ଚାଲି ଚାଲି ଯାଅନି, ନିକଟସ୍ଥ ଥାନାକୁ ଜଣାଅ: ଡିଜିପି

ଭୁବନେଶ୍ୱର,୧୫।୫(ବ୍ୟୁରୋ)-କରୋନା ମୁକାବିଲା ପାଇଁ ଦେଶରେ ଲକଡାଉନ ଜାରି ରହିଛି। ଏପରିସ୍ଥିତିରେ ସାରା ଦେଶରେ ବହୁ ଶ୍ରମିକ ଚାଲିଚାଲି ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଚାଲିଚାଲି ଯାଉଥିବା ଦେଖିବାକୁ ମିଳୁଛି। ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି। ଓଡ଼ିଶା ମାଟିରେ ଆଉ କେହି ଶ୍ରମିକ ଚାଲି ଚାଲି ଯିବେ ନାହିଁ ବୋଲି ସେ ନିର୍ଦ୍ଦେଶ ଦେଇଛନ୍ତି।
ଏ ସମ୍ପର୍କରେ ସୂଚନା ଦେଇ ପୋଲିସ ଡିଜିପି କହିଛନ୍ତି, କୌଣସି ଶ୍ରମିକ ଓଡ଼ିଶା ମାଟିରେ ଆଉ ଚାଲିଚାଲି ଯିବେ ନାହିଁ। ସେମାନେ ଚାଲିଚାଲି ନ ଯାଇ ନିକଟସ୍ଥ ଥାନାକୁ ଜଣାନ୍ତୁ। ପରେ ସରକାର ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ପଠାଇବାର ବ୍ୟବସ୍ଥା କରିବେ। ସେହିପରି ଅନ୍ୟ ରାଜ୍ୟକୁ ଯିବାକୁ ଚାହୁଁଥିବା ଶ୍ରମିକମାନଙ୍କୁ ନିଜ ରାଜ୍ୟ ସୀମାରେ ଛାଡ଼ିବାର ବନ୍ଦୋବସ୍ତ କରାଯିବ। ଏ ସମସ୍ତ ପରିବହନ ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଠିୁ ଖର୍ଚ୍ଚ କରାଯିବ ବୋଲି ଡିଜିପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?