଏହା ଉପରେ ଅଙ୍କୁଶ ଲଗାଇବା ପାଇଁ ଚେଷ୍ଟା କରାଯାଇଥିଲା ବୋଲି ଚାଇନା ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିବେଶ ଲାଗି ବ୍ରିକ୍ସ୍‌ ସମ୍ମିଳନୀରେ ମୋଦିଙ୍କ ଆହ୍ବାନ: ଭାରତରେ ରହିଛି ମୁକ୍ତ ବ୍ୟବସାୟ ଉପଯୋଗୀ ପରିବେଶ

ବ୍ରାସିଲିଆ,୧୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରାଜିଲ୍‌ର ରାଜଧାନୀ ବ୍ରାସିଲିଆଠାରେ ଆୟୋଜିତ ବ୍ରିକ୍ସ୍‌ ବିଜନେସ୍‌ ଫୋରମ୍‌ ସମ୍ମିଳନୀରେ ଭାରତରେ ନିବେଶ ଲାଗି ଆହ୍ବାନ ଦେଇଛନ୍ତି। ଭାରତରେ ମୁକ୍ତ...

ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ

କୋଭିଡ୍‌ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍‌ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ...

ଜାପାନ ମୁହାଁ ସାମୁଦ୍ରିକ ଝଡ ନାନମାଡୋଲ, ୨ ଲକ୍ଷ ଲୋକ ସୁରକ୍ଷିତ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର…

ଟୋକିଓ, ୧୮।୯ : ଜାପାନରେ ଆଉ ଏକ ପ୍ରାକୃତିକ ବିପର୍ଯ୍ୟୟର ସତର୍କ ସୂଚନା ଜାରି କରାଯାଇଛି। ବିନାଶକାରୀ ସାମୁଦ୍ରିକ ଝଡ ନାନମାଡୋଲ ଭୟଙ୍କର ରୂପ ନେଇ...

କୋଭାକ୍ସିନ୍‌କୁ ଅଷ୍ଟ୍ରେଲିଆରେ ମଞ୍ଜୁରୀ…

ସିଡ୍‌ନୀ/ନୂଆଦିଲ୍ଲୀ,୧।୧୧: ଭାରତରେ ତିଆରି ହୋଇଥିବା କରୋନା ଟିକା କୋଭାକ୍ସିନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଅନୁମୋଦନ ମିଳିପାରିନାହିଁ। କିନ୍ତୁ ଅଷ୍ଟ୍ରେଲିଆ ସରକାର ଏହାକୁ ଅନୁମୋଦିତ ଟିକା...

ମୂଳ ଭାରତୀୟ ଆମେରିକାରେ ଜିଲା ଜଜ୍‌…

ଓ୍ବାଶିଂଟନ,୨୮।୨ : ଆମେରିକାରେ ମୂଳ ଭାରତୀୟ ଶାମା ହାକିମ ମେସିୱାଲା ସର୍ବସମ୍ମତି କ୍ରମେ ଆମେରିକାର କାଲିଫର୍ନିଆରେ ଥିବା ଜିଲା ଅପିଲ କୋର୍ଟର ଆସୋସିଏଟ ଜଜ ଭାବରେ...

‘ପାକିସ୍ତାନରେ ପୁଣି ସ୍ବାଧୀନତା ସଂଗ୍ରାମ ଆରମ୍ଭ ହେବ’

ଇସ୍‌ଲାମାବାଦ,୧୦ା୪: ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଭିତରେ ଶନିବାର ବିଳମ୍ବିତ ରାତିରେ ଅନୁଷ୍ଠିତ ଅନାସ୍ଥା ଭୋଟରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ହାରିଯାଇଛନ୍ତି। ପଦ ହରାଇବା ପରେ ରବିବାର...

ଏହି କବର ସ୍ଥାନରେ ମୃତଦେହକୁ କବର ଦିଆଯାଏ ନାହିଁ

କବର ସ୍ଥାନର କଥା ଶୁଣିଲେ ମନକୁ ଆପଣାଛାଏଁ ଆସେ କି ଯେଉଁଠି ମଣିଷଙ୍କ ମୃତଦେହକୁ କବର ଦିଆଯାଇଥାଏ। ହେଲେ ଏହି କବର ସ୍ଥାନ ସବୁଠାରୁ ନିଆରା।...

ଟ୍ରମ୍ପ ହାରିବା ନିଶ୍ଚିତ: ସ୍ୱାସ୍ଥ୍ୟ-ଅର୍ଥବ୍ୟବସ୍ଥା ଉପରେ କାମ ଆରମ୍ଭ କଲେ ବାଇଡେନ!

ୱାଶିଂଟନ,୭ ।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନର ଦୁଇ ଦିନ ପରେ ବି ଫଳାଫଳ ସ୍ପଷ୍ଟ ହୋଇ ପାରିନାହିଁ । ଭୋଟ ଗଣନା ବେଳେ ଡେମୋକ୍ରେଟ୍ ପ୍ରାର୍ଥୀ...

Advertisement
Archives

Model This Week