Posted inଜାତୀୟ

ଚାଷୀଙ୍କ ପାଇଁ ହଜାରେ କୋଟିର କଲ୍ୟାଣ ପାଣ୍ଠି ଘୋଷଣା କଲେ ଗେହଲଟ୍‌ ସରକାର

ଜୟପୁର,୧୦।୭: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାର ଚାଷୀଙ୍କ ପାଇଁ ହଜାରେ କୋଟି ଟଙ୍କାର କଲ୍ୟାଣ ପାଣ୍ଠି ଗଠନ ସମ୍ପର୍କରେ ଘୋଷଣା କରିଛନ୍ତି। ବୁଧବାର ରାଜ୍ୟ ବିଧାନସଭାରେ ବଜେଟ୍‌ ଉପସ୍ଥାପନ ହୋଇଛି। ବଜେଟ୍‌ ଚାଷୀଙ୍କ ଆର୍ଥିକ ସୁରକ୍ଷା ପାଇଁ କଲ୍ୟାଣ ପାଣ୍ଠି ସମ୍ପର୍କରେ ଘୋଷଣା କରାଯାଇଛି। ଏହା ସହିତ ପ୍ରତି ଗ୍ରାମ ପଞ୍ଚାୟତରେ ନନ୍ଦୀ ଗୋ ଆଶ୍ରମ ପ୍ରତିଷ୍ଠା ଲାଗି ସରକାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଆମେ ପାଦରେ ଚାଲୁଛେ କମ୍‌, ଷ୍ଟେପ୍‌ ଗଣୁଛେ ଅଧିକ: ମୋଦି

ନୂଆଦିଲ୍ଲୀ,୨୯।୮: ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଟ୍‌ ଇଣ୍ଡିଆ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଏବେ...

ଶରଜିଲ୍‌ଙ୍କ ପରିବାରକୁ ମିଳୁଛି ଧମକ

ପାଟନା,୨୭।୧: ଦିଲ୍ଲୀର ସାହିନ ବାଗରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଏନ୍‌ଆର୍‌ସିକୁ ନେଇ ବିରୋଧ ପ୍ରଦର୍ଶନର ସୂତ୍ରଧର କୁହାଯାଉଥିବା ତଥା ଆପତ୍ତିଜନକ ବୟାନ ଦେଉଥିବା ଶରଜିଲ୍‌...

କଙ୍ଗନାଙ୍କୁ ମିଳିବ ସ୍ବତନ୍ତ୍ର ସୁରକ୍ଷା

ମୁମ୍ବାଇ,୭।୯: ବଲିଉଡ୍‌ ନାୟିକା କଙ୍ଗନା ରାନାଓ୍ବତ ଓ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ପ୍ରାୟ ୨ ଦିନ ପୂର୍ବରୁ ଶିବସେନା ଏମ୍‌ପି ସଞ୍ଜୟ...

ବଢିଲା ଲକ୍‌ଡାଉନ ଅବଧି

ହାଇଦ୍ରାବାଦ,୨୦।୪: ପ୍ରଥମ ରାଜ୍ୟ ଭାବେ ଲକ୍‌ଡାଉନ ଅବଧିକୁ ମେ’୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା...

ବିହାର ବିଧାନସଭା ନିର୍ବାଚନ: ଘୋଷଣା ପତ୍ର ଜାରି କଲା କଂଗ୍ରେସ, ଚାଷୀଙ୍କୁ ଋଣଛାଡ ପ୍ରତିଶ୍ରୁତି

ପାଟନା, ୨୧।୧୦: ବିହାର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ଘୋଷଣା ପତ୍ର ଜାରି କରାଯାଇଛି। ଚାଷୀଙ୍କ ଋଣ ଛାଡ, ବିଦ୍ୟୁତ୍‌ ବିଲ୍‌କୁ ଅଧା...

ମୁକ୍ତି ପାଇଁ ୩ ମାସିଆ ଯୋଜନା ଦରକାର: ମମତା

କୋଲକାତା,୧୩ା୫: ଦେଶରେ କୋଭିଡ୍‌-୧୯ ସଙ୍କଟରୁ ଖୁବ୍‌ଶୀଘ୍ର ମୁକ୍ତି ମିଳି ନ ପାରେ। ଏଥିଲାଗି ତିନିମାସିଆ ଯୋଜନା ଦରକାର ବୋଲି ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ବିଭିନ୍ନ ବିଭାଗରୁ ହଜାରେ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୨୬।୧୧: ଉତ୍ତର ପ୍ରଦେଶରେ ଅଯୋଗ୍ୟ ଓ ଭ୍ରଷ୍ଟାଚାର ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ବିଭିନ୍ନ ବିଭାଗରୁ ପ୍ରାୟ ୧ହଜାରରୁ ଊର୍ଦ୍ଧ୍ୱ...

ବିଗୁଡୁଛି ଉନ୍ନାଓ ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୬।୮: ଉନ୍ନାଓ ବଳାତ୍କାର ପୀଡିତା ଏବେ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ର ଟ୍ରମା ସେଣ୍ଟରରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଅବସ୍ଥା...


Coronavirus Update

Archives

Model This Week

Why Dharitri