Posted inଜାତୀୟ

ଚାଇନା ଦେଶର ୩ ସ୍ଥାନରେ କରିଛି ଜବର ଦଖଲ, ସତ କୁହନ୍ତୁ ମୋଦି: ରାହୁଲ

ନୂଆଦିଲ୍ଲୀ,୨୬।୬: ଚାଇନା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ରାହୁଲ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରି ମୋଦିଙ୍କୁ ଚାଇନା ବିବାଦକୁ ନେଇ ସତ କୁହନ୍ତୁ ବୋଲି କହିଛନ୍ତି। ଭିଡିଓ ଶେୟାର କରିବା ସହ ରାହୁଲ ପ୍ରଥମେ ଶହୀଦ ଯବାନଙ୍କୁ ସଲାମ କରିଛନ୍ତି। ସେ କହିଛନ୍ତି ପୁରା ଦେଶ ସେନା ଓ ସରକାରଙ୍କ ସହ ଅଛି। ହେଲେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି କିଛିଦିନ ତଳେ ପ୍ରଧାନମନ୍ତ୍ରୀ କହିଥିଲେ ଦେଶର ଏକ ଇଞ୍ଚ ଜମି କେହିବି ନେଇ ନାହାନ୍ତି। ହେଲେ ଏବେ ଶୁଣିବାକୁ ମିଳୁଛି, ସାଟେଲାଇଟ ଚିତ୍ର କହୁଛି, ସେନାର ପୂର୍ବତନ ଜେନରାଲ କହୁଛନ୍ତି, ଲଦ୍ଦାଖ ବାସୀ କହୁଛନ୍ତି ଚାଇନା ଆମର ଗୋଟିଏ ନୁହେଁ ତିନି ତିନୋଟି ସ୍ଥାନ ନେଇ ସାରିଛି। ତେଣୁ ପ୍ରଧାନମନ୍ତ୍ରୀ ସତ କୁହନ୍ତୁ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଟକ ପରେ ଅନଶନରେ ବସିଲେ ଶର୍ମିଲା

ହାଇଦ୍ରାବାଦ,୧୦ା୧୨: ଓ୍ବାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟି ଅଧ୍ୟକ୍ଷା ଓ୍ବାଇଏସ୍‌ ଶର୍ମିଲାଙ୍କୁ ଶୁକ୍ରବାର ପୋଲିସ ଅଟକ ରଖିବା ପରେ ସେ ଅନଶନରେ ବସିବା ସହ ରାଜ୍ୟରେ ଗଣତନ୍ତ୍ରର ସୁରକ୍ଷା...

ଦାଉଦ୍‌ଙ୍କ ସହଯୋଗୀ ମଜିଦ୍‌ ଗିରଫ: ୨୪ ବର୍ଷ ଧରି ଥିଲେ ଫେରାର

ରାଞ୍ଚି,୨୭।୧୨: ଗୁଜରାଟର ଆତଙ୍କବାଦ ନିରୋଧି ସ୍କ୍ବାଡ୍‌(ଏଟିଏସ୍‌)ଙ୍କୁ ବଡ଼ ସଫଳତା ମିଳିଛି। ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ସହଯୋଗୀ ଅବ୍ଦୁଲ୍‌ ମଜିଦ୍‌ କୁଟ୍ଟିଙ୍କୁ ଝାଡ଼ଖଣ୍ଡରୁ ଗିରଫ କରିବାରେ...

ଏଲଏସିରେ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କଲା ଭାରତ…

ଲେହ,୯।୧ : ଚାଇନା ଆପତ୍ତି ସତ୍ତ୍ୱେ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି)ରେ ଭାରତ ରଣନୈତିକ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟକୁ ଆଗକୁ ବଢ଼ାଇଛି। ୱାଶିଂଟନ ସ୍ଥିତ...

୧ ଲକ୍ଷ ନିଯୁକ୍ତି ଦେବ କଂଗ୍ରେସ

କାଙ୍ଗ୍ରା,୫ା୧୧(ପି.ଟି.): ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇ କ୍ଷମତାକୁ ଫେରିଲେ ରାଜ୍ୟରେ ଲକ୍ଷେ ନିଯୁକ୍ତି ପ୍ରଦାନ କରିବା ସହ ପୁରୁଣା ପେନ୍‌ସନ ଯୋଜନା କାର୍ଯ୍ୟକାରୀ...

‘ଭାଜପା, ଆର୍‌ଏସ୍‌ଏସ୍‌ ଭାଷାରେ କଥା ହେଉଛନ୍ତି କପିଲ ସିବଲ’

ନୂଆଦିଲ୍ଲୀ,୧୫।୩: କଂଗ୍ରେସ ଓ୍ବାର୍କିଂ କମିଟି (ସିଡ୍ଲ୍ୟୁସି)ବୈଠକ ପରେ ପୁଣି ଥରେ କଂଗ୍ରେସରେ ଆନ୍ତଃ କନ୍ଦଳ ଦେଖାଦେଇଛି। ଦଳର ବରିଷ୍ଠ ନେତା କପିଲ ସିବଲ ଭାଜପା ଏବଂ...

କଶ୍ମୀରକୁ ନେଇ ଏମିତି କହିଲେ ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦଙ୍କ ଗର୍ଲଫ୍ରେଣ୍ଡ୍‌

ଅଣ୍ଡରୱାଲର୍‌ଡ ଡନ ଦାଉଦ୍‌ ଇବ୍ରାହିମ ନିଜ ନୂଆ ଗର୍ଲଫ୍ରେଣ୍ଡଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ହେଉଛନ୍ତି ମହଭୀଶ ହାୟାତ୍‌, ଯିଏ କି ଜଣେ ପାକିସ୍ତାନୀ ଅଭିନେତ୍ରୀ।...

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...

ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୩ା୧୦(ପି.ଟି.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲା ତ୍ରାଲ ଅଞ୍ଚଳରେ ମଙ୍ଗଳବାର ରାତିରେ ସୁରକ୍ଷା ବଳକୁ ବଡ଼ ସଫଳତା ମିଳିଛି। ସେନା, କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)...

Advertisement
Archives

Model This Week