Posted inଜାତୀୟ

ଚାଲାଣ କାଟିବାରୁ ଥାନାର ବିଜୁଳି କାଟିଦେଲେ ଜେଇ

ମିରଟ,୨୦।୯: ଉତ୍ତର ପ୍ରଦେଶର ମିରଟରେ ଜଣେ ଜେଇ ଥାନାର ବିଜୁଳି କାଟିଦେବା ଖବର ଏବେ ଆସିଛି ଚର୍ଚ୍ଚାକୁ। ଜେଇ ସୋମପ୍ରକାଶ ଗର୍ଗ ବିନା ହେଲମେଟ୍‌ରେ ଗାଡ଼ି ଚାଳାଇ ଯାଉଥିଲେ। ଏହି ସମୟରେ ନୂଆ ମୋଟର ଯାନ ନିୟମ ଅନୁଯାୟୀ ଟ୍ରାଫିକ୍‌ ପୋଲିସ ତାଙ୍କୁ ଅଟକାଇ ହେଲମେଟ୍‌ ନ ପିନ୍ଧିଥିବା ଓ ଗାଡିର ପଲ୍ୟୁଶନ ସାର୍ଟିଫିକେଟ ନ ଥିବା କରଣରୁ ଏକ ଚାଲାଣ କାଟିଦେଇଥିଲେ। ହେଲେ ଏଥିରେ ରାଗିଯାଇ ଜେଇ ସୋମପ୍ରକାଶ ତୁରନ୍ତ ନିଜ କାର୍ଯ୍ୟାଳୟକୁ ଫେରି ଲାଇନ୍‌ ମ୍ୟାନଙ୍କୁ ଡାକିବା ସହ ଥାନାର ବିଜୁଳି କାଟି ଦେଇଥିଲେ। ସେ ଅଭିଯୋଗ କରିଥିଲେ କି ଥାନାର ଲକ୍ଷ ଲକ୍ଷ ଟଙ୍କା ବିଲ୍‌ ବକେୟା ରହିଛି ଓ ସେମାନେ ନିୟମ ଅନୁଯାୟୀ ବିଲ୍‌ ପଇଠ କରି ନାହାଁନ୍ତି। ତେବେ ଜେଇ ଜଣଙ୍କ ଯେଉଁଭଳି ଭାବରେ ରାଗି ଯାଇ ଲାଇନ୍‌ ମ୍ୟାନଙ୍କୁ ଡାକିଥିଲେ ତା’ର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri