ଚାରୁ ଅସୋପାଙ୍କୁ ବିବାହ କରିବେ ସୁଷ୍ମିତା ସେନଙ୍କ ଭାଇ ରାଜୀବ, ପ୍ରି-ଓ୍ବେଡିଂ ଫଟୋ ଭାଇରାଲ

ମୁମ୍ବାଇ: ଖୁବ୍‌ଶୀଘ୍ର ବିବାହ କରିବାକୁ ଯାଉଛନ୍ତି ସୁଷ୍ମିତା ସେନଙ୍କ ଭାଇ ରାଜୀବ ସେନ। ଭାରତୀୟ ରୀତିନୀତି ଅନୁଯାୟୀ ଗୋଆରେ ବିବାହ ଅନୁଷ୍ଠିତ ହେବ। ରାଜୀବ ପ୍ରେମିକା ଚାରୁ ଅସୋପାଙ୍କୁ ଜୀବନସାଥୀ ଭାବେ ବାଛିଛନ୍ତି। ତେବେ ବିବାହ ପୂର୍ବରୁ ଉଭୟ ପ୍ରି-ଓ୍ବେଡିଂ ଫଟୋଶୁଟ କରିଛନ୍ତି। ଏହି ସମୟର କିଛି ଫଟୋ ଏବେ ଭାଇରାଲ ହେଉଛି। ଫଟୋଗୁଡ଼ିକରେ ଉଭୟ ପର୍‌ଫେକ୍ଟ କପଲ୍‌ ଦେଖାଯାଉଛନ୍ତି।
ଉଭୟ ବିବାହକୁ ନେଇ ଉତ୍ସାହିତ ଅଛନ୍ତି। ପୂର୍ବରୁ ଚାରୁ ନୀରଜ୍‌ ମାଲବୀୟଙ୍କ ପ୍ରେମରେ ଥିଲେ। ବିବାହ ପର୍ଯ୍ୟନ୍ତ କଥା ଯାଇଥିଲେ ସୁଦ୍ଧା ତାହା ହୋଇପାରି ନ ଥିଲା। ଶେଷରେ ଚଳିତ ବର୍ଷ ଜାନୁଆରୀରେ ଚାରୁ ଓ ରାଜୀବ ସମ୍ପର୍କରେ ଥିବା ଜଣାପଡ଼ିଥିଲା। ଏବେ ଉଭୟ ଏହାକୁ ଆଉ ଟିକେ ଆଗକୁ ନେବାକୁ ନିଷ୍ପତ୍ତି ନେଇ ବିବାହ କରିବାକୁ ଯାଉଛନ୍ତି। ରାଜସ୍ଥାନୀ ଓ ବଙ୍ଗାଳୀ ରୀତିନୀତି ମୁତାବକ ବିବାହ ହେବ। ଏହା ପୂର୍ବରୁ ଉଭୟ ଖ୍ରୀଷ୍ଟିଆନ୍‌ ଥିମ୍‌ ଅନୁଯାୟୀ ନିର୍ବନ୍ଧ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶାହରୁଖଙ୍କୁ ନେଇ ପଙ୍କଜ କପୁର କଲେ ବଡ଼ ଖୁଲାସା: ଦର୍ଶକ ସ୍ତବ୍ଧ

ବଲିଉଡ୍‌ କିଙ୍ଗ କହିଲେ ଶାହରୁଖ ଖାନ୍‌ଙ୍କୁ ବୁଝାଏ। ଥିଏଟରରୁ ବଲିଉଡ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ଅନେକ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର କାରଣ ପାଲଟିଛି। ସେ ଅନେକ ବ୍ଲକବଷ୍ଟର…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ…

ରିଆଙ୍କ ୧.୩୫ କୋଟିର ଝୁମ୍‌କା ଗାଏବ୍‌

ଅଭିନେତା ଅନିଲ କପୁରଙ୍କ ସାନ ଝିଅ ପ୍ରଯୋଜିକା ରିଆ କପୁରଙ୍କ ଝୁମ୍‌କା ଚୋରି ହୋଇଯାଇଛି। ମେଟ ଗାଲା ଇଭେଣ୍ଟ ପାଇଁ ସେ ଭଡ଼ା ନେଇଥିବା ହୀରା ଏବଂ…

୬୦ ବର୍ଷରେ ସାତଫେରା, ହୋଟେଲ ନୁହେଁ କି ମଣ୍ଡପ ନୁହେଁ, ଏଇଠି ଏହିଦିନ ଗୌରୀଙ୍କୁ ତୃତୀୟ ବିବାହ କରିବେ ଆମିର, ଜାଣନ୍ତୁ ତାରିଖ

ମୁମ୍ବାଇ,୨୦।୬: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ପୁଣି ଥରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଶିରୋନାମାରେ ଅଛନ୍ତି। ପ୍ରକୃତରେ, ଅଭିନେତା ଏବଂ ତାଙ୍କ ପ୍ରେମିକା ଗୌରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri