କଟକ ଅଫିସ,୧୭ା୬: ଚାନ୍ଦିନୀଚୌକ ଜଗନ୍ନାଥ ମହାପ୍ରଭୁଙ୍କ ରଥାଯାତ୍ରା ପାଳନ ନ ହେବା ପାଇଁ ରଥଯାତ୍ରା ପରିଚାଳନା ସମିତି ବୈଠକରେ ନିଷ୍ପତ୍ତି ହୋଇଛି। ପରିଚାଳନା ସମିତି ସମ୍ପାଦକ ଭିକାରୀ ଦାସଙ୍କ ଅଧ୍ୟକ୍ଷତାରେ ମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରେ ଏହା ସ୍ଥିର କରାଯାଇଛି। କରୋନା ସଂକ୍ରମଣରୁ ମାନବ ସମାଜକୁ ସୁରକ୍ଷା ଦେବା ଓ ସାମାଜିକ ଦୂରତ୍ୱ ରକ୍ଷା ଉଦ୍ଦେଶ୍ୟରେ ମହାପ୍ରଭୁଙ୍କ ରଥାଯାତ୍ରା କରାଯିବ ନାହିଁ। ନେତ୍ରୋତ୍ସବରୁ ନିଳାଦ୍ରୀ ବିଜୟ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ମନ୍ଦିରରେ ସମ୍ପନ୍ନ ହେବ। ଏହି ବୈଠକରେ କର୍ମକର୍ତ୍ତା ପୁରୁଷୋତ୍ତମ ପଟ୍ଟନାୟକ, ପ୍ରଦୀପ ସିଂ, ଅଜୟ ଦାସ, କେ. ଭାସ୍କର ରାଓ, ଚନ୍ଦ୍ରଶେଖର ସାହୁ, ଆନନ୍ଦ ଦାସ, ଶେଷଦେବ ମହାରଣା, ପ୍ରଫୁଲ୍ଲ ସିଂହ, ସାଲବେଗ, ସୁକାନ୍ତ ଦାସ, ମନୋଜ ବେହେରା, ଲୋକନାଥ ଦାସ ଓ ଚନ୍ଦନ ସାହୁ ଉପସ୍ଥିତ ଥିଲେ। ଶେଷରେ ବାମାଶଙ୍କର ରାଓ ଧନ୍ୟବାଦ ଦେଇଥିଲେ।
Posted inଆମ ଜିଲା ଖବର, କଟକ View All
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ
ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
Archives

