ଚାଷକାର୍ଯ୍ୟରୁ କଟକଣା ଉଠିବା ପରେ ଚାଷୀଙ୍କ ମଧ୍ୟରେ ଉତ୍ସାହ: ଦାରିଙ୍ଗବାଡ଼ିରେ ଚାଲିଛି ହଳଦୀ ଚାଷ

ଦାରିଙ୍ଗବାଡ଼ି,୧୮ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା ଅବଧି ବୃଦ୍ଧି ପାଇଛି ା ଆସନ୍ତା ମେ’୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ବଳବତ୍ତର ରହିଥିବା ବେଳେ ସରକାର ଚାଷକାର୍ଯ୍ୟ ପାଇଁ ଏହି ନିୟମକୁ କୋହଳ କରିଛନ୍ତି। ଫଳରେ ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଚାଷୀଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ପ୍ରମୁଖ ଚାଷ ଭାବେ କନ୍ଧମାଳ ଜିଲାର ହଳଦୀ ହୋଇଥିବା ବେଳେ ଏହା କୃଷକର ମେରୁଦଣ୍ଡ ବୋଲି କୁହାଯାଉଛି। ଏହି ଚାଷ ସମୟରେ ସାମାଜିକ ଦୂରତ୍ୱକୁ ମାନିବାକୁ ପରାମର୍ଶ ଦିଆଯାଇଛି। ତେବେ ଚାଷ ସମୟରେ ଏହାକୁ ଚାଷୀ ଏବଂ ତାଙ୍କ ପରିବାର ମାନୁଛନ୍ତି। ଚାଷୀମାନେ ନିଜ ଜମିରେ ଭୋର୍‌ ସମୟରେ ପହଞ୍ଚି ପୂର୍ବାହ୍ନ ୧୧ଟା ସୁଦ୍ଧା ଘରକୁ ଫେରୁଛନ୍ତି। ଉକ୍ତ ବ୍ଳକର ବୁଡ଼ାଗୁଡ଼ା, ଗୁମିକିଆ, ସିମନବାଡ଼ି, ବାଡାବାଙ୍ଗା, କିରିକୁଟି, ପର୍ତ୍ତମାହା, ଭ୍ରମରବାଡ଼ି, ସିଆଙ୍ଗବାଲି, ଦାସିଂବାଡ଼ି ପଞ୍ଚାୟତରେ ଚାଷୀ ହଳଦୀ ଚାଷକାର୍ଯ୍ୟକୁ ତ୍ୱରାନ୍ବିତ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପ୍ରକଳ୍ପ, ଦୁଇଟି ଯୋଜନା

ସୋନପୁର,୨୭ା୬(ନି.ପ୍ର.): କରୋନା ପାଇଁ ଅନେକ ରୋଜଗାର ହରାଇଥିବା ବେଳେ ଶ୍ରମିକ ଶ୍ରେଣୀର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲାର ୧୫ ହଜାରରୁ ଊର୍ଦ୍ଧ୍ୱ...

ଷଡ଼ଯନ୍ତ୍ରରୁ ମୁକୁଳିବ ବ୍ୟାସନଗର

ଯାଜପୁର ରୋଡ,୨୦ା୧୨(ଡି.ଏନ.ଏ.):ରାଜନୈତିକ ଓ ପ୍ରଶାସନିକ ଅବହେଳାର ଶିକାର ହୋଇଆସିଛି ବ୍ୟାସନଗର ପୌରପରିଷଦ ଅଞ୍ଚଳ। ଏଠାକାର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବ୍ୟାସନଗର ନାଗରିକ କମିଟି ଅଣ୍ଟା...

ଟାଟା ଷ୍ଟିଲ୍‌ ଓଏମ୍‌କ୍ୟୁ ବିଭାଗ ପକ୍ଷରୁ ଡେଙ୍ଗୁ ସଚେତନତା : ଗଡ଼ିଲା ସୂଚନା ରଥ

ଯୋଡ଼ା,୨୪।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ଟାଟା ଷ୍ଟିଲ ଓଏମ୍‌କ୍ୟୁ ବିଭାଗ ପକ୍ଷରୁ ବୁଧବାର ଡେଙ୍ଗୁ ସଚେତନତା କରାଯାଇଛି। ଏହାର ଭୟାବହତାକୁ ଦୃଷ୍ଟିରେ ରଖି ମଙ୍ଗଳବାର...

ଦୈନିକ ସଂକ୍ରମଣ ହଜାରେ ତଳେ-ମୃତ୍ୟୁ ସଂଖ୍ୟା ୧୩ …

ନୂଆଦିଲ୍ଲୀ, ୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ହଜାରେ ତଳେ ରହିଛି। ଏହା ୯୧୩ରେ ପହଞ୍ଚିଛି। ସେହିପରି ଗତ...

ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ: ୫୫ ଘରୋଇ ପ୍ଲଟର ସରିଛି ବିକ୍ରି କବଲା

ପୁରୀ ଅଫିସ, ୨୩ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜମି ଅଧିଗ୍ରହଣ ଚାଲିଛିି। ଏହି ଜୋନ ମଧ୍ୟରେ ସମୁଦାୟ ୩୬୬ ପ୍ଲଟ ମଧ୍ୟରୁ ୧୮୫ ଘରୋଇ ପ୍ଲଟ...

ଆମ୍ବପାଳ ଗ୍ରାମରେ ଅଗ୍ନିକାଣ୍ଡ: ୩ ବଖରା ସହ ଜଳିଗଲେ ବୃଦ୍ଧା

ବଇଣ୍ଡା,୧ା୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ଆମ୍ବପାଳ ଗ୍ରାମରେ ସୋମବାର ପୂର୍ବାହ୍ନରେ ନିଆଁରେ ପୋଡ଼ି ହୋଇ ପୁଞ୍ଜେଇ ପ୍ରଧାନ(୯୦)ଙ୍କ ମୃତ୍ୟୁ ଘଟିଛି। ଏଥିସହ ତାଙ୍କର ୩ ବଖରା...

୨୯ରେ ପଦାର୍ପଣ କଲା ଅନୁଗୋଳ

ଅନୁଗୋଳ ଅଫିସ,୧।୪ ୧୯୯୩ ଏପ୍ରିଲ ୧ରେ ଜିଲା ମାନ୍ୟତା ପାଇଥିବା ଅନୁଗୋଳ ୨୯ ବର୍ଷରେ ପଦାର୍ପଣ କରିଛି। ତେଣୁ ଏପ୍ରିଲ୍‌ ୧ ଶୁକ୍ରବାର ଓଡ଼ିଶା ଦିବସ...

ହଜାର ହଜାର ଲୋକଙ୍କ ମୃତ୍ୟୁ ପାଇଁ ଦାୟୀ ଟ୍ରମ୍ପ୍‌: ନିର୍ବାଚନରେ ନିଜ ସ୍ବାର୍ଥ ହାସଲକୁ ଦେଉଛନ୍ତି ଗୁରୁତ୍ୱ

ଓ୍ବାଶିଂଟନ,୧୨।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ଦାର୍ଶନିକ ନୋଆମ୍‌ ଚୋମ୍‌ସ୍କେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଉପରେ ଗୁରୁତର ଅଭିଯୋଗ...

Advertisement
Archives

Model This Week