ଚାଷୀଙ୍କୁ ଦିଆଯିବ ୬୫୦୦ କୋଟି ଟଙ୍କାର ଫସଲ ଋଣ

ଭୁବନେଶ୍ୱର,୩।୧୨: (ବ୍ୟୁରୋ): ଚଳିତ ରବିଋତୁରେ ରାଜ୍ୟ ସରକାରଙ୍କ ପକ୍ଷରୁ ୬୫୦୦ କୋଟି ଟଙ୍କାର ଫସଲ ଋଣ ଦେବା ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ରବିଋତୁରେ ଚାଷୀମାନଙ୍କୁ ସ୍ବଳ୍ପମିଆଦୀ ଫସଲ ଋଣ ପ୍ରଦାନକୁ ଦ୍ୱରାନ୍ବିତ କରିବା ପାଇଁ ସମବାୟ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏ ଦିଗରେ ଜିଲାପାଳମାନେ ତ୍ୱରିତ ପଦକ୍ଷେପ ନେବାକୁ ସମବାୟ ବିଭାଗ ସଚିବ ବୀରବିକ୍ରମ ଯାଦବ ସୋମବାର ଜିଲାପାଳଙ୍କୁ ପତ୍ର ଲେଖିଛନ୍ତି। ରାଜ୍ୟର ମୋଟ ଫସଲ ଋଣର ୬୫ରୁ ୭୦ ପ୍ରତିଶତ ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ଦିଆଯାଉଛି। ୨୦୧୯ରେ ଖରିଫଋତୁରେ ୧୭.୯୬ ଲକ୍ଷ ଜଣ ଚାଷୀଙ୍କୁ ୭୩୩୦.୫୬କୋଟି ଟଙ୍କା ଫସଲ ଋଣ ଜିଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ, ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ଯୋଗାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ପରେ ବଦଳିଲା ଟ୍ରେନ୍‌ ଗତିପଥ

କଟକ ଅଫିସ,୧୬।୧: କଟକ ଶାଳଗାଁ ନିକଟରେ ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଳକ ଏକ୍ସପ୍ରେସ ଗୁରୁବାର ସକାଳ ପ୍ରାୟ ୭ଟା ସମୟରେ ଲାଇନଚ୍ୟୁତ ହୋଇଛି। ୮ଟି ବଗି ଲାଇନଚ୍ୟୁତ...

ଗୋଟିଏ ଗୋଡରେ ସ୍କେଟିଂ କରୁଛନ୍ତି ଯୁବକ: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ଗୋଡରେ ଜଣେ ଯୁବକ ସ୍କେଟିଂ କରୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି,...

ପରିଚୟ ଫାଉଣ୍ଡେଶନ ପକ୍ଷରୁ ‘ଶ୍ରୀ ଆୱାର୍ଡସ୍‌’ର ୪ର୍ଥ ସଂସ୍କରଣ: ୧୨ ପ୍ରତିଭାଙ୍କୁ ‘ଶ୍ରୀ ଆଓ୍ବାର୍ଡ’

ଭୁବନେଶ୍ୱର,୨୧।୭(ବ୍ୟୁରୋ): ପରିଚୟ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ‘ଶ୍ରୀ ଆୱାର୍ଡସ୍‌’ର ଚତୁର୍ଥ ସଂସ୍କରଣ ଶନିବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ହୋଇଯାଇଛି। ମୁଖ୍ୟଅତିଥିଭାବେ ରାଜ୍ୟ ସଭା ସଦସ୍ୟ...

ରଥଯାତ୍ରାରେ ଲଘୁଚାପ ବର୍ଷା

ଭୁବନେଶ୍ୱର,୩ା୭: ଚଳିତ ମାସ ୧୨ରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା। ସେହିଦିନ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର...

ମଦ ପିଇବାକୁ ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲେ ସ୍ବାମୀ

ମହାକାଳପଡ଼ା,୨୮।୫(ଡି.ନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଅଧୀନ ଗୋପାଳପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ସ୍ତ୍ରୀ ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ସ୍ବାମୀ...

ପରିଚାଳନା ବୈଠକ ଆରମ୍ଭ

ପୁରୀ ଅଫିସ, ୧୧।୬: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ପରିଚାଳନା କମିଟି ବୈଠକ ଆରମ୍ଭ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ମଝି ଆକାଶରେ ଯୁବକଙ୍କ ଉତ୍ପାତ : ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଜଣେ ମାନସିକ ବିକୃତ ଯାତ୍ରୀଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ରବିବାର ସକାଳେ ଏକ ଇଣ୍ଡିଗୋ ବିମାନ (୬ ଇ ୪୬୨) ଜରୁରୀ...

ସିଲାବସ୍‌ ହ୍ରାସ ପାଇଁ ପ୍ରକ୍ରିୟା ଶେଷ

ଭୁବନେଶ୍ୱର,୨୪ା୮(ବ୍ୟୁରୋ): କରୋନା ସଙ୍କଟ ପାଇଁ ପିଲାଙ୍କ ପାଠପଢ଼ା ବୋଝକୁ ହାଲୁକା କରାଯିବ। ୨୦୨୦-୨୦୨୧ ଶିକ୍ଷାବର୍ଷ ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମ ହ୍ରାସ କରାଯିବ।...

Advertisement


Archives

Model This Week

Why Dharitri