ଚାକିରି କରାଇଦେବା ନାଁରେ ୭୦ ଲକ୍ଷ ଠକେଇ କରି ମହିଳା ଫେରାର, ଟାଉନ୍‌ ଥାନାରେ ମାମଲା ରୁଜୁ

ବଲାଙ୍ଗୀର ଅଫିସ,୭।୧୨: ବଲାଙ୍ଗୀର ସହରରେ ଘର ଭଡ଼ା ନେଇ ରହୁଥିବା ଯାଜପୁର ଜିଲାର ଜଣେ ମହିଳା ଚାକିରି କରାଇଦେବା ନାଁରେ ପ୍ରାୟ ୭୦ ଲକ୍ଷ ଟଙ୍କା ଠକେଇ କରି ଫେରାର ହୋଇଯାଇଥିବା ଶନିବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ବଲାଙ୍ଗୀର ସହରର ବହୁ ମହିଳା ଓ ପୁରୁଷ ଅଭିଯୋଗ କରିବା ପରେ ପୋଲିସ ଏନେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତେବେ ଠକେଇ କରି ଫେରାର ହୋଇଯାଇଥିବା ମହିଳାଜଣଙ୍କ ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ପୁରୁଷୋତ୍ତମପୁର ଗ୍ରାମର କରୁଣାକର ନାୟକଙ୍କ ସ୍ତ୍ରୀ ଆରତୀ ନାୟକ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଟପଡ଼ିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୯।୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନାଠାରୁ ପ୍ରାୟ ଶହେ ମିଟର ଦୂରରେ ଥିବା ହାଟପଡ଼ିଆରୁ ସୋମବାର ସକାଳେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।...

ସାପ କାମୁଡ଼ାରେ ନାବାଳିକାଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୩।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅକ୍ଷିଣବାଡ଼ ପଞ୍ଚାୟତ ହାଟଡ଼ିହି ଉତ୍ତରବାଡ଼ ଗ୍ରାମର ଜଣେ ନାବାଳିକାଙ୍କର ସୋମବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ...

୪ରୁ ୭ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ...

ମିନିବସ୍‌ ଚୋରି ଉଦ୍ୟମ : ଚାଳକଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ଦିଗପହଣ୍ଡି,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରୁ ଯାତ୍ରୀବାହୀ ମିନିବସ୍‌ ନଂ ଓଆର- ୦୭- ୬୫୦୧କୁ ଚୋରି କରି ଜଣେ ଚାଳକ ନେଇ ଯାଉଥିବାବେଳେ ରବିବାର ଅପରାହ୍ନରେ...

କଳିଙ୍ଗା ଘାଟିରେ ଟ୍ରକ୍‌ ଦୁର୍ଘଟଣା, ଡ୍ରାଇଭର ଆହତ

ଜି.ଉଦୟଗିରି,୧୯ା୨(ଡି.ଏନ.ଏ.)-ଜି.ଉଦୟଗିରି ନିକଟ କଳିଙ୍ଗା ଘାଟିରେ ଏକ ମାଲବାହୀ ଟ୍ରକ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଡ୍ରାଇଭର ଆହତ ହୋଇଛନ୍ତି। ମିଳିଥିବା ସୂଚନା ପ୍ରକାରେ, ମଙ୍ଗଳବାର ଅପରାହ୍ନ ୫ଟା...

ଫେରାର ହେବାକୁଯାଇ ପୋଖରୀକୁ ଡେଇଁପଡ଼ିଲେ

ଢେଙ୍କାନାଳ ଅଫିସ, ୧୬।୭: ରାତିଅଧିଆ ଦୋକାନ ତାଲା ଭାଙ୍ଗି ଚୋରି କରୁଥିବାବେଳେ ମାଡ଼ିବସିଲା ପୋଲିସ। ପୋଲିସ କବ୍‌ଜାରୁ ଖସିଯିବାକୁ ଉଦ୍ୟମ କରି ଜଣେ ଅଭିଯୁକ୍ତ ଡେଇଁପଡ଼ିଲେ ପୋଖରୀକୁ।...

ଏନ୍‌ଟିପିସିରେ ହ୍ରାସ ହେବନି ବିଦ୍ୟୁତ୍‌ ଉତ୍ପାଦନ

ତାଳଚେର,୧୯ା୪(ନି.ପ୍ର.) – ଅନୁଗୋଳ ଜିଲା କଣିହାଁସ୍ଥିତ ଏନ୍‌ଟିପିସି ଉଦ୍ୟୋଗର ବିଦ୍ୟୁତ୍‌ ଉତ୍ପାଦନ ନେଇ ସିଏମ୍‌ଡି ଗୁରୁଦୀପ ସିଂ ଏବଂ ଆଞ୍ଚଳିକ ମୁଖ୍ୟଙ୍କ ମଧ୍ୟରେ ଆଲୋଚନା ହୋଇଛି।...

ମହିଳା ସରପଞ୍ଚଙ୍କୁ ପୋଲିସର ମାଡ଼ ପ୍ରତିବାଦରେ ସରପଞ୍ଚ ସଂଘର ଦାବିପତ୍ର: କୋଭିଡ୍‌-୧୯ରୁ ନିବୃତ୍ତ ରହିବାକୁ ଚେତାବନୀ

କେନ୍ଦୁଝର,୬ା୬(ସ୍ବ.ପ୍ର.): ସୋସୋ ଥାନା ଅନ୍ତର୍ଗତ ବଉଳା ଫାଣ୍ଡିରେ ବାଙ୍ଗୋର ପଞ୍ଚାୟତର ମହିଳା ସରପଞ୍ଚ ସୁପ୍ରଭା ରାଉତଙ୍କୁ ପୋଲିସର ମାଡ଼ ନେଇ ଓଡ଼ିଶା ତ୍ରିସ୍ତରୀୟ ପଞ୍ଚାୟତ ପରିଷଦ,...

Coronavirus Update


Archives

Model This Week

Why Dharitri