ଚାକିରି ଦେବା ନଁ।ରେ ଠକେଇ ଘଟଣା: ୨ ଦିନ ରିମାଣ୍ଡରେ ରୋହିତ

ଫୁଲବାଣୀ ଅଫିସ, ୨୬ା୧୦-ଚାକିରି କରାଇ ଦେବା ନାମରେ ଲକ୍ଷାଧିକ ଟଙ୍କା ଠକି ନେଇ ଗିରଫ ହୋଇଥିବା ରେହିତ ବେହେରାଙ୍କୁ ଶୁକ୍ରବାର ଫୁଲବାଣୀ ଟାଉନ ଥାନା ପୋଲିସ ୨ ଦିନିଆ ରିମାଣ୍ଡରେ ନେଇଛି। ସେ କାହାଠୁ କେତେ ଟଙ୍କା ଆଣିଛନ୍ତି, ଏହି ଘଟଣାରେ ଆଉ କିଏ ସମ୍ପୃକ୍ତ ଅଛନ୍ତି ସେ ବିଷୟରେ ପୋଲିସ ଖୋଳତାଡ କରିବ। କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ଚାକିରି କରାଇ ଦେବାକୁ କହି ଫୁଲବାଣୀସ୍ଥିତ ନାରାୟଣୀ ସାହିର ରୋହିତ ଅନେକ ଶିକ୍ଷିତ ଯୁବକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିଲେ। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତାଙ୍କୁ ଗିରଫ କରିଥିଲା। ଏହି ର଼୍ୟାକେଟରେ କେତେଜଣ ସରକାରୀ ଅଧିକାରୀ ଓ କର୍ମଚାରୀ ସମ୍ପୃକ୍ତ ଥିବା ବିଶେଷ ସୂତ୍ରରୁ ଜଣାପଡିଛି। ସୂଚନାଯୋଗ୍ୟ, ରୋହିତ ଚାକିରି କରାଇ ଦେବା ନାମରେ ଟଙ୍କା ଠକି ନେଇଥିବା ନେଇ ୧୭ ତାରିଖରେ କିଛି ଲୋକେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ୧୪୯/୧୯ରେ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣିଲାନି ପ୍ରଶାସନ, କେନାଲ ସଫାକଲେ ଗ୍ରାମବାସୀ

ଖଜୁରିପଡ଼ା,୪ା୯(ବିଦୁର ବେହେରା): ଦୀର୍ଘ ଦିନରୁ ଶାଖା କେନାଲ ସମସ୍ୟା ଲାଗି ରହିଥିଲେ ବି ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ ନ କରାଯିବାରୁ ଜମି ଫସଲ...

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଇକିଆ, ୨୭।୩(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ଦାଗଡି ନିକଟରେ ସୋମବାର ଏକ ଗଛରୁ ଜଣେ ଯୁବକଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ସେ...

ଥଣ୍ଡାରେ ଠିଆହେଲେ ସ୍କୁଲ ପିଲା; ଇନ୍ଧନ ସଂରକ୍ଷଣ ସଚେତନତା ରାଲି

ଫୁଲବାଣୀ ଅଫିସ, ୩ା୨-ଆଇଓସିଏଲ୍‌ (ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ) ପକ୍ଷରୁ ଇନ୍ଧନ ସଂରକ୍ଷଣ ସଚେତନତା ରାଲି ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପାଖରେ ଏହାର...

ବିଲରେ କାଟୁଥିଲେ ଧାନ, ଏବେ ପଢ଼ିବେ ଡାକ୍ତରୀ ପାଠ; ଖର୍ଚ୍ଚ ବହନ କରିବେ ସରକାର

ବାଲିଗୁଡ଼ା,୭ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ମେଧାବୀ ଛାତ୍ର ଇଫୁ ମଲ୍ଲିକଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର। ତାଙ୍କର ବାପା ଅତ୍ୟନ୍ତ ଗରିବ ହୋଇଥିବାବେଳେ ସେ ହଷ୍ଟେଲ...

ଶୋଷ ମେଣ୍ଟାଉଛି ଚୂଆପାଣି

ବାଲିଗୁଡ଼ା,୧ା୭(ଡି.ଏନ୍‌.ଏ.)- ଆଜିବି ଅନେକ ଅଞ୍ଚଳ ରହିଛି ଯେଉଁଠି ପାଣି ଟୋପେ ପାଇଁ ଡହଳବିକଳ ହେଉଛନ୍ତି ଅଞ୍ଚଳବାସୀ। ବାରମ୍ବାର ଗୁହାରି ପରେ ମଧ୍ୟ ସମସ୍ୟା ସୁଧୁରୁନି। କନ୍ଧମାଳ...

୪୦ ଲିଟର ମହୁଲି ମଦ ଜବତ, ଦୁଇ ଗିରଫ

ବାଲିଗୁଡା,୨୦।୧୦: ବାଲିଗୁଡା ପୋଲିସ ଚଢାଉ କରି ମହୁଲି ମଦ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି କୋର୍ଟଚାଲଣ କରିଛି। ସେମାନେ ହେଲେ ମହିଳା...

ପୂର୍ବତନ ଏସ୍‌ଇଓଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ, ୬ା୩-ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ସତ୍ୟପୀର ମିଶ୍ର କ.ନୂଆଗାଁ ବ୍ଲକର ପୂର୍ବତନ ସାମାଜିକ ଶିକ୍ଷା ସଙ୍ଗଠକ...

ମିକ୍ସର ମେଶିନରେ ହାତ କଟି ଠିକାଦାର ଗୁରୁତର

ଦାରିଙ୍ଗବାଡ଼ି,୫।୮(ଡି.ଏନ.ଏ) -ଦାରିଙ୍ଗବାଡ଼ିର ଠିକାଦାର ନିରଞ୍ଜନ ପ୍ରଧାନ ନିଜ ମିକ୍ସର ମେଶିନ ସଜାଡ଼ୁଥିବା ବେଳେ ହାତକଟି ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଦାରିଙ୍ଗବାଡ଼ି...

Advertisement
Archives

Model This Week