ଚାହିଦା ପୂରଣ ଲାଗି ହୋଣ୍ଡା ଟୁ-ହ୍ବିଲର୍ସର ଉଦ୍ୟମ

ନୂଆଦିଲ୍ଲୀ,୨୩।୫: କୋଭିଡ୍‌-୧୯ ଲାଗି ବର୍ତ୍ତମାନ କଟକଣା ଧୀରେ ଧୀରେ କୋହଳ ହେଉଥିବାରୁ ସରକାର କିଛି କିଛି କ୍ଷେତ୍ରକୁ ଆର୍ଥତ୍କ କାର୍ଯ୍ୟକଳାପ ଲାଗି ଅନୁମତି ଦେଇଛନ୍ତି। ଏହି ପଦକ୍ଷେପ ଅନ୍ତର୍ଗତ ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ପୁନର୍ବାର ତା’ର ଉପତ୍ାଦନ ଆରମ୍ଭ କରିବ ବୋଲି ସୂଚନା ଦେଇଛି। କମ୍ପାନୀର ୪ଟି ଯାକ କାରଖାନା ୨ଟି ପର୍ଯ୍ୟାୟରେ ସରକାରୀ କଟକଣା ଓ ସାମାଜିକ ଦୂରତା ଅନୁସାରେ ଉପତ୍ାଦନ ଆରମ୍ଭ କରିବ। ଗ୍ରାହକଙ୍କ ଚାହିଦା ଏବଂ ଯୋଗାଣ ଶୃଙ୍ଖଳକୁ ନଜରରେ ରଖି ହୋଣ୍ଡା ଏହାର ଉପତ୍ାଦନ ଯୋଜନା ପ୍ରସ୍ତୁତ କରିଛି ବୋଲି କହିଛି। କର୍ନାଟକର ନର୍ସାପୁରାଠାରେ ଥିବା କମ୍ପାନୀର ସର୍ବବୃହତ୍‌ କାରଖାନା ମେ ୨୫ରୁ ଉପତ୍ାଦନ ଆରମ୍ଭ କରିବ। ସେହିପରି ଅନ୍ୟ ୩ଟି କାରଖାନାରେ ଜୁନ୍‌ ପ୍ରଥମ ସପ୍ତାହରୁ ଉପତ୍ାଦନ ଆରମ୍ଭ କରାଯିବ। ଯୋଗାଣକାରୀ ସଂସ୍ଥା ସେମାନଙ୍କ କାରଖାନା ଚାଲୁ କରିବା ଲାଗି ଆବଶ୍ୟକ ଅନୁମତି ହାସଲ କରିଛନ୍ତି। ବଜାର ଚାହିଦା ଅନୁସାରେ ହୋଣ୍ଡାର୬୦%ରୁ ଊର୍ଦ୍ଧ୍ୱ ଡିଲରଶିପ ମଧ୍ୟ ସେମାନଙ୍କ ବିକ୍ରି ଓ ସର୍ଭିସ କାର୍ଯ୍ୟ ଆରମ୍ଭ କରି ଦେଇଛନ୍ତି। ହୋଣ୍ଡା ବଜାରର ଚାହିଦା ଅନୁସାରେ ଯୋଗାଣରେ ବୃଦ୍ଧି ଆଣୁଛି । ହୋଣ୍ଡା ନେଟ୍‌ଓ୍ବାର୍କରେ ବିଏସ୍‌-୬ ଗାଡ଼ି ବଜାରରେ ଉପଲବ୍ଧ କରାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିବୃଦ୍ଧି ପୂର୍ବାନୁମାନ କମାଇଲେ ୟୁବିଏସ୍‌, ଏସ୍‌ ଆଣ୍ଡ ପି

ନୂଆଦିଲ୍ଲୀ,୨୪-୩: କରୋନା ଯୋଗୁ ଦେଶ ମଧ୍ୟରେ ବର୍ତ୍ତମାନ ଜଟିଳ ସ୍ଥିତି ଉପୁଜିଥିବା ବେଳେ ଘରୋଇ ଅର୍ଥ ବ୍ୟବସ୍ଥା ଉପରେ ଏହାର ନକରାତ୍ମକ ପ୍ରଭାବ ପରିଲକ୍ଷିତ ହୋଇଛି।...

