ଚାଷୀ ବୈଠକରେ ନିଷ୍ପତ୍ତି: ଟୋକନ ବ୍ୟବସ୍ଥା ଉଚ୍ଛେଦ ନ ହେଲେ ଧାନବିକ୍ରି ବନ୍ଦ

ବେଗୁନିଆପଡ଼ା,୨୬ା୧୧(ଡି.ଏନ.ଏ.)- ବେଗୁନିଆପଡ଼ା ବ୍ଲକ ସେବା ସମବାୟ ସମିତିରେ ମଙ୍ଗଳବାର ଧାନକ୍ରୟ ନିମନ୍ତେ ଏକ ଚାଷୀ ସଚେତନ ବୈଠକ ସମିତି ସଭାପତି ରବିନାରାୟଣ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ସମ୍ପାଦକ ବୁଲା ଡାକୁଆ ଯୋଗଦେଇ ଚଳିତବର୍ଷ ଧାନକ୍ରୟ ସମ୍ପର୍କରେ ସରକାରଙ୍କ ନିୟମାବଳୀ ବିଷୟରେ ଆଲୋଚନା କରିଥିଲେ। ନୂତନ ଟୋକନ ବ୍ୟବସ୍ଥା ସମ୍ପର୍କରେ ଜାଣିବା ପରେ ଚାଷୀମାନେ ବିଭିନ୍ନ ଅଭିଯୋଗ କରିଥିଲେ। ଏହି ବ୍ୟବସ୍ଥା ପ୍ରତ୍ୟାହାର ନକଲେ ଧାନ ବିକ୍ରି କରିବୁ ନାହିଁ ବୋଲି ସମୁହ ଚାଷୀ ଦାବି କରିଥିଲେ। ଏଥିରେ ଜିଲା ଚାଷୀ କମିଟି ଉପସଭାପତି ରଙ୍କନାଥ ସ୍ବାଇଁ, ସେବା ସମବାୟ ସମିତିର ଚାଷୀ ସଦସ୍ୟ ମୁକୁନ୍ଦ ମାଧବ ସ୍ବାଇଁ, ଦେବରାଜ ଭୂୟଁା, କୃଷ୍ଣ ଚନ୍ଦ୍ର ମହାନ୍ତିଙ୍କ ସମେତ ବହୁ ଚାଷୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ରଥଯାତ୍ରାକୁ ବିରୋଧ

ପୁରୀ ଅଫିସ,୧୭।୧୦: ଅଦିନରେ ପୁଣି ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଛି। ଗତ ୧୦ ତାରିଖରେ ଆମେରିକାର ମେରିଲ୍ୟାଣ୍ଡ ଅନ୍ତର୍ଗତ ବାଲ୍ଟିମୋରଠାରେ ଏହି ରଥଯାତ୍ରା ହୋଇଥିଲା। ସେଠାକାର...

ଭିଟାମାଟିକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ, ଜିଲାବାସୀ ଆତଙ୍କିତ

ବୌଦ୍ଧ, ୪ା୫ (ସ୍ବ.ପ୍ର.) ରାଜ୍ୟ ବାହାରେ ରହୁଥିବା ପ୍ରବାସୀ ଶ୍ରମିକମାନେ ନିଜ ନିଜ ରାଜ୍ୟକୁ ଫେରିବା ଲାଗି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇବା ପରେ...

୭ ଘଣ୍ଟା ସ୍ଥାନରେ ୩ ଘଣ୍ଟା କାମ କରୁଛନ୍ତି ସଫେଇ କର୍ମଚାରୀ: ପାର୍ବଣରେ ଅଳିଆ ଅନୁଗୋଳ ସହର

ଅନୁଗୋଳ ଅଫିସ, ୧୬ା୧୦-ଅନୁଗୋଳ ସହର ସଫେଇ ଦାୟିତ୍ୱ ନେଇଥିବା ଠିକା ସଂସ୍ଥାର କର୍ମଚାରୀ ଠିକ୍‌ ଭାବେ କାର୍ଯ୍ୟ କରୁନାହାନ୍ତି। ଏ ନେଇ ଠିକା ସଂସ୍ଥା ପକ୍ଷରୁ...

ପ୍ରସ୍ଫୁଟିତ ହେବେ ପ୍ରତିଭା

ଅନୁଗୋଳ ଅଫିସ, ୯ା୭ ବଦଳିବ ଅନୁଗୋଳ କ୍ରିକେଟ୍‌ର ଭାଗ୍ୟ। ପ୍ରସ୍ଫୁଟିତ ହେବେ ଜିଲା କ୍ରିକେଟ୍‌ ପ୍ରତିଭା। ଉଜ୍ଜ୍ୱଳ ହେବ ଏଠାକାର ଖେଳାଳିଙ୍କ ଭବିଷ୍ୟତ। ଏପରି ସମ୍ଭାବନା...

ତ୍ରୁଟିପୂର୍ଣ୍ଣ ବ୍ୟବସ୍ଥା ମଧ୍ୟରେ ଆବାସ ଯୋଜନା ହିତାଧିକାରୀ

ନବରଙ୍ଗପୁର,୧୨।୫(ବି.ପ୍ର.):  ରାଜ୍ୟ ଓ କେନ୍ଦ୍ର ସରକାର ଲୋକଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। କେତେକ କ୍ଷେତ୍ରରେ ପରିଚାଳନାଗତ ତ୍ରୁଟି, ତଦାରଖର ଅଭାବ ଓ ମଧ୍ୟସ୍ଥିଙ୍କ ହସ୍ତକ୍ଷେପ...

ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କୁ ହତ୍ୟା, ସ୍ବାମୀ ଗିରଫ

ନୀଳଗିରି, ୧୯।୩(ସ୍ବ.ପ୍ର.): ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ। ଏନେଇ ମହିଳାଙ୍କ ବାପଘର ଲୋକେ ଥାନାରେ ହତ୍ୟା ଅଭିଯୋଗ କରିବା ପରେ...

୨୨ରେ ଲଗ୍ନଧରା, ୨୬ରେ ବାହାଘର

ବାଲେଶ୍ୱର ଅଫିସ, ୧୪।୪: ବାଲେଶ୍ୱର ଜିଲାର ଲୋକକଳା ଜଉକଣ୍ଢେଇ ବାହାଘର ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦୋଳପୂର୍ଣ୍ଣିମାରେ ଜଉକଣ୍ଢେଇ ବରକନ୍ୟା ଜୟଦେବ ଓ ପଦ୍ମାବତୀ...

ରାସ୍ତାରେ ଫାଟିଲା ସାଇକେଲ୍‌ ଚକା: ବିଳମ୍ବରେ ପହଞ୍ଚିବାରୁ ମାଟ୍ରିକ୍‌ ପରୀକ୍ଷା ଦେଇପାରିଲେନି ଛାତ୍ର

ଅମରପାଲି,୨୬।୨(ଡି.ଏନ୍‌.ଏ.): ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାରେ ସାମାନ୍ୟ ବିଳମ୍ବ ହେବାରୁ ଜଣେ ଛାତ୍ର ମାଟ୍ରିକ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି...

Advertisement
Archives

Model This Week