ଚାଲିଲେ ବଢେ ଆୟୁ

ୟୁନିଭରସିଟି ଅଫ୍‌ ସିଡ୍‌ନୀର ଗବେଷକମାନେ ଏବେ ଏକ ନୂଆ ତଥ୍ୟ ପ୍ରଦାନ କରିଛନ୍ତି। ଯେଉଁମାନେ ଯେତେ ଦ୍ରୁତ ଗତିରେ ଚାଲିଥାଆନ୍ତି ସେମାନେ ସେତେ ଦୀର୍ଘାୟୁ ହୋଇଥାଆନ୍ତି। ଦ୍ରୁତ ଗତିରେ ଚାଲିଲେ ମୃତ୍ୟୁ ଆଶଙ୍କା ୨୦ ପ୍ରତିଶତ କମ୍‌ ହୋଇଥାଏ ବୋଲି ଏମାନେ ଦାବି କରିଛନ୍ତି। ସାଧାରଣତଃ ଦ୍ରୁତ ଗତିରେ ଚାଲିଲେ ଶରୀରର ଅନେକ ସମସ୍ୟା ଠିକ୍‌ ହୋଇ ଯାଇଥାଏ। ଏକ ନୂଆ ଗବେଷଣାରୁ ଜଣାପଡିଛି ବୟସ୍କ ବ୍ୟକ୍ତିମାନେ ଦ୍ରୁତ ଗତିରେ ଚାଲିଲେ ଏମାନଙ୍କ ନିକଟରେ ହୃଦଘାତ ସମସ୍ୟା ଦେଖାଯାଇ ନ ଥାଏ। ତେବେ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଘଣ୍ଟାକୁ ୫ରୁ ୭ କିଲୋମିଟର ଚାଲିଲେ ଜଣେ ଦୀର୍ଘାୟୁ ହୋଇଥାଏ ବୋଲି ଉକ୍ତ ଗବେଷକମାନେ ରିପୋର୍ଟରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରୋନିକ୍‌ ସାମଗ୍ରୀ କିଣୁଥିଲେ

ବର୍ତ୍ତମାନ ବିଭିନ୍ନ ଇଲେକ୍ଟ୍ରୋନିକ୍‌ ସାମଗ୍ରୀ ଆମ ସମସ୍ତଙ୍କର ଦୈନନ୍ଦିନ ଜୀବନର ଆବଶ୍ୟକତା ପାଲଟିଗଲାଣି। ଏସବୁ ବିନା କୌଣସି କାର୍ଯ୍ୟ କରିବା ଏକ ପ୍ରକାର ଅସମ୍ଭବ ମନେହେଉଛି।...

ସଚେତନତା ସବୁଠାରୁ ବଡ କଥା

”ଏହି ଦିବସ ପାଳନ ଅବସରରେ ଜନସାଧାରଣଙ୍କ ମଧ୍ୟରେ ଆଲଜିମର୍ସକୁ ନେଇ ସଚେତନତା ସୃଷ୍ଟି କରାଯାଇଥାଏ। ସାଧାରଣ ଲୋକମାନେ କିପରି ଏହି ରୋଗର କାରଣ ସମ୍ପର୍କରେ ଭଲଭାବରେ...

ଦୀର୍ଘାୟୁ ହେବା ପାଇଁ କରନ୍ତୁ ଏପରି…

ସକାଳୁ ଉଠିବା ଦ୍ୱାରା ଦେହ ଓ ମନ ଉଭୟ ସୁସ୍ଥ ରହେ। ତେଣୁ ପ୍ରତିଦିନ ସକାଳୁ ଶୀଘ୍ର ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭପ୍ରଦ। ଏହାଦ୍ୱାରା ଜୀବନ...

ଏପରି ଲୋକଙ୍କ ପାଖ ମାଡ଼ନ୍ତିନି ଧନଦେବୀ ମା’ ଲଷ୍ମୀ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ମାନବ ଜୀବନ ସହ ଜଡ଼ିତ ଅନେକକଥା ବିଷୟରେ ଉଲ୍ଲେଖ କରିଛନ୍ତି। ଯାହା ମାଧ୍ୟମରେ ଜଣେ ବ୍ୟକ୍ତି ତାଙ୍କ ଜୀବନକୁ...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଏହା ବହୁ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ ଶଣ୍ଢା ରସ...

ପିଲାଙ୍କ ପାଇଁ

ଏବେ ବି କରୋନା ଲାଗି ଅଧିକାଂଶ ମା’ ସୁରକ୍ଷା ଦୃଷ୍ଟିରୁ ପିଲାଙ୍କୁ ବାହାର କିଣା ଖାଦ୍ୟ ଦେଉ ନାହାନ୍ତି। ଏମିତିରେ ପ୍ରତିଦିନ ପିଲାଙ୍କୁ ସେମାନଙ୍କର ମନପସନ୍ଦର...

ଶରୀରରେ ଏସବୁ ଲକ୍ଷଣ ଦେଖାଦେଲେ ତୁରନ୍ତ ଯାଆନ୍ତୁ ହସ୍ପିଟାଲ, ନଚେତ୍‌…

ଭାରତରେ କରୋନା ମହାମାରୀ ଦ୍ରୁତ ଗତିରେ ମାଡ଼ିଚାଲିଛି। ଦେଶରେ ପ୍ରତିଦିନ ୪ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଫଳରେ ହସ୍ପିଟାଲରେ ବେଡ୍‌, ଅକ୍ସିଜେନ...

ଏହି ୪ ଜିନିଷ କରିଥାଏ ସମ୍ପର୍କକୁ ସୁଦୃଢ଼, ଜୀବନସାଥୀଙ୍କଠାରୁ ମିଳେ ଭରପୂର ପ୍ରେମ

ସମ୍ପର୍କକୁ ମଜବୁତ କରିବା ପାଇଁ ଦମ୍ପତିଙ୍କୁ ଛୋଟ ଛୋଟ ଜିନିଷରେ ଧ୍ୟାନ ଦେବାକୁ ପଡିଥାଏ। ଯଦି ଏସବୁକୁ ଅଣଦେଖା କରାଯାଏ, ତେବେ ସମ୍ପର୍କର ଦୂରତା ବଢ଼ିବା...

Advertisement


Archives

Model This Week

Why Dharitri