ଚାଇନା ଡେଥ୍‌ ଚ୍ୟାମ୍ବରରେ ୬ କୋଟି ଲୋକ: ମୃତ୍ୟୁକୁ ଅପେକ୍ଷା !

ବେଜିଂ,୧୭।୨: କରୋନା ଭୁତାଣୁ ଯୋଗୁ ଚାଇନାରେ ସଙ୍କଟ ସୃଷ୍ଟି ହୋଇଛି। ହୁବେଇ ପ୍ରଦେଶରେ କରୋନା ଯୋଗୁ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଏହି ପ୍ରଦେଶର ଅଧିକ ଲୋକଙ୍କ ସଂକ୍ରମଣରେ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୯୭ ପ୍ରତିଶତ ଲୋକ ହୁବେଇ ପ୍ରଦେଶର ରହିଛନ୍ତି। ଏହି ପ୍ରଦେଶର ବାସିନ୍ଦାଙ୍କ ଅନ୍ୟ ପ୍ରଦେଶକୁ ଯିବା ଆସିବା ଉପରେ କଡ଼ା କଟକଣା ଜାରି ହୋଇଛି। ଫଳରେ ଏହି ପ୍ରଦେଶ ଏବେ ଚାଇନାର ଡେଥ୍‌ ଚ୍ୟାମ୍ବର ପାଲଟିଛି। ପ୍ରଦେଶର ୬ କୋଟି ଲୋକ ଏବେ କରୋନା ସଂକ୍ରମଣ ଭୟରେ ଘରୁ ବାହାରିବା ବନ୍ଦ କରି ଦେଇଛନ୍ତି। ଏହି ପ୍ରଦେଶର ଉହାନ ସହରରେ କରୋନା ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ କରୋନ ସଂକ୍ରମଣ ଉପରେ ନିୟନ୍ତ୍ରଣ ପାଇଁ ପ୍ରୟାସ କରାଯାଉଥିଲେ ମଧ୍ୟ ତାହା ସମ୍ଭବ ହୋଇ ପାରି ନାହିଁ। ଫଳରେ ହୁବେଇର ଡେଥ୍‌ ଚ୍ୟାମ୍ବରରେ ଲୋକେ କେବଳ ମୃତ୍ୟୁକୁ ହିଁ ଅପେକ୍ଷା କରି ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଜଣଙ୍କୁ ହତ୍ୟା କଲେ ଯୁବକ

ସେଟିଞ୍ଜେ,୧୩ା୮: ଦକ୍ଷିଣପୂର୍ବ ୟୁରୋପୀୟ ରାଷ୍ଟ୍ର ମୋଣ୍ଟେନେଗ୍ରୋରେ ପାରିବାରିକ ବିବାଦକୁ କେନ୍ଦ୍ରକରି ଜଣେ ଯୁବକ ୧୧ ଜଣଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ସମୟରେ...

ଶ୍ରୀଦେବୀଙ୍କ ମହମ ପ୍ରତିମୂର୍ତ୍ତି ଅନାବରଣ

ସିଙ୍ଗାପୁର: ବଲିଉଡ ସୁପରଷ୍ଟାର ତଥା ସ୍ବର୍ଗୀୟା ଅଭିନେତ୍ରୀ ଶ୍ରୀଦେବୀଙ୍କ ମହମ ପ୍ରତିମୂର୍ତ୍ତି ବୁଧବାର ସ୍ଥାନୀୟ ମାଡାମ ଟୁସାଡ୍ସରେ ଅନାବରଣ ହୋଇଛି। ଏଥିପାଇଁ ଆୟୋଜିତ ଏକ ଉତ୍ସବରେ...

