Posted inଜାତୀୟ

ଚାଷୀଙ୍କ ପାଇଁ ହଜାରେ କୋଟିର କଲ୍ୟାଣ ପାଣ୍ଠି ଘୋଷଣା କଲେ ଗେହଲଟ୍‌ ସରକାର

ଜୟପୁର,୧୦।୭: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାର ଚାଷୀଙ୍କ ପାଇଁ ହଜାରେ କୋଟି ଟଙ୍କାର କଲ୍ୟାଣ ପାଣ୍ଠି ଗଠନ ସମ୍ପର୍କରେ ଘୋଷଣା କରିଛନ୍ତି। ବୁଧବାର ରାଜ୍ୟ ବିଧାନସଭାରେ ବଜେଟ୍‌ ଉପସ୍ଥାପନ ହୋଇଛି। ବଜେଟ୍‌ ଚାଷୀଙ୍କ ଆର୍ଥିକ ସୁରକ୍ଷା ପାଇଁ କଲ୍ୟାଣ ପାଣ୍ଠି ସମ୍ପର୍କରେ ଘୋଷଣା କରାଯାଇଛି। ଏହା ସହିତ ପ୍ରତି ଗ୍ରାମ ପଞ୍ଚାୟତରେ ନନ୍ଦୀ ଗୋ ଆଶ୍ରମ ପ୍ରତିଷ୍ଠା ଲାଗି ସରକାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର ବୋମା ସନ୍ଦେହରେ ମେହବୁବାଙ୍କ ସମ୍ମିଳନୀକୁ ମିଳିଲାନି ଅନୁମତି

ଶ୍ରୀନଗର,୧୨।୧୨: କାର ବୋମା ସନ୍ଦେହ ଏବଂ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀର ପ୍ରଶାସନ ରବିବାର ହେବାକୁ ଥିବା ପିଡିପିର ଯୁବ ସମ୍ମିଳନୀକୁ ଅନୁମତି ଦେଇନାହିଁ।...

ଏଥର ଦଳକୁ ନେଇ ନୁହେଁ ଯେମିତି ବ୍ୟକ୍ତି କୈନ୍ଦ୍ରିକ ହେଲା ନିର୍ବାଚନ

ନୂଆଦିଲ୍ଲୀ,୨୦।୫: ସରିଛି ଲୋକ ସଭା ନିର୍ବାଚନ। ହେଲେ ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଆଉ ୨ ଦିନ ପରେ ସ୍ପଷ୍ଟ ହେବ ଯେ ଇତିହାସର...

ଆଶା ପାରେଖଙ୍କୁ ଦାଦାସାହେବ ଫାଲକେ ପୁରସ୍କାର

ନୂଆଦିଲ୍ଲୀ,୨୭।୯: ଲୋକପ୍ରିୟ ଅଭିନେତ୍ରୀ ଆଶା ପାରେଖଙ୍କୁ ୨୦୨୨ ପାଇଁ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯିବ। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ମଙ୍ଗଳବାର ଏହା ଘୋଷଣା...

ଦ୍ୱିତୀୟ କରୋନା ଡୋଜ୍‌ ନେବା ପରେ ଜୀବନ ଗଲା

ମୁମ୍ବାଇ,୩।୩: ମହାରାଷ୍ଟ୍ରରେ ଦ୍ୱିତୀୟ କରୋନା ଡୋଜ୍‌ ନେବା ପରେ ଜଣେ ୪୫ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଭିଓ୍ବାଣ୍ଡି ବାସିନ୍ଦା ସୁଖଦେବ କିରଦାତ୍‌ କରୋନା...

ଲିଟର ପିଛା ୨ଟଙ୍କା ବଢ଼ିଲା ଅମୁଲ ଦୁଗ୍ଧ

ଗାନ୍ଧୀନଗର,୨୮।୨: ଦେଶରେ ବଢ଼ିଲା ଅମୁଲ ଦୁଗ୍ଧର ଦାମ୍‌। ସମଗ୍ର ଦେଶର ବଜାରରେ ଦୁଗ୍ଧର ଦାମ୍‌ ଲିଟର ପିଛା ୨ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି ଅମୁଲ।...

ଅର୍ଥମନ୍ତ୍ରୀଙ୍କ ଘୋଷଣା ପରେ ସେନସେକ୍ସ ଉଠିଲା

ନୂଆଦିଲ୍ଲୀ,୨୦।୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର କର୍ପୋରେଟ୍‌ ଟ୍ୟାକ୍ସ କମାଇବା ପରେ ସେନସେକ୍ସ ଅଚାନକ ଉପରକୁ ଉଠିଛି। ଘୋଷଣାର ମାତ୍ର ୧୦ ମିନିଟ୍‌ ମଧ୍ୟରେ ୧୯୦୦...

ଦେଖୁ ଦେଖୁ ଧସିଗଲା ଘର

ପାଟନା,୫।୭: ବିହାରର ବିଭିନ୍ନ ଅଞ୍ଚଳରେ ଲାଗିରହିଥିବା ଲଗାଣ ବର୍ଷା ଯୋଗୁ ନଦୀଗୁଡ଼ିକ ଫୁଲିଯିବାରୁ ବର୍ତ୍ତମାନ ପ୍ରାୟ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବିହାରର ମୋତିହାରି, ଦରଭଙ୍ଗା,...

ବିଳମ୍ବରେ ପହଞ୍ଚିବାରୁ ଆଣ୍ଠୁମାଡି ପ୍ରଣାମ କରିବା ସହ କ୍ଷମା ମାଗିଲେ ମୋଦି, ବିନା ଲାଉଡ ସ୍ପିକରରେ ଜନସଭାକୁ କଲେ ସମ୍ବୋଧିତ

ଜୟପୁର,୧ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ରାଜସ୍ଥାନର ଆବୁ ରୋଡରେ ଆୟୋଜିତ କାର୍ଯ୍ୟକ୍ରମରେ ସାମାନ୍ୟ ବିଳମ୍ବରେ ପହଞ୍ଚିଥିଲେ । ଏହି ସମୟରେ ସେଠାରେ ମୋଦିଙ୍କୁ...

Advertisement
Archives

Model This Week