ଚାଲିଛି ବିଦ୍ୟୁତ ମରାମତି : ରେଳ ଚଳାଚଳ ବନ୍ଦ

ନିରାକାରପୁର,୯ା୬(ଡି.ଏନ୍‌.ଏ.) : ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା କାଇପଦର ଷ୍ଟେଶନ ନିକଟରେ ୩୨ କେଭି ବିଦ୍ୟୁତ ମରାମତି କାର୍ଯ୍ୟ ଚାଲିଥିବାରୁ ରବିବାର ପୁରୀ-ଗୁଣପୁର ପାସେଞ୍ଜର,ଭୁବନେଶ୍ୱର-ବ୍ରହ୍ମପୁରପାସେଞ୍ଜର,ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟିକୁ ବାତିଲ କରି ଦିଆଯାଇଛି। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ହଟ୍ଟଗୋଳ: ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁୁବନେଶ୍ୱର,୨ା୯(ବ୍ୟୁରୋ): ଷୋଡ଼ଶ ବିଧାନସଭାର ସପ୍ତମ(ମୌସୁମୀ) ଅଧିବେଶନ ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି...

ଅଗଷ୍ଟ ୧୬ରୁ ଆରମ୍ଭ ହେବ ୟୁଜି, ପିଜି ଅଫ୍‌ଲାଇନ୍‌ ପାଠପଢ଼ା

ଭୁବନେଶ୍ୱର,୬ା୮(ବ୍ୟୁରୋ): କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଏକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଅଗଷ୍ଟ ୧୬ରୁ ୟୁଜି ଓ ପିଜି ଅଫ୍‌ଲାଇନ ପାଠପଢ଼ା...

କଂଗ୍ରେସର ‘ସ୍ପିକ୍‌ ଅଫ୍‌ ଇଣ୍ଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ନିରଞ୍ଜନ କହିଲେ ‘ଏବେ ଚାଲିଛି ୩-ପି’ ସରକାର’

ଭୁବନେଶ୍ୱର,୨୮।୫(ବ୍ୟୁରୋ): କଂଗ୍ରେସର ‘ସ୍ପିକ୍‌ ଅଫ୍‌ ଇଣ୍ଡିଆ’ କାର୍ଯ୍ୟକ୍ରମ ଗୁରୁବାର ଆରମ୍ଭ ହୋଇଛି। ଏହି ଅବସରରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମନ୍ତବ୍ୟ ରଖି କହିଛନ୍ତି, ଏବେ...

ପୂର୍ବତଟ ରେଳପଥରେ ଗଡ଼ିବ ଆଉ ୪ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): ପୂର୍ବତଟ ରେଳପଥ ଅଧୀନରେ ଆଉ ୪ଟି ସ୍ବତନ୍ତ୍ର ଟ୍ରେନ୍‌ ଚାଲିବ। ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ପକ୍ଷରୁ ଏଭଳି ନିଷ୍ପତ୍ତି...

‘ସହାୟ’ ଏବେ ଅସହାୟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ପୌରାଞ୍ଚଳରେ ଅନେକ ଲୋକ ଭିକ୍ଷାବୃତ୍ତି କରୁଛନ୍ତି। ସହରକୁ ଭିକାରିମୁକ୍ତ କରାଯାଇ ପାରୁନାହିଁ। ଏପରି କି ସହରାଞ୍ଚଳରେ ଥିବା ଭିକାରି, ବୃଦ୍ଧ, ଅସହାୟ,...

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୪(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର ଆସିଛି। କ୍ୟାପିଟାଲ ହସ୍ପିଟାଲରୁ ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଡିସ୍‌ଚାର୍ଜ ହୋଇଛନ୍ତି। ଏନେଇ ଟୁଇଟ୍‌...

ବାପାଙ୍କ ମନପ୍ରାଣ ବିଜୁବାବୁ; ଭାଜପାରେ ମିଶିବା ଭୁଲ ନିଷ୍ପତ୍ତି ଥିଲା: ସମ୍ବିତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ୨୦୧୯ ନିର୍ବାଚନ ପୂର୍ବରୁ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ ଆଉ ଏବେ ଏବେ ଭାଜପାରୁ ବୁଧବାର ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ଡା. ଦାମୋଦର...

ଆଜି ଖୋଲିବ ନନ୍ଦନକାନନ, ବଟାନିକାଲ ଗାର୍ଡେନ

ବାରଙ୍ଗ,୨୧।୫(ଡି.ଏନ୍‌.ଏ.): ବାତ୍ୟା ପାଇଁ ୧୯ଦିନର ବନ୍ଦ ପରେ ମଙ୍ଗଳବାର ଖୋଲିବାକୁ ଯାଉଛି ନନ୍ଦନକାନନ। ବାତ୍ୟାର ଅବ୍ୟାହିତ ପୂର୍ବରୁ ନନ୍ଦନକାନନକୁ ୨ରୁ ୪ତାରିଖ ପର୍ଯ୍ୟନ୍ତ ବନ୍ଦ କରି...

Advertisement


Archives

Model This Week