ଚାକିରି କରାଇଦେବା ନାଁରେ ୭୦ ଲକ୍ଷ ଠକେଇ କରି ମହିଳା ଫେରାର, ଟାଉନ୍‌ ଥାନାରେ ମାମଲା ରୁଜୁ

ବଲାଙ୍ଗୀର ଅଫିସ,୭।୧୨: ବଲାଙ୍ଗୀର ସହରରେ ଘର ଭଡ଼ା ନେଇ ରହୁଥିବା ଯାଜପୁର ଜିଲାର ଜଣେ ମହିଳା ଚାକିରି କରାଇଦେବା ନାଁରେ ପ୍ରାୟ ୭୦ ଲକ୍ଷ ଟଙ୍କା ଠକେଇ କରି ଫେରାର ହୋଇଯାଇଥିବା ଶନିବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ବଲାଙ୍ଗୀର ସହରର ବହୁ ମହିଳା ଓ ପୁରୁଷ ଅଭିଯୋଗ କରିବା ପରେ ପୋଲିସ ଏନେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତେବେ ଠକେଇ କରି ଫେରାର ହୋଇଯାଇଥିବା ମହିଳାଜଣଙ୍କ ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ପୁରୁଷୋତ୍ତମପୁର ଗ୍ରାମର କରୁଣାକର ନାୟକଙ୍କ ସ୍ତ୍ରୀ ଆରତୀ ନାୟକ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋର୍‌ ଧରିଲା ଆରୋପ-ପ୍ରତ୍ୟାରୋପ ରାଜନୀତି

ଢେଙ୍କାନାଳ ଅଫିସ,୨୮ା୩: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ଆସନ୍ତା ଏପ୍ରିଲ ୩ରେ ଅନୁଷ୍ଠିତ ହେବ। ତେବେ ଭୋଟଗ୍ରହଣ ସମୟ ଯେତିକି ପାଖେଇ ଆସୁଛି ରାଜନୈତିକ...

ସପନ ହେଇଛେ ଭତା, ଆବାସ ଘର: ଭିଖ୍‌ ମାଗି ଚଲୁଛନ୍‌ ବୁରୁଧ୍‌ ଦମ୍ପତି

ଲୋଇସିଂହା,୨୧।୧ (ଡି.ଏନ୍‌.ଏ)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଘୁଷୁରାମୁଣ୍ଡା ଗଁାର ବଜରୁ ସୁନା(୬୫)। ବଏସ୍‌ ଅଧ୍‌କା ହେବାର ଲାଗି ସେ କାମ୍‌ବୁତା କରି ନାଇଁପାରବାର। ଭୋଟର କାର୍ଡରେ...

ବଜ୍ରପାତରେ ୨୩ ଗୋରୁ ମୃତ

ପାଲଲହଡ଼ା, ୧୮ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତ ବାଲିବାହାଳ ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ୨୩ ଗୋରୁଙ୍କ ମୃତ୍ୟୁ ଘଟିଛି।...

ଧରାକୋଟ ବ୍ଲକରେ ଅଜଣା ଜନ୍ତୁ ଆତଙ୍କ, ୩୫ ଛେଳି ମୃତ

ଧରାକୋଟ,୧୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ତଉଗାଁ ପଞ୍ଚାୟତ ଅନ୍ତର୍ଗତ ବାହାଡ଼ାଗୁଡ଼ା ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଅଜଣା ଜନ୍ତୁ ଆକ୍ରମଣରେ ଗ୍ରାମର...

ଅଖା ଗୋଦାମରୁ ଚୋରି ଘଟଣା : ୨ ଗିରଫ

ବ୍ରହ୍ମପୁର ଅଫିସ,୨୧।୯: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଅଖା ଗୋଦାମରୁ ଚୋରି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ...

ରିଲିଫ୍‌ ଫଣ୍ଡକୁ ସହାୟତା

ରେମୁଣା, ୨୧।୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବରୁଣସିଂ ପଞ୍ଚାୟତ ଅଧୀନ ମାଳ ଗ୍ରାମ ନିକଟସ୍ଥ ରସିକପୁର ଗ୍ରାମର କେତେକ ଅନୁଷ୍ଠାନପ୍ରେମୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ କରୋନା...

୩୦୦ ଲୋକଙ୍କୁ ତଡ଼ିଦେଲେ

ପାଟଣା,୨୪।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ମଲ୍ଲୀପଶି ଗାଁକୁ ଅପ୍ରେଲ ମାସରେ ବାହାର ରାଜ୍ୟରୁ ଚାଲିଆସିଥିଲେ ପ୍ରାୟ ୩୦୦ ଲୋକେ। ମହାରାଷ୍ଟ୍ରର...

ପୁରୁଷୋତ୍ତମପୁର କୋର୍ଟରେ ନୂତନ ବିଚାରପତିଙ୍କ ଯୋଗଦାନ

ପୁରୁଷୋତ୍ତମପୁର, ୨୫।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ନୂତନ ବିଚାରପତି ଭାବେ ଦିଲ୍ଲୀପ କୁମାର ବାରିକ ମଙ୍ଗଳବାର କାର୍ଯ୍ୟରେ ଯୋଗ...

Advertisement
Archives

Model This Week