Posted inଜାତୀୟ

ଚାଇନା ସହ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଲେହ ପହଞ୍ଚିଲେ ସେନା ମୁଖ୍ୟ

ଲେହ,୨୩।୫: ଚାଇନା ସହ ଲଦାଖର ୩ଟି ସ୍ଥାନରେ ଉତ୍ତେଜନା ଜାରି ରହିଥିବା ମଧ୍ୟରେ ସେନା ମୁଖ୍ୟ ଏମ୍‌ଏମ୍‌ ନରାଓ୍ବଣେ ଶନିବାର ଲେହରେ ପହଞ୍ଚିଛନ୍ତି। ଏହି ସମୟରେ ସେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ସେଠାକାର ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଏଥିସହ ଲେହ ସ୍ଥିତ ୧୪ ସୈନ୍ୟଦଳ ମୁଖ୍ୟାଳୟକୁ ସେନା ମୁଖ୍ୟ ନରାଓ୍ବଣେ ପରିଦର୍ଶନ କରିଥିବା ସୂତ୍ରରୁ ଜଣାପଡ଼ିଛି। ଏହାପରେ ସେ ଉତ୍ତର କମାଣ୍ଡର ମୁଖ୍ୟ ଅଧିକାରୀଙ୍କ ସହ ଆଲୋଚନା କରି ବର୍ତ୍ତମାନ ପରିସ୍ଥିତି ବିଷୟରେ ପଚାରି ବୁଝିଥିଲେ। ସୂଚନା ମୁତାବକ, ଭାରତ ଓ ଚାଇନା ମଧ୍ୟରେ ପୁଣି ଥରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରାଚୀରେ ଜରୁରୀକାଳିନ ଅବତରଣ କଲା ଦିଲ୍ଲୀ-ଦୋହା ଫ୍ଲାଇଟ୍‌

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀରୁ ଦୋହା ଯାଉଥିବା କାତାର ଏୟାରଓ୍ବେଜର ଏକ ଫ୍ଲାଇଟ୍‌ ପାକିସ୍ତାନର କରାଚୀ ବିମାନ ବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ତେବେ ବିମାନରେ ଟେକ୍‌ନିକାଲ ସମସ୍ୟା...

ବୋମ୍ମାଇ କ୍ଷମତା ଛାଡନ୍ତୁ, ବନ୍ୟା ସମସ୍ୟାର ସମାଧାନ ଆମେ କରିବୁ: କଂଗ୍ରେସ…

ବେଙ୍ଗାଲୁରୁ, ୭।୯ : ପ୍ରବଳ ବର୍ଷା ପରେ ବେଙ୍ଗାଲୁରୁରେ ଆସିଥିବା ବନ୍ୟାକୁ ନେଇ ଶାସକ ଭାଜପା ଓ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ସିଲିକନ ସିଟି ବେଙ୍ଗାଲୁରରେ...

ବନ୍ୟାବେଳେ ଦୋସା ଭିଡିଓ କରି ତେଜସ୍ବୀ ସୂର୍ଯ୍ୟା ହଟହଟା

ବେଙ୍ଗାଲୁରୁ,୮ା୯: ଲଗାଣ ବର୍ଷାରେ କର୍ନାଟକର ବେଙ୍ଗାଲୁରୁ ଉବୁଟୁବୁ ହେଉଥିବାବେଳେ ସ୍ଥାନୀୟ ଏମ୍‌ପି ତେଜସ୍ବୀ ସୂର୍ଯ୍ୟା ଦୋସା ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହୋଇଛି।...

ଖାଦ୍ୟ ପରଷିବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ …

ଭୋପାଳ,୨୮।୫: ଖାଦ୍ୟ ଦେବାରେ ବିଳମ୍ବ ପାଇଁ ସ୍ବାମୀ ନିଜ ଉପରୁ ଆୟତ୍ତ ହରାଇ ସ୍ତ୍ରୀଙ୍କୁ କୂଅକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅଭାବନୀୟ ଘଟଣା ମଧ୍ୟପ୍ରଦେଶର ହାତପିପ୍‌ଲିୟା...

ବିଦେଶୀ ମେଡିକାଲ ଛାତ୍ରୀଛାତ୍ରଙ୍କୁ ଭାରତରେ ଇଣ୍ଟର୍ନଶିପ୍‌ ଅନୁମତି

ନୂଆଦିଲ୍ଲୀ,୬।୩(ଆଇଏଏନ୍‌ଏସ୍‌): ବିଦେଶରେ ଡାକ୍ତରୀ ଶିକ୍ଷା ଗ୍ରହଣ କରିଥିବା ଛାତ୍ରୀଛାତ୍ର ଭାରତରେ ଇଣ୍ଟର୍ନଶିପ୍‌ ସମ୍ପୂର୍ଣ୍ଣ କରିପାରିବେ। କୋଭିଡ୍‌-୧୯ ମହାମାରୀ ଏବଂ ୟୁକ୍ରେନ୍‌ ସଙ୍କଟ ଆଦି ସ୍ଥିତି ଯୋଗୁ...

ସିଏଏ-ଏନ୍‌ଆର୍‌ସିକୁ ନେଇ ହୋଇଥିବା ବୈଠକରେ ଯୋଗଦେଲେ ୨୦ ବିରୋଧୀ ଦଳ

ନୂଆଦିଲ୍ଲୀ,୧୩।୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନଆର୍‌ସି) ବିରୋଧରେ ସୋମବାର ଅପରାହ୍ନରେ ବିରୋଧୀ ଦଳଗୁଡ଼ିକ ଏକାଠି ହୋଇଥିଲେ। ଏଥିରେ କଂଗ୍ରେସ...

ହୃଦଘାତ ଆଶଙ୍କା କମ କରେ କଞ୍ଚା କଦଳୀ

କଞ୍ଚା କଦଳୀରେ ଭରପୂର ମାତ୍ରାରେ ଭିଟାମିନ ଏବଂ ଖଣିଜ ଲବଣ ଥାଏ। ଯାହା ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ପ୍ରତିଦିନ ଖାଦ୍ୟରେ କଞ୍ଚା...

ଏବେ ସିସୋଡିଆ-କୈଳାସ ଗେହଲୋଟ ହେବେ ଗିରଫ: ଭାଜପାକୁ ଘେରିଲେ କେଜରିଓ୍ବାଲ…

ନୂଆଦିଲ୍ଲୀ, ୧୮।୯ : ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇନଡୋର ଷ୍ଟାଡିୟମରେ ଆମ ଆଦମୀ ପାର୍ଟିର ପ୍ରଥମ ଜାତୀୟ ଜନପ୍ରତିନିଧି ସମ୍ମିଳନୀ ରବିବାର ଆରମ୍ଭ ହୋଇଛି। ଏଏପିର...

Advertisement
Archives

Model This Week