ଚାରି ମାସରେ ୨୩ କିଗ୍ରା

ବଲିଉଡ୍‌ର ଖିଲାଡି ମାଷ୍ଟର ଭାବରେ ପରିଚିତ ଅକ୍ଷୟ କୁମାର ଅନେକ କଥା ପାଇଁ ଚର୍ଚ୍ଚାରେ ଥାଆନ୍ତି। ଥରେ ସେ ନିଜ ଓଜନ କମାଇବାକୁ ଚାହିଁଲେ। ଏ ନେଇ ନିଜକୁ ମାନସିକ ସ୍ତରରେ ମଧ୍ୟ ପ୍ରସ୍ତୁତ କରିନେଲେ। ପୁଣି ମାତ୍ର ମାସ କେଇଟାରେ ୨୩ କିଗ୍ରା ଓଜନ କମାଇବାକୁ ପଡ଼ିବ। ଅବଶ୍ୟ ତାଙ୍କର ଫିଜିକାଲ ଟ୍ରେନ୍‌ର ଏ ନେଇ ବ୍ୟସ୍ତ ନ ହୋଇ ପାଞ୍ଚ ମାସ ଭିତରେ ଓଜନ କମାଇବାକୁ ପରାମର୍ଶ ଦେଇଥିଲେ। ହେଲେ ଅକ୍ଷୟଙ୍କ ଯୋଜନା ଥିଲା କିଛି ଅଲଗା। ସେ ମାତ୍ର ୪ ମାସ ଭିତରେ ୨୩ କିଗ୍ରା ଓଜନ କମାଇବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏକଦା ଶାହାରୁଖ୍‌ କହିଥିଲେ ଯାହା ମୋ’ ପାଖରେ ଅଛି ଅମିତାଭଙ୍କ ପାଖରେ ନାହିଁ, କାରଣ ଜାଣିଲେ…

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହାରୁଖ୍‌ଙ୍କୁ ପ୍ରଥମେ ‘କଫି ଓ୍ବିଥ୍‌ କରଣ’ର ପ୍ରଥମ ସିଜିନରେ କରଣଙ୍କ ସହ ଦେଖିବାକୁ ମିଳିଥିଲା। ତେଣୁ ତାଙ୍କର ମଜାଳିଆ ଶୈଳୀକୁ ସେଠାରେ ଥିବା...

ବିବାହକୁ ନେଇ ମୁହଁ ଖୋଲିଲେ ସାରା

ମୁମ୍ବାଇ: ବଲିଲଡ୍‌ ଷ୍ଟାରକିଡ୍‌ ସାରା ଅଲି ଖାଁ ଏବେ ତାଙ୍କ ଅପ୍‌ କମିଂ ଫିଲ୍ମ ‘ଲଭ ଆଜ କଲ୍‌’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ସେ...

ଇସ୍ତଫା ଦେଲେ ଦୀପିକା ପାଦୁକୋନ: ଲେଖିଲେ…

୨୦୧୯ରେ ମାମି (ଏମ୍‌ଏଏମ୍‌ଆଇ) ଫିଲ୍ମ ମହୋତ୍ସବର ଏକ ବୈଠକ ପରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ସର୍ବସମ୍ମତିକ୍ରମେ ସଂଗଠନର ନୂତନ ଅଧ୍ୟକ୍ଷ ଭାବେ ଭୋଟ୍‌ ପାଇଥିଲେ।...

ଚୁମ୍ବନକୁ ନେଇ ଚର୍ଚ୍ଚାରେ ଥିବା ଏହି ଅଭିନେତ୍ରୀ ସର୍ବଦା କୁହନ୍ତି ମୁଁ ଅବିବାହିତା

ବଲିଉଡ୍‌ ଅଭିନେତା ଅଭିନେତ୍ରୀ ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ...

ଜୟଲଳିଥାଙ୍କ ବାୟୋପିକ୍‌ର ପ୍ରଥମ ପୋଷ୍ଟର ରିଲିଜ୍‌, ଟ୍ରୋଲ୍‌ ହେଉଛି କଙ୍ଗନାଙ୍କ ଲୁକ୍‌

କଙ୍ଗନା ରଣାଓ୍ବତ୍‌ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅଭିନେତ୍ରୀ ଜୟଲଳିଥାଙ୍କ ବାୟୋପିକ୍‌ରେ ନଜର ଆସିବେ। ଶନିବାର ଏହାର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। ପୋଷ୍ଟର ରିଲିଜ୍‌...

ଟ୍ବିଙ୍କିଲ୍‌ କାନରେ ପିନ୍ଧିଲେ ପିଆଜ ଇୟର ରିଙ୍ଗ୍‌

ମୁମ୍ବାଇ: ପିଆଜ ଦାମ ଆକାଶ ଛୁଆଁ ହୋଇଛି। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ବହୁ ରୋଚକ ଫଟୋ ଶେୟାର କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ୍‌ ଖାନ୍ନାଙ୍କୁ...

ଗ୍ରାମୀ ପୁରସ୍କାର ବିଜେତା ରାପର କୁଲିଓଙ୍କର ପରଲୋକ

ଗ୍ରାମୀ ପୁରସ୍କାର ବିଜେତା ରାପର କୁଲିଓଙ୍କର ୫୯ ବର୍ଷ ବୟସରେ ଲସ୍‌ ଆଞ୍ଜେଲସ୍‌ରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ୧୯୯୫ରେ...

୪୭ ବର୍ଷରେ ଅମିତାଭଙ୍କ ଅଲିଅଳି

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ଝିଅ ଶ୍ୱେତା ନନ୍ଦା ବଚ୍ଚନ ଇତିମଧ୍ୟରେ ୪୭ ବର୍ଷର ହୋଇଛନ୍ତି। ୧୭ ମାର୍ଚ୍ଚ ୧୯୭୪ରେ ମୁମ୍ବାଇରେ ସେ ଜନ୍ମଗ୍ରହଣ କରିଥିଲେ।...

Advertisement
Archives

Model This Week