Posted inଖେଳ

ଚା’ ଦୋକାନୀଙ୍କ ସହ ରାତ୍ରଭୋଜନ କରି ଋଣ ପ୍ରତିଶୋଧ କରିଥିଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜଣେ ମହାନ ଖେଲାଳି ଏଥିରେ ସନ୍ଦେହ ନାହିଁ। କେବଳ ଖେଳାଳି ଭାବେ ନୁହେଁ, ଜଣେ ବ୍ୟକ୍ତି ଭାବେ ମଧ୍ୟ ସେ ଅନେକ ମହାନତାର ପରିଚୟ ଦେଇଛନ୍ତି। କେତେବେଳେ ଭାରତୀୟ ସେନା ପାଇଁ କାର୍ଯ୍ୟ କରି ତ ଆଉ କେତେବେଳେ ଅନ୍ୟକୁ ସାହାଯ୍ୟ କରି ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଧୋନୀ କ୍ରିକେଟକୁ ଆସିବା ପୂର୍ବରୁ ରେଳ ବିଭାଗରେ ଟିଟି ଭାବେ କାର୍ଯ୍ୟ କରୁଥିଲେ। ଧୋନୀ ଖଡଗପୁରରେ ଟିଟି ଚାକିରି କରୁଥିବାବେଳେ ସେଠାରେ ‘ଥୋମାସ’ ନାମକ ଜଣେ ଚା’ ଦୋକାନୀ ସହ ତାଙ୍କର ପରିଚିତ ହୋଇଥିଲା। ଆଉ ଏହି ଚା’ ବିକାଳି ଜଣକ ତାଙ୍କୁ ଅନେକ ସାହାଯ୍ୟ ମଧ୍ୟ କରିଥିଲେ। ଧୋନୀ ତାଙ୍କ ଚା’କୁ ବହୁତ ପସନ୍ଦ କରୁଥିଲେ। କୋଲକତାରେ ବିଜୟ ହଜାରେ ଟ୍ରଫି ଖେଳୁଥିବା ସମୟରେ ସେ ନିଜର ଜଣେ ପୁରୁଣା ଚା’ ବିକାଳି ବନ୍ଧୁକୁ ରାତ୍ର ଭୋଜନକୁ ନେଇ ତାଙ୍କ ଋଣ ପରିଶୋଧ କରିଥିଲେ। ଝାଡଖଣ୍ଡ ଦଳର ନେତୃତ୍ୱ ନେଇ ଇଡେନ ଗାର୍ଡେନରେ ଧୋନୀ ଖେଳୁଥିବାବେଳେ ଥୋମାସ ତାଙ୍କୁ ଭେଟିବା ଲାଗି ଖଡଗପୁରରୁ ଯାଇ ଦୀର୍ଘ ସମୟ ଧରି ଅପେକ୍ଷା କରିଥିଲେ। ଧୋନୀ ପଡିଆ ବାହରକୁ ଆସିବା କ୍ଷଣି ସେ ତାଙ୍କ ପାଖକୁ ଦୌଡିଯାଇ ଖୁସିରେ କୁଣ୍ଢାଇ ପକାଇଥିଲେ। ଧୋନି ମଧ୍ୟ ତାଙ୍କୁ ଚିହ୍ନି ପାରିଥିଲେ। ଧୋନୀ କେବଳ ଥୋମାସଙ୍କ ସହ କଥା ହୋଇ ନ ଥିଲେ ତାଙ୍କୁ ରାତ୍ର ଭୋଜନରେ ମଧ୍ୟ ସାମିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

୧୫ ଅଗଷ୍ଟରୁ ଚାଲିବ ଦେଶର ପ୍ରଥମ ବୁଲେଟ ଟ୍ରେନ, ଜାଣନ୍ତୁ କେତେ ହେବ ଏହାର ଭଡ଼ା

ନୂଆଦିଲ୍ଲୀ,୨।୧: ଭାରତୀୟ ରେଲଓ୍ବେ ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ବ୍ୟବସ୍ଥା, ଏବଂ ଲକ୍ଷ ଲକ୍ଷ ଯାତ୍ରୀ ପ୍ରତିଦିନ ଟ୍ରେନରେ ଯାତ୍ରା କରନ୍ତି। ସମୟ ସହିତ, ରେଲଓ୍ବେ...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri