ଚାଇନା ସୀମାରେ ଓଡ଼ିଆ ଯବାନ ଶହୀଦ

ରାଇକିଆ,୧୭।୬(ଡି.ଏନ୍‌.ଏ.): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଭାରତ-ଚାଇନା ଯବାନ ସଂଘର୍ଷରେ କନ୍ଧମାଳ ଜିଲା ରାଇକିଆ ଥାନା ବିୟରପାଙ୍ଗା ଅଞ୍ଚଳର ଜଣେ ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଶହୀଦ ହୋଇଛନ୍ତି। ଏ ନେଇ ସରକାରୀ ସୂତ୍ରରୁ କୌଣସି ସୂଚନା ମିଳିପାରି ନାହିଁ। ବୁଧବାର ସକାଳୁ ଏହି ଖବର ପ୍ରଚାରିତ ପରେ ରାଇକିଆ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଚନ୍ଦ୍ରକାନ୍ତ ଗତ ଫେବଆରୀ ୧୩ ତାରିଖରେ ଲଦାଖରେ ଯୋଗ ଦେଇଥିଲେ । ସେ ଶହୀଦ ହୋଇଥିବା ନେଇ ତାଙ୍କ ଘର ଲୋକଙ୍କୁ ସରକାରୀ ସୂତ୍ରରୁ ସୂଚନା ମିଳି ନ ଥିଲେ ହେଁ ଚନ୍ଦ୍ରକାନ୍ତଙ୍କ ସେନା ବନ୍ଧୁଙ୍କ ଠାରୁ ଏହି ସୂଚନା ମିଳିଛି। ତାଙ୍କ ବାପା ଜଣେ ଚାଷୀ ହୋଇଥିବା ବେଳେ ପରିବାରରେ ଦୁଇ ଭାଇ ଏବଂ ଦୁଇ ଭଉଣୀ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋଇଲା ବୋଝେଇ ଗାଡ଼ି ଜବତ: ଚାଳକ ଫେରାର

ପଦ୍ମପୁର, ୨୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକ ନିଦିହି ପୋଲିସ ଶୁକ୍ରବାର ଏକ ଚୋରା କୋଇଲା ବୋଝେଇ ପିକ୍‌ଅପ ଗାଡ଼ି ଜବତ କରିଛି।...

୧୬୫ ଗାଁକୁ ପହଞ୍ଚତ୍ପାରୁନି ଆମ୍ବୁଲାନ୍ସ

ନବରଙ୍ଗପୁର, ୧୦।୮(ବି.ପ୍ର.): ପ୍ରଶାସନ ଓ ଲୋକ ପ୍ରତିନିଧିଙ୍କ ଦୁର୍ବଳତା ଯୋଗୁ ଜିଲାରେ ଏଯାଏ ୧୬୫ ଗାଁକୁ ଆମ୍ବୁଲାନ୍ସ ପହଞ୍ଚତ୍ ପାରୁନାହିଁ। ୭୭ ଗାଁକୁ ପଦାଚଲା ରାସ୍ତା...

ନବରଙ୍ଗପୁରରେ କଂଗ୍ରେସର ଜନସମ୍ପର୍କ ପଦଯାତ୍ରା

ଉମରକୋଟ/ରାଇଘର, ୯।୭(ସ୍ବ.ପ୍ର./ଡି.ଏନ୍‌.ଏ.): ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର ନବରଙ୍ଗପୁର ଗ୍ରସ୍ତ କରି ରାଇଘରରେ ଏକ ସଂକଳ୍ପ ସମାବେଶ ଓ ମହାମିଶ୍ରଣ...

ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିିରହିଛି ଶୀତଳଭଣ୍ଡାର

ଭବାନୀପାଟଣା,୧୮।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଆଦିବାସୀ ହରିଜନ ଲୋକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ପାଇଁ ସରକାରଙ୍କ ଅନେକ ଯୋଜନା ପ୍ରସ୍ତୁତ ହୋଇଛି...

ଡାକ୍ତରଙ୍କୁ ସୁରକ୍ଷା ସରଞ୍ଜାମ ଯୋଗାଅ: ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ୍‌,୩୧ା୩: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି କାର୍ଯ୍ୟରତ ଡାକ୍ତରଙ୍କୁ ଆବଶ୍ୟକ ସୁରକ୍ଷା ସରଞ୍ଜାମ (ପିପି) କିଟ୍‌ ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ...

ମହାନଦୀ ପଠାରେ ପ୍ୟାକିଂ, ଡମ୍ପିଂ ନେଇ ଅସନ୍ତୋଷ: ସାମାନ୍ୟ ବର୍ଷାରେ ଖସିିଲା ପଥର

ଖଣ୍ଡପଡ଼ା,୫ା୭(ସ୍ବ.ପ୍ର.)-କଣ୍ଟିଲୋ ମହାନଦୀ କୂଳରେ ଗତ ଜାନୁୟାରୀ ମାସରୁ ଆରମ୍ଭ ହୋଇଥିବା ପଥର ପ୍ୟାକିଂ, ଡମ୍ପିଂ ଓ ଲଚିଂ କାମ ସାମାନ୍ୟ ବର୍ଷାରେ ଦବି ଯାଇଥିବା ଓ...

ବଧୂ ହତ୍ୟା ମାମଲା: ଶାଶୁଙ୍କୁ ୭ ବର୍ଷ କାରାଦଣ୍ଡ

ଆସିକା,୪।୩: ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ଜୟପୁର ଗ୍ରାମରେ ଘଟିଥିବା ଯୌତୁକଜନିତ ବଧୂହତ୍ୟା ମାମଲାର ବିଚାର କରି ବୁଧବାର ଆସିକା ଅତିରିକ୍ତ ଦୌରାଜଜ ରାଜଲକ୍ଷ୍ମୀ...

ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍‌ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍‌ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ...

Advertisement
Archives

Model This Week