ଚାଇନା ସେନା ସହ ଲଢ଼ି ଶହୀଦ ହୋଇଥିବା ନନ୍ଦୁରାମଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା

ରାଇରଙ୍ଗପୁର,୨୦।୬(ଡି.ଏନ୍‌.ଏ.): ପୂର୍ବ ଲଦାଖ ସୀମା ଗଲଓ୍ବାନ୍‌ ଉପତ୍ୟକାରେ ଚାଇନା ସେନା ସଂଘର୍ଷରେ ଦେଶ ପାଇଁ ଶହୀଦ ଓଡ଼ିଆ ଯବାନ ରାଇରଙ୍ଗପୁର ବିଜାତଳା ବ୍ଲକ ବଡ଼ ଚମ୍ପାଉଦା ଗ୍ରାମର ନନ୍ଦୁରାମ ସୋରେନଙ୍କ ପରିବାରକୁ ସହାୟତା ରାଶି ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ୨୫ ଲକ୍ଷ ଟଙ୍କା ଅନୁଦାନ ରାଶିକୁ ରାଜ୍ୟ ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡୀ ଏବଂ ରାଇରଙ୍ଗପୁର ଉପଜିଲାପାଳ ଧର୍ମାନନ୍ଦ ବେହେରା ପ୍ରଦାନ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଶହୀଦଙ୍କ ପତ୍ନୀ ଲକ୍ଷ୍ମୀମଣି ଏବଂ ୩ କନ୍ୟାକୁ ଏହି ଟଙ୍କା ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ତେବେ ଏହି ଅବସରରେ ବିଜାତଳା ବ୍ଲକ ତହସିଲଦାର ଲଲାଟେନ୍ଦୁ ସିଂଙ୍କ ସମେତ ବିଜେଡି ବିଧାୟକ(ମୋରଡା) ରାଜକିଶୋର ଦାସ, ରାଜ୍ୟସଭା ସାଂସଦ ମମତା ମହାନ୍ତ ଏବଂ ରାଇରଙ୍ଗପୁର ନଗର କମିଟିର ଅଧ୍ୟକ୍ଷ କାଶିନାଥ ହେମ୍ରମଙ୍କ ସମେତ ଦଳୀୟ ବହୁ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋବି ଫସଲକୁ ନଷ୍ଟ କଲେ ଦୁର୍ବୃତ୍ତ: ମୁଣ୍ଡରେ ହାତ ଦେଇ ବସିଲେ ଚାଷୀ

କଣ୍ଟାପଡ଼ା,୧୨।୧୧(ଡି.ଏନ୍‌.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ନାହାଳପୁର ଗ୍ରାମରେ ଜଣେ ଚାଷୀଙ୍କ କୋବି ଫସଲକୁ ଦୁର୍ବୃତ୍ତ ନଷ୍ଟ କରିଦେଇଛନ୍ତି। ବାବାଜି ସାହୁ ନାମକ ଚାଷୀ...

ଟାର୍ଗେଟ୍‌ ଦେବା ନାଁରେ କୋଟିଏ ଆଦାୟ

ଯାଜପୁର ଅଫିସ,୨୯।୧: ଚାଷୀ ଓ ଚାଷଙ୍କ ପିଛା ଛାଡୁନି ସଙ୍କଟ। ଯାଜପୁର ଜିଲା ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀ ପଞ୍ଜୀକରଣ ଉପରେ ପୁଣି ବିଭାଗୀୟ ଅଧିକାରୀଙ୍କ ଅନିୟମିତତା...

ବଡ଼ଖେମୁଣ୍ଡି ରାଣୀଙ୍କ ପରଲୋକ

ଦିଗପହଣ୍ଡି,୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିର ବଡ଼ଖେମୁଣ୍ଡି ରାଣୀ ତଥା ଯୁବରାଜ ସ୍ବର୍ଗତ ମାଣିକେଶ୍ବରୀ ପ୍ରସାଦ ଦେବଙ୍କ ଧର୍ମପତ୍ନୀ ପୂର୍ଣ୍ଣେଶ୍ବରୀ ଦେବୀଙ୍କ ୭୪ ବର୍ଷ ବୟସରେ ଗୁରୁବାର...

‘ଅଭ୍ୟାସ’ର ସଫଳ ପରୀକ୍ଷଣ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଚାନ୍ଦିପୁର ଆଇଟିଆରରୁ ‘ଅଭ୍ୟାସ’ର ସଫଳ ପରୀକ୍ଷଣ ହୋଇଛି। ଏ ନେଇ ଡିଆରଡିଓକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ...

ଜିଲା ପରିଷଦ ସଭ୍ୟାଙ୍କ ସଭ୍ୟପଦ ରଦ୍ଦ: ସାନି ନିର୍ବାଚନ ପାଇଁ ନିର୍ଦ୍ଦେଶ ଦେଲେ ଜିଲା ଦୌରାଜଜ୍‌

ଯାଜପୁର ଟାଉନ,୧୧।୧୨(ଡି.ଏନ୍‌.ଏ.)- ଯାଜପୁର ଜିଲା କୋରେଇ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୩୩ ନଂ ଜୋନ୍‌ରୁ ନିର୍ବାଚିତ ବିଜେଡି ସଭ୍ୟା ଝରଣା ରାଉତଙ୍କ ସଭ୍ୟପଦ ରଦ୍ଦ ହୋଇଛି।...

୬୦କେଜି ବନ୍ୟପ୍ରାଣୀ ମାଂସ ସମେତ ଅଟୋ ଜବତ: ୨ଅଭିଯୁକ୍ତ ଗିରଫ

ଓଡଗାଁ୮।୩(ସ୍ବ.ପ୍ର.): କିଛି ଦିନ ବ୍ୟବଧାନରେ ପୁଣି ଥରେ ନୟାଗଡ଼ ଓଡଗାଁ ବନାଞ୍ଚଳ ଅନ୍ତର୍ଗତ ନାଉଖାଲ ନିକଟରୁ ୬୦କିଲୋଗ୍ରାମ୍‌ ବନ୍ୟପ୍ରାଣୀ ମାଂସ ଜବତ କରିଛି ବନ ବିଭାଗ।...

କମରେଇ ଜଙ୍ଗଲ ଜଳୁଛି

ବଇଣ୍ଡା,୧୬।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନରେ ଥିବା କମରେଇ ଜଙ୍ଗଲ ୨ ଦିନ ହେବ ଜଳୁଛି। ବନ ବିଭାଗ ପକ୍ଷରୁ ନିଆଁ...

ପୂର୍ବତଟ ରେଳପଥ: ଆୟ ବଢୁଛି, ହେଲେ ନୂତନ ପ୍ରକଳ୍ପକୁ ଉପେକ୍ଷା

ଯାଜପୁର ଅଫିସ,୧।୯: ପୂର୍ବତଟ ରେଳପଥରେ ଗତ ୫ ବର୍ଷରେ ବ୍ୟୟ ତୁଳନାରେ ଆୟ ୩ ଗୁଣରୁ ଊର୍ଦ୍ଧ୍ୱ ହୋଇଛି। ହେଲେ ୧ ଦଶନ୍ଧି ଧରି ଦାବି...

Advertisement
Archives

Model This Week