Posted inଜାତୀୟ

ଚାଲି ଚାଲି ନାମାଙ୍କନ ପତ୍ର ଦାଖଲ କରିବାକୁ ଗଲେ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ପୂର୍ବ ଦିଲ୍ଲୀର ପଟପରଗଞ୍ଜ ବିଧାନସଭା ଆସନରୁ ନିର୍ବାଚନ ଲଢୁଥିବା ସିସୋଦିଆ ନିଜ ସମର୍ଥକଙ୍କ ସହ ଏକ ପଦଯାତ୍ରାରେ ବାହାରି ନାମାଙ୍କନ ଦାଖଲ କରିଥିଲେ। ୨୦୧୫ ବିଧାନସଭା ନିର୍ବାଚନରେ ସେ ଭାଜପାର ବିନୋଦ କୁମାରଙ୍କୁ ପରାସ୍ତ କରିଥିଲେ। ଫେବୃୟାରୀ ୮ ତାରିଖରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବ। ପଟପରଗଞ୍ଜବାସୀଙ୍କ ଭଲ ପାଇବା ଏବଂ ଆଶୀର୍ବାଦ ଯୋଗୁ ପୁଣି ମୁଁ ଏଠାରୁ ନିର୍ବାଚନ ଲଢିବାକୁ ଯାଉଛି ବୋଲି ନାମାଙ୍କନ ପୂର୍ବରୁ ସିସୋଦିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୩।୭: ଶେଷରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇଛନ୍ତି ରାହୁଲ ଗାନ୍ଧୀ। ବୁଧବାର ନିଜ ଟୁଇଟରରେ ଇସ୍ତଫା କଥା ଘୋଷଣା କରିଛନ୍ତି...

ମିଶନ ବଙ୍ଗାଲ ପାଇଁ ପାଗ ଭିଡିଛନ୍ତି ଶାହା

ନୂଆଦିଲ୍ଲୀ,୧୧ ।୨: ପଶ୍ଚିମବଙ୍ଗ ନିର୍ବାଚନ ଜିତିବା ଲାଗି ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ସମସ୍ତ ଶକ୍ତି ଲାଗାଇବାରେ ବ୍ୟସ୍ତ । ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଚାଇନାର ଦାଦାଗିରି: କାରାକୋରମ ପର୍ଯ୍ୟନ୍ତ ନିର୍ମାଣ କରୁଛି ସଡ଼କ

ଲଦାଖ,୧୯।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଚାଇନା ଜାଣିଶୁଣି ଏଠାରେ ଲଗାତାର ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛି।...

ପୀଡ଼ିତା ପରିବାରଙ୍କୁ ଭେଟିବାକୁ ଯାଇ ବିରୋଧର ସମ୍ମୁଖୀନ ହେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୪।୮: ସନ୍ଦେହଜନକ ପରିସ୍ଥିତିରେ ଦିଲ୍ଲୀର କ୍ୟାଣ୍ଟ ଅଞ୍ଚଳର ଜଣେ ୯ବର୍ଷର ନାବାଳିକାର ମୃତ୍ୟୁ ହେବା ପରେ ଏବେ ମାମଲା ସରଗରମ ହେବାରେ ଲାଗିଛି। ଏହାକୁ ନେଇ...

କୋଭିଡ-୧୯ରୁ ରକ୍ଷା ପାଇବାକୁ ଚାଇନା ଦେବ ପରାମର୍ଶ: ଭାଗନେବ ଭାରତ

ନୂଆଦିଲ୍ଲୀ,୨୦।୩: କରେନା ଭାଇରସ ବା କୋଭିଡ-୧୯ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ଭୂତାଣୁର ସଠିକ୍‌ ଚିକିତ୍ସା ପଦ୍ଧତି ନ ଥିବାରୁ...

ନାମାଙ୍କନପତ୍ର ଦାଖଲ କଲେ ଜୟଶଙ୍କର

ନୂଆଦିଲ୍ଲୀ,୨୬ା୬(ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁଜରାଟରୁ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଜୁଲାଇ ୫ରେ ହେବାକୁ ଥିବା ଉପନିର୍ବାଚନ ଲାଗି ସେ ମଙ୍ଗଳବାର...

ଅଚାନକ ଲେହରେ ପହଞ୍ଚିଲେ ମୋଦି

ଶ୍ରୀନଗର,୩।୭: ଚାଇନା ସୀମାରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହଠାତ୍‌ ଲେହରେ ପହଞ୍ଚିଛନ୍ତି। ଶୁକ୍ରବାର ସକାଳେ ଏଠାରେ ପହଞ୍ଚି ଯବାନମାନଙ୍କୁ ଭେଟିଥିଲେ। ଏହାପୂର୍ବରୁ...

ରାଜସ୍ଥାନ ସଙ୍କଟ ମଧ୍ୟରେ ଏହି ରାଜ୍ୟର ୬ଜଣ ସଦସ୍ୟ ହାତ ଛାଡ଼ି ଧରିଲେ ପଦ୍ମ

ଇମ୍ଫାଲ,୩୦।୭: ରାଜସ୍ଥାନରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ମଣିପୁର ଇମ୍ଫାଲ ନଗର ନିଗମରେ କଂଗ୍ରେସର ୬ଜଣ ଓ ନ୍ୟାସନାଲ ପିପୁଲ୍ସ ପାର୍ଟି(ଏନ୍‌ପିପି)ର ଜଣେ ସଦସ୍ୟ ଭାଜପାରେ...

Advertisement
Archives

Model This Week