ଆଦାନୀ ସୌରଶକ୍ତିର ସର୍ବଶ୍ରେଷ୍ଠ ପିଭିଏଲ୍‌ ଯୋଗ୍ୟତା ହାସଲ

ନୂଆଦିଲ୍ଲୀ, ୧୧।୬:ଆଦାନୀ ସୌରଶକ୍ତି ବିଶ୍ୱର ଅଗ୍ରଗଣ୍ୟ ପିଭିଏଲ ଗବେଷଣା ଗାର (ଆମେରିକା) ଦ୍ୱାରା ଦ୍ୱିତୀୟଥର ସର୍ବଶ୍ରେଷ୍ଠ ଯୋଗ୍ୟତା ହାସଲ କରିପାରିଛିା ପିଭିଏଲ ୫ମ ବାର୍ଷିକ ସଂସ୍କରଣରେ...

‘ଜୀବନ ଶାନ୍ତି’ରେ ସଂଶୋଧନକଲା ଏଲ୍‌ଆଇସି

ଭୁବନେଶ୍ୱର,୮।୧: ଜୀବନ ଶାନ୍ତି ପ୍ଲାନ୍‌ରେ ସଂଶୋଧନ କରିଛି ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)। ଏହି ସଂଶୋଧନ ୫ ଜାନୁୟାରୀଠାରୁ ଲାଗୁହେବ ବୋଲି ଏଲ୍‌ଆଇସି ପକ୍ଷରୁ...

ରେକର୍ଡ ସ୍ତରରେ ବିଦେଶୀ ମୁଦ୍ରାଭଣ୍ଡାର

ନୂଆଦିଲ୍ଲୀ,୧୪।୬: ଦେଶର ବିଦେଶୀ ମୁଦ୍ରାଭଣ୍ଡାରରେ ୮.୨ ବିଲିୟନ ଡଲାର ବୃଦ୍ଧି ଘଟିଛି। ଫଳରେ ଏହା ୫୦୧.୭ ବିଲିୟନ ଡଲାର ଟପିଥିବା ଜଣାପଡିଛି। ଗୋଟିଏ ସପ୍ତାହ ତଳେ...

ତେଲ ଦର: ଟୁଇଟରରେ ଲୋକଙ୍କ ରୋଷ

ନୂଆଦିଲ୍ଲୀ: କରୋନା କାଳରେ ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ଆକାଶଛୁଆଁ ହୋଇଛି। ବୁଧବାର ନୂଆଦିଲ୍ଲୀରେ ତେଲ ଦର ୧୦୦ ଟଙ୍କା ଛୁଇଁଛି। ତେଲର...

ପ୍ରଭାବିତ ହୋଇପାରେ ଏକ ତୃତୀୟାଂଶ ବିଶ୍ୱ ଅର୍ଥନୀତି’

ନୂଆଦିଲ୍ଲୀ,୩।୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୌଗୋଳିକ କାରଣରୁ ଚଳିତ ବର୍ଷ ବିଶ୍ବ ଅର୍ଥ ବ୍ୟବସ୍ଥା କଠିନ ସମୟ ଓ ମାନ୍ଦାବସ୍ଥା ଦେଇ ଗତି କରିପାରେ ବୋଲି...

ଆତ୍ମ ସନ୍ଦେହ ସ୍ଥିତିରେ ନ ରହୁ ଶିଳ୍ପଜଗତ: ସୀତାରାମନ

ନୂଆଦିଲ୍ଲୀ,୨୧-୧୨: ଦେଶର ଶିଳ୍ପ ଜଗତ ଆତ୍ମ ସନ୍ଦେହ ସ୍ଥିତିରେ ନ ରହି ଏହାଠାରୁ ବାହାରକୁ ଆସିବାର ଆବଶ୍ୟକତା ରହିଛି ବୋଲି ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ...

ଏମ୍‌ଏସ୍‌ଏମ୍‌ଇଙ୍କୁ ୧୨,୨୦୧ କୋଟି ଟଙ୍କାର ଋଣ

ନୂଆଦିଲ୍ଲୀ,୧୨।୬ – ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଦେଶର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଙ୍କୁ ୧୨,୨୦୧ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ୩ ଲକ୍ଷ କୋଟି...

Advertisement
Archives

Model This Week