ଅମରୁଲ୍ଲା ସାଲେହଙ୍କ ଘରୁ ମିଳିଲା ୪୮ କୋଟି ସହିତ ସୁନା ଇଟା, ତାଲିବାନ୍‌ର ଦାବି…

କାବୁଲ,୧୩।୯: ଆଫଗାନିସ୍ତାନର ପଞ୍ଜଶିରରେ ଏକ ଅଞ୍ଚଳ ଉପରେ କବ୍‌ଜା କରିଥିବା ନେଇ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ପକ୍ଷରୁ ଦାବି କରାଯାଇଛି। ସେମାନଙ୍କୁ ପଞ୍ଜଶିର ମୁଖ୍ୟ ଅମରୁଲ୍ଲା...

ଯୁଦ୍ଧ ନୁହେଁ ଆଲୋଚନାକୁ ଦିଆଯିବ ଗୁରୁତ୍ୱ

ଲାହୋର, ୩ା୯(ପି.ଟି.): କୌଣସି ସମସ୍ୟାର ସମାଧାନ ଯୁଦ୍ଧ ଦ୍ୱାରା ହୋଇ ନ ଥିଏ। ଭାରତକୁ ମୁଁ ଏହା କହିବାକୁ ଚାହୁଁଛି। ଯୁଦ୍ଧରେ ବିଜୟ ଲାଭ କରିଥିବା...

ଭାରତୀୟ ଚ୍ୟାନେଲ ପ୍ରସାରଣ କରିବାରୁ ଜବତ ହେଲା କରାଚିର କେବଲ୍‌ ନେଟଓ୍ବର୍କ

ଇସଲାମାବାଦ,୧୯।୮: ପାକିସ୍ତାନରେ ଭାରତୀୟ ଚ୍ୟାନେଲକୁ ବ୍ୟାନ କରାଯିବା ପରେ କରାଚିରେ ଥିବା ଗାର୍ଡନ କେବଳ ଟେଲିଭିଜନ ନେଟଓ୍ବର୍କ ଏହାକୁ ଅଣଦେଖା କରିଥିଲା। ସେ ଭାରତୀୟ ଚ୍ୟାନେଲ...

ବ୍ରିଟେନ ପ୍ରଧାନମନ୍ତ୍ରୀ ପଦର ଦାୟିତ୍ୱ ନେବେ ବିଦେଶ ସଚିବ

ଲଣ୍ଡନ,୨୮।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ ଏବେ କରୋନାରେ ପୀଡିତ। ଶୁକ୍ରବାର ତାଙ୍କ ରିପୋର୍ଟରେ କରୋନା ପଜିଟିଭ୍‌ ଆସିବା ପରେ ସେ ସେଲ୍ଫ ଆଇସୋଲେଶନ୍‌ରେ ରହିଛନ୍ତି।...

ଚାଇନାରେ ଲଗାତାର ୨ ଥର ଭୂକମ୍ପ: ୧୧ ଜଣଙ୍କ ମୃତ୍ୟୁ

ବେଜିଂ, ୧୮।୬: ଚାଇନାର ସିଚୁଆନ୍‌ ପ୍ରଦେଶରେ ଲଗାତାର ୨ଥର ଭୂକମ୍ପ ଅନୁଭୁତ ହୋଇଛି। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨୨ଜଣ ଲୋକ ଆହତ ହୋଇଥିବା...

କେରଚ୍‌ ବ୍ରିଜ୍‌ ବିସ୍ଫୋରଣ ପରେ ରୁଷିଆର ରକେଟ୍‌ ମାଡ଼: ୧୭ ମୃତ

ଜାପୋରିଝିଆ,୯ା୧୦: ରୁଷିଆକୁ କ୍ରିମିଆ ଉପଦ୍ୱୀପ ସହ ଯୋଡ଼ୁଥିବା ୟୁରୋପର ଦୀର୍ଘତମ କେରଚ୍‌ ବ୍ରିଜ୍‌ ଶନିବାର ବିସ୍ଫୋରଣରେ କ୍ଷତିଗ୍ରସ୍ତ ହେବା ପରେ ମସ୍କୋ ୟୁକ୍ରେନ୍‌ର ଜାପୋରିଝିଆ ସହର...

Advertisement
Archives

Model This Week