ଚାଷଜମିରେ ମାଟି ଦବି ବିରାଟ ଗର୍ତ୍ତ: ଲୋକେ ଆତଙ୍କିତ

ତାଳଚେର,୧୫।୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ପୌରପରିଷଦ ୧୮ନଂ. ୱାର୍ଡ ଦେଉଳବେଡ଼ା ତେଲିସାହି ଅକ୍ଷୟ କୁମାର ସାହୁଙ୍କ ଚାଷଜମିରେ ମାଟି ଦବି ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି । ୨୦ଫୁଟ ଗୋଲେଇ ୧୦/୧୫ ଫୁଟ ଗଭୀରରେ ଏହି ଗର୍ତ୍ତ ହୋଇଥିବା ଜଣାପଡ଼ିଛି । ଚାଷଜମିରୁ ପାଣି ଯାଇ ଉକ୍ତ ଗର୍ତ୍ତରେ ପଡ଼ିବାରୁ ଏହାର ଆକାର ବଢ଼ିବାରେ ଲାଗିଛି । କ୍ରମଶଃ ତଳକୁ ମାଟି ଦବିବାରେ ଲାଗିଛି । ଏ ନେଇ ସ୍ଥାନୀୟ ଲୋକେ ଆତଙ୍କିତ ହୋଇଥିବା ବେଳେ କୋଇଲାଖଣିରେ ଠିକ୍‌ ଭାବରେ ବାଲି ଭର୍ତ୍ତି କରାଯାଇ ନ ଥିବାରୁ ଏଭଳି ଘଟିଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଗୁଳି ମାରିଲେ ମୁଖା ପିନ୍ଧା ଯୁବକ: ସ୍ବାମୀଙ୍କୁ ଲାତ ମାରି…

ଝାରସୁଗୁଡା,୨୧।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ସରବାହାଲ ତଳିପଡାଠାରେ ଭଡା ରହୁଥିବା ଧୀରେନ୍ଦ୍ର ମହାରଣାଙ୍କ ଘରକୁ ଶୁକ୍ରବାର ରାତିରେ ଜଣେ ଯୁବକ ମୁଖା ପିନ୍ଧି ଏକ ବାଇକରେ…

Gold Rate: ଲକ୍ଷେ ତଳକୁ ଖସିଆସିବ ସୁନା ଦର? ବିଶେଷଜ୍ଞ କହିଦେଲେ ତାରିଖ!

ସୁନା ଦର ଲକ୍ଷେ ଟଙ୍କା ତଳକୁ ଖସିବ? ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ବଜାରରେ ଅସ୍ଥିରତା ରହିଥାଏ, ତେବେ ଆହୁରି ଟିକିଏ ହ୍ରାସ ହୋଇପାରେ। ତଥାପି, ହଠାତ୍…

ଦଶମ ପାସ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ: ରେଳବାଇରେ ଆସିଲା ବମ୍ପର ନିଯୁକ୍ତି

ନୂଆଦିଲ୍ଲୀ,୨୧।୩: ଦକ୍ଷିଣ କେନ୍ଦ୍ରୀୟ ରେଳବାଇ ହଜାର ହଜାର ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏହି ସୁଯୋଗ ବିଶେଷ ଭାବରେ ଦଶମ ଶ୍ରେଣୀ ପାସ କରିଥିବା…

ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର…

ବସରେ ଚାଲାଣ ହେଉଥିଲା ଦେଶୀ ମଦ: ରହସ୍ୟ ଖୋଲିଦେଲା ନାବାଳକଙ୍କ ବ୍ୟାଗ୍‌

ଉଦଳା,୨୧।୩(ସନ୍ତୋଷ କୁମାର ବାଛିନୀ): ଦାମିକା ବ୍ୟାଗ ଆଉ ବ୍ୟାଗ ଉପରେ ଚିହ୍ନିବା ପାଇଁ ଦିଆଯାଇଛି କୋର୍ଡ। ଆଉ ସେହି ବ୍ୟାଗ ଭିତରେ ରଖାଯାଇଛି ଦେଶୀ ମଦ। ତାହା…

୯୯.୯୩% ଭୋଟ ପାଇ ପୁଣି କିମ୍‌ ଜଙ୍ଗ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୨୧ା୩: ଉତ୍ତର କୋରିଆ ଶାସକ କିମ୍‌ ଜଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ଏଠାକାର ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ…

ସାଉଦି ଆରବରେ ଆଉ ଜଣେ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧ା୩: ସାଉଦି ଆରବର ରିୟାଧରେ ଗତ ବୁଧବାର ହୋଇଥିବା ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ ଘଟିଥିବା ସେଠାର ଭାରତୀୟ ଦୂତାବାସ ଶୁକ୍ରବାର ସ୍ପଷ୍ଟ କରିଛି। ଦୂତାବାସ ପକ୍ଷରୁ…

ମିତ୍ର ରାଷ୍ଟ୍ରମାନଙ୍କ ପାଇଁ ସୁରକ୍ଷିତ ଜାହାଜ ପରିବହନ କରିଡର ଆରମ୍ଭ କଲା ଇରାନ; ଏହି କରିଡର ଦେଇ ଗଲା ଭାରତୀୟ ଜାହାଜ

ତେହରାନ,୨୧।୩: ଯୁଦ୍ଧକାଳୀନ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଇରାନ ହର୍ମୁଜ ପ୍ରଣାଳୀ ଦେଇ ସହଯୋଗୀ ଜାହାଜଗୁଡ଼ିକର ସୁରକ୍ଷିତ ପଥକୁ ସହଜ କରିବା ପାଇଁ ଏକ ‘ନିରାପଦ କରିଡର’ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri