Posted inଜାତୀୟ

ଚାକିରି ମାଗିବାରୁ ଲାଠିମାଡ଼

ପଟିଆଲା,୯ା୩(ଆଇଏଏନ୍‌ଏସ୍‌): ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାର ରାଜ୍ୟର ଯୁବତୀଯୁବକଙ୍କୁ ନିଯୁକ୍ତି ଦେବାରେ ବିଫଳ ହୋଇଥିବା ଦର୍ଶାଇ ରବିବାର ପଟିଆଲାସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବାହାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନିଯୁକ୍ତି ଦାବିରେ ବହୁସଂଖ୍ୟକ ଯୁବତୀଯୁବକ ବିକ୍ଷୋଭ କରୁଥିବାବେଳେ ସେମାନଙ୍କ ଉପରେ ପୋଲିସ ଲାଠିମାଡ଼ କରିଛି। ଏଥିରେ ଅନେକେ ଆହତ ହୋଇଛନ୍ତି। ଏପରି କି ପୋଲିସ ଅନେକ ମହିଳା ବିକ୍ଷୋଭକାରୀଙ୍କ ଚୁଟିଟାଣି ଅଶାଳୀନ ବ୍ୟବହାର କରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତରମନ୍ତରରେ ବିରୋଧୀଙ୍କ ବିକ୍ଷୋଭ:ଜମ୍ମୁ-କଶ୍ମୀରରେ ଅଟକ ନେତାଙ୍କ ମୁକ୍ତି ଦାବି

ନୂଆଦିଲ୍ଲୀ, ୨୩ା୮(ପି.ଟି.): ଦିଲ୍ଲୀର ଜନ୍ତର ମନ୍ତରଠାରେ ବିଭିନ୍ନ ବିରୋଧୀ ଦଳର ନେତାମାନେ ବିକ୍ଷୋଭ କରିବା ସହ ଜମ୍ମୁ-କଶ୍ମୀରରେ ଅଟକ ଥିବା ନେତାମାନଙ୍କୁ ତୁରନ୍ତ ମୁକ୍ତ କରିବାକୁ...

ଆସାମ ବନ୍ୟା: ରୋଗିଙ୍କୁ ହସ୍ପିଟାଲ ପହଞ୍ଚାଇବାକୁ ମନ୍ତ୍ରୀ ଚଲାଇଲେ ଡଙ୍ଗା

ଗୁଆହାଟି,୨୪ ।୬: ଦେଶର ପୁର୍ବୋତ୍ତର ରାଜ୍ୟରେ ଗତ କିଛିଦିନ ହେବ ଲାଗିରହିଥିବା ଲଗାଣ ବର୍ଷା ଯୋଗୁ ସ୍ଥିତି ବିଗିଡିବାରେ ଲାଗିଛି । ଆସାମ, ସିକ୍କିମ ସମେତ...

କାର୍‌ ହେଡ୍‌ଲାଇଟ୍‌ରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ପାଟନା, ୩ା୨: ବିହାରର ମୋତିହାରୀ ପରୀକ୍ଷା କେନ୍ଦ୍ରରେ ଯୁକ୍ତ ୨ର ପ୍ରାୟ ୪ ଶହ ଛାତ୍ରୀଛାତ୍ର ବିଦ୍ୟୁତ୍‌ ନ ଥିବାରୁ କାର୍‌ ହେଡ୍‌ଲାଇଟ୍‌ ଆଲୁଅରେ ପରୀକ୍ଷା...

ଭଲ ରାସ୍ତା ଯୋଗୁ ହେଉଛି ବଡ଼ ଦୁର୍ଘଟଣା: ଉପ ମୁଖ୍ୟମନ୍ତ୍ରୀ

ଚିତ୍ରଦୁର୍ଗ,୧୨।୯: କର୍ନାଟକର ଉପ ମୁଖ୍ୟମନ୍ତ୍ରୀ ଗୋବିନ୍ଦ କାରଜଲ ଏମିତି ଏକ ବୟାନ ଦେଇଛନ୍ତି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। କାରଜଲ କହିଛନ୍ତି ଭଲ ରାସ୍ତା...

ଇଣ୍ଟେଲିଜେନ୍ସ ଅଫିସ୍‌ରେ ବିସ୍ଫୋରଣ: ପଞ୍ଜାବରେ ହାଇଆଲର୍ଟ

ମୋହାଲି,୧୦।୫: ପଞ୍ଜାବର ମୋହାଲିରେ ସୋମବାର ବିଳମ୍ବିତ ରାତିରେ ପଞ୍ଜାବ ପୋଲିସର ଇଣ୍ଟେଲିଜେନ୍ସ ୟୁନିଟର ମୁଖ୍ୟାଳୟ ଭବନରେ ରକେଟ ଆକ୍ରମଣ ହୋଇଥିଲା। ଏହା ଏତେ ଭୟଙ୍କର ବିସ୍ଫୋରଣ...

‘ସରକାର ସବୁ ଜାଣି ଛାତ୍ରୀଛାତ୍ରଙ୍କୁ କାହିଁକି ଆଣିଲେ ନାହିଁ’

ନୂଆଦିଲ୍ଲୀ,୨୪ା୨: ୟୁକ୍ରେନ୍‌ରେ ଫସିଥିବା ୨୦ ହଜାର ଭାରତୀୟ ଛାତ୍ରୀଛାତ୍ରଙ୍କୁ ବେଳ ଥାଉ ଥାଉ କାହିଁକି ଉଦ୍ଧାର କରି ଅଣାଗଲା ନାହିଁ ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କୁ...

କେବଳ ଏକ ଫୋନ୍‌ କଲ୍‌ର ଦୂରତା

ନୂଆଦିଲ୍ଲୀ,୩୧ା୧(ପି.ଟି.): ୩ ନୂଆ କୃଷି ଆଇନକୁ ନେଇ କୃଷକ ସଙ୍ଗଠନଗୁଡ଼ିକ ସହ ଆଲୋଚନା ପାଇଁ ସରକାର ଏବେ ମଧ୍ୟ ପ୍ରସ୍ତୁତ। ଆମେ କେବଳ ଚାଷୀ ନେତାଙ୍କ...

ମାସ୍କ ନ ପିନ୍ଧିଲେ କରୋନା ଯୋଦ୍ଧାଙ୍କ ଭଳି ସେବା କରିବେ: ଯମରାଜ

ଭୋପାଳ,୧୩।୭: ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ରବିବାର ୧୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହା ଏପର୍ଯ୍ୟନ୍ତର ସବୁଠାରୁ ବଡ ରେକର୍ଡ। ସହରରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ...

Advertisement
Archives

Model This Week