ଚାଷୀଙ୍କ ଆନ୍ଦୋଳନ ଜାରି, ଜାତୀୟ ରାଜପଥ ଅବରୋଧ

ସମ୍ବଲପୁର, ୨୧।୧୧(ବ୍ୟୁରୋ): ସମ୍ବଲପୁର ଜିଲାରେ ଟୋକନକୁ ବିରୋଧ ଏବଂ ବିଭିନ୍ନ ଦାବି ନେଇ ଚାଷୀ ଆନ୍ଦୋଳନ ଜାରି ରହିଛି। ଗୁରୁବାର ଚାଷୀ ସଂଗଠନ ପକ୍ଷରୁ ଘୋଷଣା ମୁତାବକ ଅପରାହ୍ନ ୧ଟାରୁ ଜାତୀୟ ରାଜପଥ ଅବରୋଧ କରାଯାଇଛି। ଜାଜୀୟ ରାଜପଥ ୫୫ ବରେଇପାଲି ଛକ ନିକଟରେ ଶତାଧିକ ଚାଷୀ ରାସ୍ତା ଉପରେ ଧାନ ଗାଡି ଅବରୋଧ କରିଛନ୍ତି। ଫଳରେ ଉଭୟ ପାର୍ଶ୍ୱରେ ଯାନବାହାନ ଅଟକି ରହିଛି। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସେଠାରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗା କୁଡ଼ିଆରେ ଅସହାୟ ଗୋଲାପ

ରାଇସୁଆଁ,୧୯।୧୧(ଡି.ଏନ.ଏ.)-ସରକାର ଗରିବ ନିରାଶ୍ରୟଙ୍କ ଥଇଥାନ ପାଇଁ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା’, ‘ମୋ କୁଡିଆ ଯୋଜନା ’ କରିଛନ୍ତି। ମାତ୍ର ପ୍ରଶାସନିକସ୍ତରରେ ମାନସିକତାର ଅଭାବ ଯୋଗୁ ବହୁ...

ଧାମନଗର ଉପନିର୍ବାଚନ: ଆଜି ସରିବ ପ୍ରଚାର

ଭଦ୍ରକ ଅଫିସ,୧।୧୧: ଆସନ୍ତା ୩ରେ ଧାମନଗର ଉପନିର୍ବାଚନ। ଏଥିପାଇଁ ପ୍ରଚାର ଜୋରଦାର ଚାଲିଛି। ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ମଙ୍ଗଳବାର ସନ୍ଧ୍ୟାରେ ପ୍ରଚାର ସରିବ। ଭାଜପା...

ବନ ବିଭାଗ ଖାତାରେ ୨୬ ମୃତ, ମିସିଂ ଅଧିକ

କେନ୍ଦ୍ରାପଡ଼ା ଅଫିସ, ୧୫ା୫: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ନଳପାହି ଗାଁର ଶିବପ୍ରସାଦ ବେହେରାଙ୍କ ସ୍ତ୍ରୀ ସରସ୍ବତୀଙ୍କ ୩ଟି ଝିଅ ଥିଲେ। ୪ର୍ଥ ଗର୍ଭରେ ପୁଅଟିଏ ହୋଇଛି।...

ଛାତ୍ରୀଙ୍କୁ ଅପହରଣ

ଗଣିଆ,୧।୧୨(ଡି.ଏନ୍‌.ଏ.): କଲେଜ ଗେଟ୍‌ର ଅନତି ଦୂରରେ ଘଟିଛି ଅପହରଣ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏମିତି ଘଟଣା ଘଟିଛି ନୟାଗଡ଼ ଜିଲା ଗଣିଆ କଲେଜ...

ପୁରାତନ ଛାତ୍ରସଂଘ ବୈଠକରେ ନିଷ୍ପତ୍ତି:ସରକାରୀ କଲେଜ ଜମିରେ ପାଚେରୀ ନିର୍ମାଣ ସ୍ଥଗିତ ରଖାଯାଉ

ସୁନ୍ଦରଗଡ଼, ୮।୧୨ (ଡି.ଏନ୍‌.ଏ)-ସୁନ୍ଦରଗଡ ସରକାରୀ କଲେଜର ମୂଲ୍ୟବାନ ଜମିକୁ ଜବରଦଖଲକାରୀଙ୍କ କବ୍‌ଜାରୁ ମୁକ୍ତ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପୁରାତନ...

ବିଜେପୁରରେ କଂଗ୍ରେସର ପ୍ରଚାର

ବିଜେପୁର,୩।୧୦(ଡି.ଏନ୍‌.ଏ.):ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରଚାର ଆରମ୍ଭ କରିଛି। ଏହିକ୍ରମରେ ବିଜେପୁର ବ୍ଲକପଡ଼ା ଗ୍ରାମର କ୍ରିକେଟ ପଡ଼ିଆରେ ଏକ ବିଶାଳ କର୍ମୀ ସମ୍ମିଳନୀ...

ସମ୍ପର୍କୀୟଙ୍କ ସହ କଥା ହେବାକୁ ଭିଡିଓ କନଫରେନ୍ସିଂ ବ୍ୟବସ୍ଥା

ଭଦ୍ରକ ଅଫିସ, ୨୪।୩-ଭଦ୍ରକ ଜିଲା ମୁଖ୍ୟାଳୟରେ ଥିବା ସବ୍‌ଜେଲରେ ଏବେ କ୍ଷମତାଠାରୁ ଦୁଇଗୁଣ ଅଧିକ କଏଦୀ ରହୁଛନ୍ତି। କରୋନା ସଂକ୍ରମଣରୁ ରକ୍ଷା ପାଇବା ଲାଗି ସେମାନଙ୍କ...

ସମସ୍ୟା ଶୁଣି ସମାଧାନ ପ୍ରତିଶ୍ରୁତି ଦେଲେ ସଚିବ

ନବରଙ୍ଗପୁର ,୧୮।୩(ବି.ପ୍ର.): ୨ଦିନିଆ ନବରଙ୍ଗପୁର ଜିଲା ଗସ୍ତରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆସିଛନ୍ତି। ପାଣ୍ଡିଆନଙ୍କ ସହ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ସଚିବ...

Advertisement
Archives

Model This Week