Posted inପୁରୀ

ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ କରାଗଲା ବିଶୋଧନ

ନିମାପଡ଼ା,୧।୪(ଡି.ଏନ.ଏ.): ମହାମାରୀ କରୋନା ସଂକ୍ରମଣ ଦାଉରୁ ରକ୍ଷା ପାଇଁ ନିମାପଡ଼ା ଅଗ୍ନିସେବା ସଂସ୍ଥା ପକ୍ଷରୁ ବିଶୋଧନ ଓ ସ୍ବଚ୍ଛତା କାର୍ଯ୍ୟ ହାତକୁ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଗତ ଦୁଇଦିନ ଧରି ନିମାପଡ଼ା ବ୍ଲକ ଅଧୀନ ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର, ବିଭିନ୍ନ ଓ୍ବାର୍ଡ ସମେତ ସମ୍ପୂର୍ଣ୍ଣ ସ୍ବାସ୍ଥ୍ୟକେନ୍ଦ୍ରକୁ ବିଶୋଧନ କରାଯାଇଛି। ଏହାସହ ଆଗକୁ ପୂରା ନିମାପଡ଼ା ଅଞ୍ଚଳରେ ମଧ୍ୟ ବିଶୋଧନ କାର୍ଯ୍ୟ ଜାରି ରହିବ ବୋଲି ଅଗ୍ନିସେବା ସଂସ୍ଥା ପକ୍ଷରୁ କୁହାଯାଇଛି। କରୋନା ସାରା ବିଶ୍ୱକୁ ଆକ୍ରାନ୍ତ କରିବାକୁ ଯାଉଥିବାବେଳେ ଏଥିରୁ ମୁକ୍ତି ପାଇବା ପାଇଁ ପ୍ରତ୍ୟେକ ବ୍ୟକ୍ତି ନିଜେ ସ୍ବଚ୍ଛ, ପରିଷ୍କାର, ପରିଚ୍ଛନ୍ନତା ରହିବା ସହ ନିଜ ପରିବାର, ଅଞ୍ଚଳକୁ ସ୍ବଚ୍ଛ ରଖିବା ସହ ଲକଡାଉନର ସମସ୍ତ ବ୍ୟବସ୍ଥାକୁ ପାଳନ କରିବାକୁ ଅଗ୍ନିସେବା ସଂସ୍ଥା ଅଧିକାରୀ ବ୍ରହ୍ମାନନ୍ଦ ମଲ୍ଲିକ ଓ କର୍ମଚାରୀମାନେ ଜନସାଧାରଣଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ ହତ୍ୟା କରି ଚିଲିକା କୂଳରେ ପୋତିଦେବା ଅଭିଯୋଗ

ବ୍ରହ୍ମଗିରି,୨୫।୭(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଅପହରଣ କରି ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ପୋଲିସ ଘଟଣାର ତଦନ୍ତ...

ଆଜି ଶ୍ରୀଜିଉଙ୍କ ଅଧରପଣା

ପୁରୀ ଅଫିସ,୨୨ା୭: ସୁନାବେଶ ପରଦିନ ରଥ ଉପରେ ହୋଇଥାଏ ଶ୍ରୀଜିଉଙ୍କ ଅଧରପଣା ନୀତି। ରତ୍ନ ସିଂହାସନ ଛାଡ଼ି ରଥରେ ଅବତରଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ...

ସ୍ବର୍ଗଦ୍ୱାର ପରିସରରୁ ପୁରୁଣା ନିର୍ମାଣ ଉଚ୍ଛେଦ କାର୍ଯ୍ୟ ଆରମ୍ଭ

ପୁରୀ ଅଫିସ,୧୦।୧୨: ସ୍ବର୍ଗଦ୍ୱାରର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରାଯିବ। ଏଥିପାଇଁ ମଙ୍ଗଳବାର ଏହା ପରିସରରେ ଥିବା ପୁରୁଣା କୋଠା ଉଚ୍ଛେଦ ଆରମ୍ଭ ହୋଇଛି। ଏହି ଉଚ୍ଛେଦ...

ରଥଯାତ୍ରା ଦାୟିତ୍ୱରେ ୮୧ ମାଜିଷ୍ଟ୍ରେଟ୍‌

ପୁରୀ ଅଫିସ,୧୯।୬: ରଥଯାତ୍ରା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତିଶୃଙ୍ଖଳା ରକ୍ଷା ସହ ସୁଚାରୁରୂପେ ରଥଯାତ୍ରା ସମ୍ପନ୍ନ କରାଇବାକୁ ୮୧ଜଣ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ରହିବେ। ଏମାନେ...

ସେବାୟତଙ୍କ କୋଭିଡ୍‌ ଟେଷ୍ଟ୍‌ ଆରମ୍ଭ

ପୁରୀ ଅଫିସ,୨୮।୧: ଶ୍ରୀମନ୍ଦିର ସେବାୟତ ମାନଙ୍କର ବୁଧବାର ଠାରୁ କୋଭିଡ୍‌ ଟେଷ୍ଟ ଆରମ୍ଭ ହୋଇଛି। ଏହା ଆସନ୍ତା ମାର୍ଚ୍ଚ ୧ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ୫୦ଜଣଙ୍କ...

ଓଡ଼ିଶା ରସଗୋଲାକୁ ଜିଆଇ ଟ୍ୟାଗ୍‌: ସିଂହଦ୍ୱାରରେ ମହାଦୀପ ଦାନ, ରସଗୋଲା ଭୋଗ

ପୁରୀ ଅଫିସ, ୨୯ା୭: ଓଡ଼ିଶା ରସଗୋଲାକୁ ମିଳିଛି ଜିଆଇ ଟ୍ୟାଗ୍‌। ଓଡ଼ିଶା ରସଗୋଲା ପାଇଛି ଭୌଗଳିକ ପରିଚୟ। ମାଡ୍ରାସ ଜିଆଇ କାର୍ଯ୍ୟାଳୟରୁ ଏହି ମାନ୍ୟତା ମିଳିବା...

ଥାନା ଗାଡ଼ି ଅଚଳ, ଭଡ଼ାରେ ଲାଗୁଛି ବେସରକାରୀ ଯାନ

ଗୋପ,୨।୨(ଡି.ଏନ୍‌.ଏ.): ଗୋପ ଥାନା ବ୍ରିଟିଶ୍‌ ଶାସନ ସମୟରେ ୧୮୦୬ ମସିହାରେ ସ୍ଥାପନ କରାଯାଇଥିଲା। ଏହି ଥାନା ଅଧୀନରେ ଗୋଟିଏ ଫାଣ୍ଡି ଏବଂ ଗୋଟିଏ ବିଟ୍‌ କେନ୍ଦ୍ର...

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮।୨: ପୁରୀ ଶ୍ରୀମନ୍ଦିରରେ ସୋମବାର ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ମହାମାରୀ ପରେ ମୁଖ୍ୟମନ୍ତ୍ରୀ ପ୍ରଥମ ଥର ପାଇଁ ଶ୍ରୀଜିଉଙ୍କୁ...

Advertisement
Archives

Model This Week