ଚାଉଳ ବୋଝେଇ ୨ ଟ୍ରକ୍‌ ଅଟକ

ତିହିଡ଼ି, ୪।୧(ଡି.ଏନ.ଏ.)- ଭଦ୍ରକରୁ ଚାଉଳ ବୋଝେଇ ହୋଇ ତିହିଡ଼ିକୁ ଆସିଥିବା ୨ଟି ଟ୍ରକ୍‌କୁ ସ୍ଥାନୀୟ ତହସିଲଦାର ଶନିବାର ଅପରାହ୍ନରେ ଅଟକ ରଖିଛନ୍ତି। ତହସିଲଦାର ରମେଶ ଚନ୍ଦ୍ର ପଣ୍ଡା, ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ ମାନସ ମହାପାତ୍ର ଓ କେଦାରନାଥ ନାୟକ, ବ୍ଲକ ଯୋଗାଣ ନିରୀକ୍ଷକ ହରପ୍ରିୟା ସାହୁ ଏହାକୁ ଯାଞ୍ଚ କରିଛନ୍ତି। ଏହି ଚାଉଳ ସରକାରୀ ଗୋଦାମରେ ରହିବା ପରିବର୍ତ୍ତେ ଏକ ଘରୋଇ ଗୃହରେ ରଖାଯିବା ପାଇଁ ଉଦ୍ୟମ କରାଯାଉଥିବା କୌଣସି ସୂତ୍ରରୁ ଖବର ପାଇ ଏହାକୁ ଅଟକ ରଖିଥିବା ତହସିଲଦାର କହିଛନ୍ତି। ଦୁଇ ଟ୍ରକ୍‌ରେ ମୋଟ ୧୨୦ ବସ୍ତା ଚାଉଳ ଥିବା ଜଣାପଡ଼ିଛି। ତେବେ ଏହା ଅଙ୍ଗନୱାଡି ଚାଉଳ ବୋଲି କୁହାଯାଉଥିବାରୁ ତହସିଲଦାର ଏ ସମ୍ପର୍କରେ ଅଧିକ ତଥ୍ୟ ଜାଣିବାକୁ ସିଡିପିଓ ଇନ୍ଦୁରେଖା ନାୟକଙ୍କୁ ଡକାଇଛନ୍ତି। ଖବର ଲେଖାଯିବା ବେଳକୁ ସିଡିପିଓ ଘଟଣାସ୍ଥଳରେ ପହଞ୍ଚି ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri