Posted inଜାତୀୟ

ଚାଷୀ ବେଶରେ ପଲାନୀସ୍ବାମୀ: ସୋସିଆଲ୍‌ ମିଡ଼ିଆରେ ଶେୟାର କଲେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ

ଚେନ୍ନାଇ, ୨୦।୧: ଏବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ଦ୍ୱାରା ଶେୟାର ହୋଇଥିବା ଫଟୋ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଫଟୋରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପଲାନୀସ୍ବାମୀ ଚାଷୀ ବେଶରେ ରହିଛନ୍ତି। ତାଙ୍କର ଗୋଟିଏ ହାତରେ ଦା ଏବଂ ଅନ୍ୟ ହାତରେ କଟା ହୋଇଥିବା ଧାନ କେଣ୍ଡା ରହିଛି। ଫଟୋକୁ ଶେୟାର କରି ଉପରାଷ୍ଟ୍ରପତି ପଲାନୀସ୍ବାମୀଙ୍କ ଏଭଳି କାର୍ଯ୍ୟକୁ ପ୍ରଶଂସା କରିଛନ୍ତି। ଏହା ଦ୍ୱାରା ଦେଶରେ କୃଷିର ବିକାଶ ହୋଇପାରିବ ବୋଲି ଉପରାଷ୍ଟ୍ରପତି କହିଛନ୍ତି। ଫଟୋକୁ ଉପରାଷ୍ଟ୍ରପତି ରବିବାର ଅପରାହ୍ନ ୫ଟା ୧୯ରେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ମତେ ମିଳୁଛି ୨-୩ କିଲୋ ଗାଳି: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୨।୧୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତେଲେଙ୍ଗାନାରେ ରାଜ୍ୟ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର)ଙ୍କ ନାମ ନନେଇ ତାଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ କେସିଆରଙ୍କ ବିରୋଧରେ...

ସୁସ୍ଥ ହେଲେ କରୋନା ସଂକ୍ରମିତ ୧୨ ନୌସେନା ଯବାନ

ନୂଆଦିଲ୍ଲୀ,୨।୫: ଭାରତୀୟ ନୌସେନାର ୩୮ ଜଣ ଯବାନ କରୋନା ଭାଇରସରେ ସଂକ୍ରମିତ ହେବା ପରେ ଏବେ ସେମାନଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ...

ମାଙ୍କଡ଼ ତଡ଼ିବା ପାଇଁ ଭାଲୁ ପୋଷାକ ପିନ୍ଧିଲେ ଆଇଟିବିପି ଯବାନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଡେରାଡୁନ୍‌: ଉତ୍ତରାଖଣ୍ଡରେ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ଲୋକଙ୍କ ଘରେ ପଶି ଖାଦ୍ୟ ପଦାର୍ଥ ଛଡ଼ାଇ ନେବା ସହିତ ନାନା ପ୍ରକାର ହଇରାଣ କରୁଛନ୍ତି।...

ନୂଆବର୍ଷରେ ଦିଲ୍ଲୀବାସୀଙ୍କୁ କେଜ୍‌ରିଓ୍ବାଲଙ୍କ ଭେଟି

ନୂଆଦିଲ୍ଲୀ,୧୩।୧୨: ନୂଆବର୍ଷରେ ରାଜ୍ୟ ସରକାର ଦିଲ୍ଲୀବାସୀଙ୍କୁ ଏକ ବଡ଼ ଭେଟି ଦେବାକୁ ଯାଉଛନ୍ତି। ଲୋକଙ୍କୁ ଭଲ ସ୍ବାସ୍ଥ୍ୟ ସେବା ଓ ମାଗଣା ଚିକିତ୍ସା ଯୋଗାଇଦେବା ପାଇଁ...

ସାହିତ୍ୟ ପାଇଁ ଲୁଇସଙ୍କୁ ନୋବେଲ

ଷ୍ଟକହୋମ,୮।୧୦-ଚଳିତ ବର୍ଷ ଆମେରିକାର କବୟତ୍ରୀ ଲୁଇସ ଗ୍ଲୁକ ନୋବେଲ ପୁରସ୍କାର ପାଇବେ। ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ତାଙ୍କୁ ନୋବେଲ ପ୍ରଦାନ କରାଯିବ। ଏ...

ତୁଳସୀ ତନ୍ତିଙ୍କ ପରଲୋକ

ନୂଆଦିଲ୍ଲୀ,୨ ।୧୦: ଭାରତର ‘ୱିଣ୍ଡ ମ୍ୟାନ’ ଭାବେ ପରିଚିତ ସୁଜଲନ ଏନର୍ଜିର ସଂସ୍ଥାପକ ତୁଳସୀ ତନ୍ତିଙ୍କର ଶନିବାର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ...

ଇମ୍ରାନଙ୍କ ଧମକ ପରେ ପଞ୍ଜାବରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଜଳନ୍ଧର,୮।୮:ଭାରତ ସହ ସମସ୍ତ ପ୍ରକାର କୁଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତରେ ପୁଣି ପୁଲଓ୍ବାମା ଭଳି ଆକ୍ରମଣ ହେବ ବୋଲି ପାକିସ୍ତାନ...

ପେଗାସସ୍‌ ମାମଲା: ଆସନ୍ତା ସପ୍ତାହରେ ନିଷ୍ପତ୍ତି

ନୂଆଦିଲ୍ଲୀ, ୨୪ା୯:ପେଗାସସ୍‌ ସ୍ପାଏଓ୍ବେର ବ୍ୟବହାରରେ କେନ୍ଦ୍ର ସରକାରଙ୍କ ଭୂମିକା ସମ୍ପର୍କରେ ତଦନ୍ତ କରିବା ପାଇଁ ସୁପ୍ରିମକୋର୍ଟରେ ଆଗତ ଏକାଧିକ ଆବେଦନର ଶୁଣାଣି ଗୁରୁବାର ହୋଇଥିଲା। ସର୍ବୋଚ୍ଚ...

Advertisement
Archives

Model This Week