ଭୁବନେଶ୍ୱର, ୧୪।୯(କ୍ରୀଡ଼ା ପ୍ରତିନିଧି)-
ହରିୟାଣାର ଗୁରଗାଓଁଠାରେ ଅନୁଷ୍ଠିତ ଚାମ୍ପିୟନଶିପ୍ ସିରିଜ ଟେନିସର ୧୨ ବର୍ଷରୁ କମ୍ ବାଳିକା ସିଙ୍ଗଲ୍ସରେ ଓଡ଼ିଶାର ଆହାନ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ହରିୟାଣାର ଧ୍ରୁବି ବାରାକଙ୍କୁ ୬-୦, ୪-୬, ୬-୧ ସେଟ୍ରେ ପରାସ୍ତ କରିଛନ୍ତି। ପ୍ରଥମ ସେଟ୍କୁ ସହଜରେ ଜିତିଥିଲେ ହେଁ ଆହାନ ଦ୍ୱିତୀୟ ସେଟ୍ରେ ଲଢ଼େଇ କରି ହାରିଥିଲେ। ତେବେ ତୃତୀୟ ସେଟ୍ରେ ସଫଳ ପ୍ରତ୍ୟାବର୍ତ୍ତନ କରି ସେ ବିଜୟ ମୁକୁଟ ପିନ୍ଧିଥିଲେ। ଆହାନ ଏସ ବେସ୍ ଟେନିସ ଏକାଡେମୀରେ ପ୍ରତିଷ୍ଠିତ କୋଚ୍ ଅଜୟ ନିଶଙ୍କଙ୍କ ନିକଟରୁ ପ୍ରଶିକ୍ଷଣପ୍ରାପ୍ତ। ସମ୍ପ୍ରତି ୯ ବର୍ଷରେ ପଦାର୍ପଣ କରିଥିବା ଏହି ଟେନିସ ପ୍ରତିଭା ୩ ବର୍ଷ ୬ ମାସର ହୋଇଥିବାବେଳେ ଅଜୟଙ୍କ ନିକଟରୁ କୋଚିଂ ନେଇ ଆସୁଛନ୍ତି। ଆହାନଙ୍କ ପାଇଁ ଏହା ହେଉଛି ପ୍ରଥମ ଏଆଇଟିଏ ଟାଇଟଲ।
ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…
ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…
ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି
ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…
ରେସଲିଂ ଫେରିବା ଆଶା ଧୂଳିସାତ
ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…
IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ
ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍ରେ…
‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…
ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…
IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!
ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…
ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ
ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…
ରାଜସ୍ଥାନକୁ ହରାଇ ଫାଇନାଲ୍ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା
ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍ରେ ପରାସ୍ତ କରିଛି। ଏହି…
Archives

