ଚାଇନା ନିବେଶକଙ୍କ ଉପରେ ନଜର

ନୂଆଦିଲ୍ଲୀ,୨୩।୫: ଗତ କିଛିଦିନ ଚାଇନାରୁ ଆସୁଥିବା ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ (ଏଫ୍‌ଡିଆଇ) ରୋକିବା ଉପରେ ସରକାର ନିୟମରେ ପରିବର୍ତ୍ତନ କରିଥିଲେ। ବର୍ତ୍ତମାନ ଚାଇନା ଏବଂ ହଂକଂରୁ ଆସୁଥିବା ନିବେଶର ଅନ୍ୟ ସାଧନ ଉପରେ ମଧ୍ୟ ରୋକ ଲଗାଇବା ଲାଗି ସରକାର ପ୍ରସ୍ତୁତ ହେଉଛନ୍ତି। ରଏଟର୍ସରେ ପ୍ରକାଶିତ ଖବର ମୁତାବକ ସରକାର ଶୀଘ୍ର ଏକ ଆଇନ ଆଣିବା ଲାଗି ପ୍ରସ୍ତୁତ ହେଉଛନ୍ତି। ଏଥିରେ ଚାଇନା ଏବଂ ହଂକଂରୁ ଆସୁଥିବା ଫରେନ୍‌ ପୋର୍ଟଫୋଲିଓ ଇନ୍‌ଭେଷ୍ଟମେଣ୍ଟ(ଏଫ୍‌ପିଆଇ)ର ଯାଞ୍ଚ କରାଯିବ। ପୂର୍ବରୁ ଭାରତ ସରକାର ପଡ଼ୋଶୀ ରାଷ୍ଟ୍ରଗୁଡିକ ଲାଗି ଅଟୋମେଟିକ ରୁଟ୍‌ରେ ଆସୁଥିବା ଏଫ୍‌ଡିଆଇ ନିୟମ ଉପରେ କଟକଣା ଲାଗୁ କରିଥିଲେ। ଏ କ୍ଷେତ୍ରରେ ସରକାରଙ୍କ ଅନୁମତି ବର୍ତ୍ତମାନ ଲୋଡା ପଡୁଛି। ଚାଇନା, ପାକିସ୍ତାନ, ମ୍ୟାନ୍‌ମାର, ଭୁଟାନ, ନେପାଳ, ଆଫଗାନିସ୍ତାନ ଭଳି ଦେଶଗୁଡିକ ଏହା ଦ୍ୱାରା ଅଟୋମେଟିକ ଏଫ୍‌ଡିଆଇ ନିବେଶ ରାସ୍ତା ବନ୍ଦ ହୋଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ ସୂର୍ଯ୍ୟଘର: ଓଡ଼ିଶାର ପ୍ରଥମ ସୋଲାର ଦିଦି ବ୍ୟାଚ୍‌ର ପ୍ରଶିକ୍ଷଣ ସମ୍ପନ୍ନ

ଭୁବନେଶ୍ୱର, ୨୦।୬: ଟାଟା ପାୱାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିସିଓଡିଏଲ) ପକ୍ଷରୁ କଟକସ୍ଥିତ ଟାଟା ପାୱାର ସ୍କିଲ ଡେଭେଲପମେଣ୍ଟ ଇନଷ୍ଟିଚ୍ୟୁଟ (ଟିପିଏସଡିଆଇ)ରେ ପିଏମ ସୂର୍ଯ୍ୟଘର: ମୁଫ୍ତ…

ରୟାଲ୍ ଏନଫିଲ୍ଡର ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍ ‘Flying Flea C6’ ଲଞ୍ଚ୍: ଜାଣନ୍ତୁ ଦମଦାର୍ ଫିଚର୍ସ-ମୂଲ୍ୟ

ନୂଆଦିଲ୍ଲୀ,୧୯।୬: ଭାରତୀୟ ବାଇକ୍ ନିର୍ମାତା କମ୍ପାନୀ ରୟାଲ୍ ଏନଫିଲ୍ଡର ନୂଆ ଇଲେକ୍ଟ୍ରିକ୍ ବ୍ରାଣ୍ଡ୍ ‘Flying Flea’ ଏହାର ପ୍ରଥମ ଇଲେକ୍ଟ୍ରିକ୍ ମୋଟରସାଇକେଲ୍ Flying Flea C6 ର…

ଗ୍ରାହକଙ୍କ ପାଇଁ ସୂବର୍ଣ୍ଣ ସୁଯୋଗ: ରୁପା ୮,୦୪୦ ତ ଏତିକି ଟଙ୍କା ଶସ୍ତା ହେଲା ସୁନା, କିଣିବାର ଥିଲେ…

ନୂଆଦିଲ୍ଲୀ,୧୯।୬: ରାଜଧାନୀ ଦିଲ୍ଲୀର ସରଫା ବଜାରରେ ଶୁକ୍ରବାର ସୁନା ଏବଂ ରୁପା ମୂଲ୍ୟରେ ଏକ ବଡ଼ ଧରଣର ହ୍ରାସ ରେକର୍ଡ କରାଯାଇଛି। କ୍ରମାଗତ ଚତୁର୍ଥ କାରବାର ଦିବସରେ…

ବଡ଼ ଆକଳନ: ଶୀଘ୍ର କିଣି ନିଅନ୍ତୁ ସୁନା, ଛଅ ମାସରେ ମୂଲ୍ୟ ୪୦% ବୃଦ୍ଧି ପାଇବ! ୧୦ ଗ୍ରାମକୁ ୨ ଲକ୍ଷ ପାର କରିପାରେ

ନୂଆଦିଲ୍ଲୀ,୧୯।୬: ବିଶ୍ୱସ୍ତରୀୟ ନିବେଶ ସଂସ୍ଥା JPMorgan ପୂର୍ବାନୁମାନ କରିଛି ଯେ ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୁନା ଏବଂ ରୂପା ମୂଲ୍ୟରେ ଉଲ୍ଲେଖନୀୟ ହ୍ରାସ ଚାପ ପଡ଼ିଥିଲେ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri