Posted inଖେଳ

ଚାଇନା ପାରା ବ୍ୟାଡ୍‌ମିଣ୍ଟନ: ବିଜୟ ସହ ପ୍ରମୋଦଙ୍କ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୨୫।୯(କ୍ରୀଡ଼ା ପ୍ରତିନିଧି)-ଚାଇନା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ୟୁହାଙ୍ଗ ହାଙ୍ଗଝୋଉଠାରେ ମଙ୍ଗଳବାର ଆରମ୍ଭ ହୋଇଛି। ୨୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ୧୩୯ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ଭାରତରୁ ମୋଟ ୧୭ ଖେଳାଳି ଏଥିପାଇଁ ମନୋନୀତ ହୋଇଥିବାବେଳେ ଓଡ଼ିଶାରୁ ଏକମାତ୍ର ପ୍ରମୋଦ ଭଗତ ଦେଶ ପକ୍ଷରୁ ପ୍ରତିନିଧିତ୍ୱ କରିଛନ୍ତି। ନିକଟ ଅତୀତରେ ଆକର୍ଷଣୀୟ ପ୍ରଦର୍ଶନ କରି ଆସିଥିବା ପ୍ରମୋଦ ଏହି ପ୍ରତିଯୋଗିତାରେ ମଧ୍ୟ ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି। ପ୍ରଥମ ଦିବସରେ ଅନୁଷ୍ଠିତ ସିଙ୍ଗଲ୍ସରେ ସେ ଚାଇନାର ଫାକ୍ସିନ ଉ’ଙ୍କୁ ୨୧-୧୩, ୨୧-୧୬ ପଏଣ୍ଟରେ ପରାସ୍ତ କରିଛନ୍ତି। ସେହିପରି ଡବଲ୍ସ ପ୍ରଥମ ରାଉଣ୍ଡରେ ସେ ମନୋଜ ସରକାରଙ୍କ ସହ ଇଣ୍ଡୋନେସିଆ ଯୋଡ଼ି ଆରି ଅଙ୍ଗାରା ଓ ଉକୁନ ରୁକେଣ୍ଡିଙ୍କୁ ୨୧-୧୧, ୨୨-୧୮ ପଏଣ୍ଟରେ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ଇତିହାସରେ ପ୍ରଥମଥର ଲାଗି ଗୋଟିଏ ଦିନରେ ୩ ସୁପର୍‌ ଓଭର

ଦୁବାଇ, ୧୯।୧୦: ବିଶ୍ୱର ସବୁଠାରୁ ବ୍ୟୟବହୁଳ କ୍ରିକେଟ୍‌ ଲିଗ୍‌ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ ବର୍ଷର ଇତିହାସରେ ‘ସୁପର୍‌ ସନ୍‌ଡେ’ ପ୍ରଥମଥର ‘ଫନ୍‌ ଡେ’...

ମୁମ୍ବାଇ ସିଟି ଏଫସିର ୬୫ ପ୍ରତିଶତ ଅଂଶ କିଣିଲା ସିଟି ଫୁଟବଲ ଗୃପ

ମୁମ୍ବାଇ, ୨୯।୧୧- କ୍ରୀଡା କ୍ଷେତ୍ରରେ ଏକ ଐତିହାସିକ ଘଟଣାକ୍ରମରେ ଇଂଲିଶ ପ୍ରିମିୟର ଲିଗ ଚାମ୍ପିୟନ ମାଞ୍ଚେଷ୍ଟର ସିଟି ଦଳର ମୂଳ କମ୍ପାନୀ ସିଟି ଫୁଟବଲ ଗୃପ...

ଡବ୍ଲ୍ୟୁବିବିଏଲରେ ନ ଖେଳି ପାରନ୍ତି ହରମନପ୍ରୀତ, ମନ୍ଧାନା, ରୋଡ୍ରିଗୁଏଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ବ୍ୟାଟ୍ସଓମ୍ୟାନ ହରମନପ୍ରୀତ କୌର, ସ୍ମ୍ରିତି ମନ୍ଧାନା ଓ ଜେମିମା ରୋଡ୍ରିଗୁଏଜ ଆସନ୍ତା ୧୮ରୁ ଡିସେମ୍ବର ୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମହିଳା...

ଏସିଆ କପ ପାଇଁ ଭାରତର ଐତିହାସିକ ପଦକ୍ଷେପ, ବିସିସିଆଇ ଅଧ୍ୟକ୍ଷ ରୋଜର ବିନ୍ନି, ରାଜୀବ ଶୁକ୍ଲା ଯିବେ ପାକିସ୍ତାନ

ନୂଆଦିଲ୍ଲୀ,୨୬।୮: ପାକିସ୍ତାନ ଏବଂ ଶ୍ରୀଲଙ୍କା ମାଟିରେ ଅନୁଷ୍ଠିତ ହେବ ଏସିଆ କପ। ଏହି ସମୟରେ ଖବର ରହିଛି ଯେ, ବିସିସିଆଇ ଅଧ୍ୟକ୍ଷ ରୋଜର ବିନ୍ନି ଏବଂ...

ବକ୍ସର, କୋଚ୍‌ଙ୍କ ପାଇଁ କୋଭିଡ୍‌- ୧୯ ସ୍ବାସ୍ଥ୍ୟ ବୀମା

ନୂଆଦିଲ୍ଳୀ,୨୪।୫: ଭାରତୀୟ କ୍ରୀଡ଼ାରେ ପ୍ରଥମଥର ପାଇଁ ଏକ ନୂଆ କଥା ଦେଖିବାକୁ ମଳିଛି। ଦେଶର ଆଗଧାଡିର ବକ୍ସର ଓ କୋଚ୍‌ମାନଙ୍କ ପାଇଁ ସ୍ବାସ୍ଥ୍ୟବୀମାର ବ୍ୟବସ୍ଥା କରାଯିବ...

ଟୁର୍‌ ଡି ଫ୍ରାନ୍ସରୁ ଓହରିଲେ ଗତଥରର ଚାମ୍ପିୟନ ଇଗାନ ବେର୍ନାଲ

ଗ୍ରେନୋବଲ(ଫ୍ରାନ୍ସ), ୧୭।୯(ଏପି): ଫ୍ରାନ୍ସରେ ପ୍ରତିବର୍ଷ ଆୟୋଜିତ ହେଉଥିବା ବହୁ ପର୍ଯ୍ୟାୟ ବିଶିଷ୍ଟ ପୁରୁଷ ସାଇକେଲ ରେସ୍‌ ଟୁର୍‌ ଡି ଫ୍ରାନ୍ସରୁ ଓହରିଯାଇଛନ୍ତି ଗତଥରର ଚାମ୍ପିୟନ ଇଗାନ...

ଆଜି ଭାରତ ପାଇଁ ‘କର ବା ମର’ ମୁକାବିଲା: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍‌

ଦୁବାଇ,୩୧।୧୦: ଟି -୨୦ ବିଶ୍ୱକପ ୨୦୨୧ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ଦଳ ପରସ୍ପର ବିରୋଧରେ ରବିବାର ‘କର ବା ମର’ ମୁକାବିଲା ଖେଳିବେ। ସୁପର -୧୨...

ଭାରତ ପଦକ ସଂଖ୍ୟା ୫୦ ଟପିଲା

ହାଙ୍ଗଝୋ,୨ା୧୦(ପି.ଟି.): ରବିବାର ଏସିଆନ୍‌ ଗେମ୍ସରେ ଭାରତୀୟ ଆଥଲେଟ ମାନେ ୩ ସ୍ବର୍ଣ୍ଣ ସହିତ ୧୫ ପଦକ ବିଜୟୀ ହୋଇଥିବା ବେଳେ ଓଡ଼ିଶା ଆଥଲେଟିକ୍ସ ହାଇ ପର୍ଫମାନ୍ସ...

Advertisement
Archives

Model This Week