ଚାଲିଚାଲି ଘରକୁ ଫେରୁଛନ୍ତି ରାଜ୍ୟ ଭିତର ଶ୍ରମିକ

ଠାକୁରମୁଣ୍ଡା,୭ା୫(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଞ୍ଚଳରୁ ଯାଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ରହି ଶ୍ରମିକ ଭାବରେ କାମ କରୁଥିବା ଶ୍ରମିକ ଏବେ ଘରମୁହାଁ ହେଉଛନ୍ତି। ଲକ୍‌ଡାଉନ୍‌ର ୪୩ ଦିନ ପରେ ଯିଏ ଯେଉଁଠାରେ ଥିଲେ ଚାଲିଚାଲି ଘରକୁ ଫେରି ଆସୁଥିବା ର ଦେଖିବାକୁ ମିଳିଛି। ଗୁରବାର ସକାଳେ ଢେଙ୍କାନାଳ ଜିଲା ଭୂବନ ଅଞ୍ଚଳରେ ରହି ରାସ୍ତା ପିଚୁ କାମ କରୁଥିବା ୨୧ ଜଣ, କୁଆଖିଆ ଅଞ୍ଚଳରେ ଚାଷ କାମରେ ନିୟୋଜିତ ଥିବା ୪୦ ଜଣ,ଭଦ୍ରକ ଅଞ୍ଚଳରୁ ୬ ଜଣ ମିଶାଇ ମୋଟ ୬୮ ଜଣ ୩ ଦିନ ଧରି ଚାଲି ଚାଲି ଗୁରୁବାର ସକାଳେ ନିଜ ନିଜ ଘରେ ପହଞ୍ଚିଛନ୍ତି। ଏହି ଶ୍ରମିକମାନେ ଠାକୁରମୁଣ୍ଡା ବ୍ଲକର ଖସକୁଦର,ତଳପଦା ସମେତ ସୀମାନ୍ତ ସାହାରପଡ଼ା ବ୍ଲକ କୁମୁଡାବାହାଳି ଗ୍ରାମର ବୋଲି ଜଣାପଡ଼ିଛି। ବାହାରେ ରହି ଏବେ ଘରକୁ ଫେରୁଥିବା ଶ୍ରମିକମାନଙ୍କୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅଜଣା ଭୟ ସୃଷ୍ଟି କରିଛି। ଆସିଥିବା ଏ ସମସ୍ତ ଶ୍ରମିକଙ୍କୁ ନିଜ ନିଜ ଘରେ ସଙ୍ଗରୋଧରେ ରହିବା ପାଇଁ ସ୍ଥାନୀୟ ସରପଞ୍ଚ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପାଇଁ ପ୍ରଶାସନିକ କଟକଣା: ନିରାଡ଼ମ୍ବରରେ ପାଳିତ ହେଲା ମା’ ସୁନାମୁହିଁ ଯାତ୍ରା

ଭଣ୍ଡାରିପୋଖରୀ, ୧୩।୪(ଡି.ଏନ.ଏ.)-ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ନେରଡା ପଞ୍ଚାୟତ ପୁଣ୍ୟତୋୟା ବୈତରଣୀ ନଦୀ କୂଳରେ ଅବସ୍ଥିତ ପ୍ରତ୍ୟେକ୍ଷ ଦେବୀ ମା’ ସୁନାମୁହିଁ (ସୁବର୍ଣ୍ଣମୁଖୀ) ପୀଠ। ଏଠାରେ...

ଅଡିଟ ପରେ ଗଞ୍ଜାମରେ ବଢୁଛି ମୃତ୍ୟୁ ସଂଖ୍ୟା

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): ଅଡିଟ ପରେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ପୁଣି ଜିଲାରୁ ଆଉ ୫ ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବା...

ପାଇପଲାଇନ କାଟି ତେଲ ଚୋରି

ରୂପସା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ମଧୁସୂଦନ ଗ୍ରାମ ନିକଟ ଦେଇ ଯାଉଥିବା ହଳଦିଆ-ପାରାଦ୍ୱୀପ ପାଇପ ଲାଇନ କାଟି ଦୁର୍ବୃତ୍ତ ନିୟମିତ ତେଲ ଚୋରି କରୁଥିବା...

ମହାରଣା ସେବକଙ୍କ ଚେତାବନୀ: ପାଉଣା ନ ଦେଲେ ରଥ ଖୋଲିବୁନି

ପୁରୀ ଅଫିସ,୪୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ସଂରକ୍ଷଣ କରାଯିବ । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ତିନିରଥକୁ ରଖାଯିବ...

ନଦୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୪ ନାବାଳିକା

ରାଉରକେଲା ଅଫିସ,୫ା୩: ରାଉରକେଲାସ୍ଥିତ ପାନପୋଷ ବ୍ରାହ୍ମଣୀ ଘାଟିରେ ଗାଧୋଇବାକୁ ଯାଇ ୪ ନାବାଳିକା ବୁଡ଼ି ଯାଇଛନ୍ତି। ପାଟି ଶୁଣି ନିକଟରେ ଥିବା ସ୍ଥାନୀୟ କିଛି ଲୋକ...

ପୁନଃନିର୍ମାଣ ପାଇଁ ପ୍ରଶାସନିକ ନିର୍ଦ୍ଦେଶ

କୁଆଁରମୁଣ୍ଡା,୧୦।୯(ଡି.ଏନ.ଏ.): ନବ ନିର୍ମିତ ୪ ଥାକିଆ ୧୪୩ ନମ୍ବର ଜାତୀୟ ରାଜପଥର ବୀରମିତ୍ରପୁରଠାରୁ କୁଆଁରମୁଣ୍ଡା ଯମୁନାନାକି ପର୍ଯ୍ୟନ୍ତ ପ୍ରାୟ ୧୮ କି.ମି ଢଳେଇ ରାସ୍ତାର ଅଧିକାଂଶ...

ଦୁର୍ବଳ ନଦୀବନ୍ଧ ଚିହ୍ନଟକରି ମରାମତି ନିର୍ଦ୍ଦେଶ

ନବରଙ୍ଗପୁର, ୧୭।୫(ବି.ପ୍ର.): ନବରଙ୍ଗପୁରସ୍ଥିତ ମିଶନ ଶକ୍ତି ସଭାଗୃହରେ ଜିଲାପାଳ ଡ. କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପ୍ରଶମନ ଓ ପରିଚାଳନା(ବନ୍ୟା) କମିଟିର...

ଗଁ। ରେ ମଦ ବନ୍ଦ କରିବା ଘଟଣା : ମହିଳାଙ୍କୁ ଅବକାରୀ କର୍ମଚାରୀଙ୍କ ଧମକ ଅଭିଯୋଗ

ହାତୀଓଟ,୧ା୮-ପୋଲସରା ବ୍ଲକ ଜକର ପଞ୍ଚାୟତ ଜକର ଗ୍ରାମର ୨୭ ସ୍ବୟଂ ସହାୟିକା ଗୋଷ୍ଠୀ ଓ ଗ୍ରାମବାସୀ ମିଶି ଗ୍ରାମରେ ମଦ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ...

Advertisement
Archives

Model This Week