ଚାଷୀଙ୍କୁ କ୍ଷତିପୂରଣ ନେଇ ଦାବିପତ୍ର

ବଡ଼ସାହି,୧୨ା୧୧(ସ୍ବ.ପ୍ର)- ବୁଲ୍‌ବୁଲ୍‌ ବାତ୍ୟା ଯୋଗୁ ବଡ଼ସାହି ବ୍ଲକ ଅଞ୍ଚଳରେ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କ ଧାନ ଓ ପରିବା ଚାଷର ଆକଳନ କରି କ୍ଷତିପୂରଣ ପ୍ରଦାନ ପାଇଁ ଦାବି ହୋଇଛି। ପୂର୍ବତନ ବିଧାୟକ ଗଣେଶ୍ୱର ପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାପାଳଙ୍କ ଉଦ୍ଦେଶ୍ୟରେ ବଡ଼ସାହି ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ବାତ୍ୟାରେ ଧାନ ଓ ପରିବା ଫସଲ ବ୍ୟାପକ ପରିମାଣରେ ନଷ୍ଟ ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ଏହାର ତଦନ୍ତ କରାଯାଇ ତଥ୍ୟ ପ୍ରଦାନ କରିବାକୁ ଦାବିପତ୍ରରେ ଉଲ୍ଲେଖ ରହିଛି ା ଏହାର ଏକ ନକଲ ବଡ଼ସାହି ଅତିରିକ୍ତ ତହସିଲଦାରଙ୍କୁ ମଧ୍ୟ ପ୍ରଦାନ କରାଯାଇଛି ା ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ବିଜେଡି ଯୁବ ସଭାପତି ନୀହାର ରଞ୍ଜନ ମହାପାତ୍ର, ରାକେଶ ମହାପାତ୍ର, ବିଶ୍ୱଜିତ ଦାସ, ରାଜେନ୍ଦ୍ର ବେହେରା, ଗୋପାଳ ମହାନ୍ତି, ତପନ କୁମାର ବେହେରା, ସଞ୍ଜୟ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri