ଚାଷଜମିରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବୌଦ୍ଧ,୯।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ମନମୁଣ୍ଡା କୁଣ୍ଡାମାଲ ଗାଁରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ସେ ହେଲେ ଉକ୍ତ ଗ୍ରାମର ଅଚ୍ୟୁତ ସୁନା। ଗୁରୁବାର ରାତିରେ ସେ କୌଣସି କାମରେ ପଲସାଜୋରା ଗ୍ରାମକୁ ଯାଇ ଆଉ ଫେରି ନ ଥିଲେ। ତେବେ ସକାଳେ ଝିକେଇପାଲି ଗ୍ରାମର ଏକ ଚାଷଜମିରେ ତାଙ୍କ ମୃତଦେହ ପଡ଼ିଥିବା ଲୋକେ ଦେଖିବାକୁ ପାଇଥିଲେ। ଏନେଇ ଖବର ଦିଆଯିବା ପରେ ମନମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ବ୍ଲକ ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଏମ୍‌ପି, ବିଧାୟକ

ଦାରିଙ୍ଗବାଡ଼ି,୧୧ା୮(ଡି.ଏନ.ଏ.)- କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଓ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ରବିବାର ଦାରିଙ୍ଗବାଡ଼ି ବ୍ଲକରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା...

ଆଜିଠାରୁ ମାଟ୍ରିକ ଖାତାଦେଖା

ଅନୁଗୋଳ ଅଫିସ, ୨୧।୫ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଅନୁଷ୍ଠିତ ମାଟ୍ରିକ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶନିବାରଠାରୁ ଆରମ୍ଭ ହେବ। ଅନୁଗୋଳ ହାଇସ୍କୁଲ କେନ୍ଦ୍ରରେ...

ଚାଷ ଜମିରୁ ମିଳିଲା ମା, ପୁଅଙ୍କ ମୃତଦେହ

ହାଟଡିହୀ/କେନ୍ଦୁଝର.୧୪l୬(ଡ଼ି.ଏନ.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ହାବଳେଶ୍ୱର ପଞ୍ଚାୟତ ମଙ୍ଗରାଜପୁର ଆଦିବାସୀ ସାହି ନିକଟ ଏକ ଚାଷ ଜମିରୁ ପୋଲିସ ମା’, ପୁଅଙ୍କ ମୃତଦେହ ମଙ୍ଗଳବାର...

ମାନିଲେନି କଟକଣା, ଗଣିଲେ ଜରିମାନା

ବଇଣ୍ଡା, ୨୯।୩(ଡି.ଏନ.ଏ.)- ବଢୁଥିବା କରୋନା ସଂକ୍ରମଣ ଦୃଷ୍ଟିରୁ ରାଜ୍ୟ ସରକାର ସର୍ବସାଧାରଣରେ ହୋଲିଖେଳ ଉପରେ ଲଗାଇଥିଲେ କଟକଣା। ତେବେ ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଅମାନିଆମାନେ...

ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଲହଡି ଭାଙ୍ଗୁଛି ବର୍ଷା ଜଳ

ଭଦ୍ରକ ଅଫିସ,୫।୭: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ଆଉଟଡୋର ମଧ୍ୟରେ ବର୍ଷାଜଳ ଲହଡି ଭାଙ୍ଗୁଛି । ମଙ୍ଗଳବାର ସକାଳୁ ଲାଗି ରହିଥିବା ବର୍ଷାରେ ପାଣି ନିଷ୍କାସନ...

ବୋହୂଙ୍କୁ ବିଷ ପିଆଇ ହତ୍ୟା: ଶ୍ୱଶୁର ଘର ଲୋକଙ୍କ ନାମରେ ମାମଲା

ରଣପୁର,୩ା୭ (ସ୍ବ.ପ୍ର.)- ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳର ଜଣେ ବୋହୂଙ୍କୁ ଶାଶୁଘର ଲୋକେ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ...

ସଡ଼କ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ

କୋକସରା,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ବୁଧବାର ସଡ଼କ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଅୟୋଜନ କରାଯାଇଛି । ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ରଙ୍କ...

ଘରେ ପଶି ସଶସ୍ତ୍ର ଡକାୟତି: ୭ ଲକ୍ଷର ସମ୍ପତ୍ତି, ନଗଦ ୨.୮୫ ଲକ୍ଷ ଲୁଟ୍‌

ରଣପୁର,୩୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାର ପାଇକସାହି ମଣିନାଗ ବାଇପାସ୍‌ ରାସ୍ତାରେ ଥିବା ସତ୍ୟନାରାୟଣ ସାହୁଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଡକାୟତି ହୋଇଛି। ଦୁର୍ବୃତ୍ତମାନେ...

Advertisement
Archives

Model This Week