ଚାଇନା ତାରକା ଫୁଟବଲର କରୋନା ଭାଇରସ ଆକ୍ରାନ୍ତ

ସାଙ୍ଘାଇ,୨୧।୩(ପି.ଟି.):  ଚାଇନାର ଜଣାଶୁଣା ଫୁଟବଲ ତାରକା ବୁ ଲେଇ ସ୍ପେନ୍‌ରେ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସ୍ପେନ୍‌ର ଇସ୍ପାନ୍ୟୋଲ କ୍ଲବ ତରଫରୁ ଖେଳୁଥିବା ଲେଇଙ୍କ ଦେହରେ ଏହି ଭାଇରସ ଥିବା କଥା ଚାଇନିଜ ଫୁଟବଲ ଆସୋସିଏଶନ (ସିଏଫ୍‌ଏ) ତରଫରୁ ଶନିବାର କୁହାଯାଇଛି। ଲେଇଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଦେଇଛି ଓ ତାଙ୍କର ଚିକିତ୍ସା କରାଯାଉଛି। ଲେଇ ଓ ତାଙ୍କ କ୍ଲବ୍‌ ସହ ଆମେ ଯୋଗାଯୋଗ ରକ୍ଷା କରିଛୁ। ଆବଶ୍ୟକ ପଡିଲେ ତାଙ୍କୁ ସବୁ ପ୍ରକାର ସାହଯ୍ୟ ସହଯୋଗ ପ୍ରଦାନ କରିବାକୁ ଆମେ ପ୍ରସ୍ତୁତ ଅଛୁ। ସେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ବୋଲି ସିଏଫ୍‌ଏ କହିଛି।
୨୮ ବର୍ଷୀୟ ଚାଇନାର ଏହି ସବୁଠାରୁ ଜଣାଶୁଣା ଷ୍ଟ୍ରାଇକର ବାର୍ସିଲୋନାରେ ଏବେ ସେଲ୍ଫ ଆଇସୋଲେଶନ ରହିଥିବା ଜିନ୍‌ହୁଆ ନ୍ୟୁଜ୍‌ ଏଜେନ୍ସି ତରଫରୁ କୁହାଯାଇଛି। ଚାଇନାର ଏକମାତ୍ର ଖେଳାଳିଭାବେ ଲେଇ ୟୁରୋପ୍‌ର ଶ୍ରେଷ୍ଠ ୫ଟି ଲିଗ୍‌ରେ ସାମିଲ ହୋଇଛନ୍ତି। ଗତବଷ ଜାନୁୟାରୀରେ ସେ ସାଂଘାଇ ଏସ୍‌ଆଇପିଜି କ୍ଳବ ଛାଡ଼ି ଇସ୍ପାନ୍ୟୋଲରେ ଯୋଗ ଦେଇଥିଲେ। ଉଲ୍ଲେଖଥାଉ କି, କରୋନା ଭାଇରସ ଚାଇନାର କେନ୍ଦ୍ରୀୟ ସହର ଉହାନରୁ ଉତ୍ପତ୍ତି ହୋଇଥିଲା। ଏବେ ଏହା ସାରା ବିଶ୍ୱରେ ମହାମାରୀ ରୂପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଲାଗି ୩,୧୩୬ ଏମ୍‌ଏସ୍‌ଏମ୍‌ଇ ବନ୍ଦ

ଭୁବନେଶ୍ୱର,୫।୧୦(ବ୍ୟୁରୋ): କରୋନା ସମୟରେ ଗତ ମାର୍ଚ୍ଚ ଠାରୁ ଏବେସୁଦ୍ଧା ପ୍ରାୟ ୩,୧୩୬ଟି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ବନ୍ଦ ଥିବା ରାଜ୍ୟ ଏମ୍‌ଏସ୍‌ଏମ୍‌ଇ...

ଏପ୍ରିଲ୍‌ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌…

ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍‌ ୫ରେ ଜଣେ...

ମୁମ୍ବାଇରେ ପହଞ୍ଚିଲେ ସ୍ମିଥ୍‌: କ୍ୱାରାଣ୍ଟାଇନ୍‌ରେ ରହି ଦିଲ୍ଲୀ ଦଳରେ ଯୋଗଦେବେ

ମୁମ୍ବାଇ,୪।୪(ପି.ଟି.): ଅଷ୍ଟ୍ରେଲୀୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ଯୋଗ ଦେବାକୁ ଶନିବାର ମୁମ୍ବାଇରେ ଆସି ପହଞ୍ଚିଛନ୍ତି। ଏବେ ସେ ବାଧ୍ୟତାମୂଳକ ୭...

ବଢ଼ିଲା ଲକ୍‌ଡାଉନ ଅବଧି

ପାଟନା,୧୭।୮: ବିହାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ପାର କରିଛି। ରାଜ୍ୟରେ ବଢ଼ୁଥିବା କରୋନା ମାମଲାକୁ ଦେଖି ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିବା ପାଇଁ ରାଜ୍ୟ...

ଗୋଟିଏ ଓଭରରେ ସର୍ବାଧିକ ଉଇକେଟ ନେଇ ରେକର୍ଡ ଭାଙ୍ଗିଲେ

ମୁମ୍ବାଇ,୨୪।୪: କୋଲ୍‌କାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଅଲ୍‌ରାଉଣ୍ଡର ଆନ୍ଧ୍ରେ ରସେଲ ଶନିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଇତିହାସର ପ୍ରଥମ ବୋଲର ଭାବେ ଗୋଟିଏ ଓଭର...

ରାଜସ୍ଥାନ ଅଧିନାୟକଙ୍କ ଭବିଷ୍ୟବାଣୀ ହେଲା ସତ! ଭାରତୀୟ କ୍ରିକେଟ ଟିମ୍‌ରେ ଚୟନକୁ ନେଇ ଏଭଳି…

ନୂଆଦିଲ୍ଲୀ,୧୨।୬: ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଭାରତୀୟ ଟିିମ୍‌ର ଘୋଷଣା କରାଯାଇଛି। ଏଥିରେ ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ମିଳିଛି। ସେମାନଙ୍କ ମଧ୍ୟରୁ ଦ୍ରୁତ ବୋଲର...

୫୦ ସ୍ବାବ୍‌ ପରୀକ୍ଷା ପାଇଁ ପଠାଗଲା

ଖୋର୍ଦ୍ଧା ଅଫିସ,୧୪ା୪: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନକୁ ବାଦ୍‌ ଦେଇ ସୋମବାର ସୁଦ୍ଧା ୪୦୨ ଜଣଙ୍କ ସ୍ବାବ ନମୁନା ପରୀକ୍ଷା ଲାଗି ଭୁବନେଶ୍ୱର ପଠାଯାଇଛି।...

ତିଗିରିଆରୁ ଚିହ୍ନଟ କରୋନା ପଜିଟିଭିଙ୍କ ଲିଙ୍କ୍‌ ଠାବକଲା ନନ୍ଦନକାନନ ପୋଲିସ

ବାରଙ୍ଗ,୧୨।୫(ଡି.ଏନ୍‌.ଏ.): କଟକ ଜିଲା ତିଗିରିଆର ଜଣେ ୩୭ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୩ ତାରିଖରେ ସେ ସୁରଟରୁ ଫେରି ପୁରୀରେ...

Advertisement
Archives

Model This Week