ଚାଲି ଚାଲି ଯାଉଥିଲେ ୨ ଯୁବକ: ଉଠାଇନେଇ କ୍ୱାରାଣ୍ଟାଇନ୍‌ରେ ଭର୍ତ୍ତିକଲା ଗଞ୍ଜାମ ପୋଲିସ

ଗଞ୍ଜାମ,୧୧।୪(ଡି.ଏନ୍‌.ଏ.): ବ୍ୟାଗ ଧରି ବ୍ରହ୍ମପୁରରୁ ଭୁବନେଶ୍ୱର ଚାଲି ଚାଲି ଯାଉଥିବା ଦୁଇ ଯୁବକଙ୍କୁ ଶନିବାର ଗଞ୍ଜାମ ପୋଲିସ କାବୁକରି କ୍ୱାରାଣ୍ଟାଇନ୍‌ରେ ଭର୍ତ୍ତି କରିଛି। ଉଭୟ ଯୁବକ ଚାଲି ଚାଲି ଯାଉଥିବା ବେଳେ ଗଞ୍ଜାମ ଥାନା ପୋଲିସ ସେମାନଙ୍କୁ ଅଟକାଇ ତହସିଲଦାରଙ୍କୁ ଅବଗତ କରାଇଥିଲେ। ପରେ ସେମାନଙ୍କୁ ଭାରତୀ ବିଦ୍ୟାପୀଠ କ୍ୱାରାଣ୍ଟାଇନରେ ରଖାଯାଇଛି।
ସୂଚନା ଯୋଗ୍ୟ, କରୋନା ପାଇଁ ଲକ୍‌ଡାଉନ ଆରମ୍ଭରୁ ଗଞ୍ଜାମ ଥାନା ଅଧିକାରୀ ଦିଲ୍ଲୀପ କୁମାର ସାହୁ କଡା ନଜର ରଖିବା ସହ ପାଟ୍ରୋଲିଂକୁ କଡା କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri