ଚା’ ପତି କିଲୋ ୫୦ ହଜାର…

ଚା’ ପତି କିଲୋ ପୁଣି ହଜାର ହଜାର ଟଙ୍କା ଶୁଣିଲେ ଯେ କେହି ଚକିତ ହେବେ। ତେବେ ଆସାମରେ ଏଭଳି ଏକ ସ୍ବତନ୍ତ୍ର ଚା’ ପତି କିଲୋ ପିଛା ୫୦ ହଜାର ଟଙ୍କାରେ ନିଲାମ ହୋଇଛି। ଏହାକୁ ଲୋକେ ମନୋହରି ଚା’ କହିଥାନ୍ତି। ଗତ ବର୍ଷ ଏହା କିଲୋପିଛା ୩୯ ହଜାର ଟଙ୍କାରେ ନିଲାମ ହୋଇଥିଲା। ଆସାମ ଦେବ୍ରୁଗଡ଼ ଚା’ ବଗିଚା ପକ୍ଷରୁ ଏହି ମୂଲ୍ୟବାନ ଚା’ ପତି ମାତ୍ର ୫ କିଲୋ ପ୍ରସ୍ତୁତ କରାଯାଇଥିବା କୁହାଯାଉଛି। ଏହାକୁ ଅତି ସାବଧାନରେ ସ୍ବତନ୍ତ୍ର ପ୍ରଣାଳୀରେ ପ୍ରସ୍ତୁତ କରାଯାଇଥାଏ। ଏହି ଚା’ପତିର ଚାହିଦା ପୃଥିବୀସାରା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ପଦ୍ଧତି

ନୂଆଦିଲ୍ଲୀ,୩।୧୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌) ପକ୍ଷରୁ ୨୦୧୯-୨୦ ଶିକ୍ଷା ବର୍ଷ ପାଇଁ ପରୀକ୍ଷା ପଦ୍ଧତିରେ ପରିବର୍ତ୍ତନ ଅଣାଯାଇଛି। ପ୍ରତି ବିଷୟରେ ଏଣିକି ୧ ନମ୍ବର...

ଆସନ୍ତାକାଲିଠାରୁ ୩ ଦିନ ଯାଏଁ ଉତ୍ତରପ୍ରଦେଶ ଲକ୍‌ଡାଉନ୍‌

ଲକ୍ଷ୍ନୌ,୨୪।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ଉତ୍ତରପ୍ରଦେଶର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତାକାଲିଠାରୁ ୩ ଦିନ ଯାଏଁ ଉତ୍ତରପ୍ରଦେଶର...

‘ପଚାରିବାର ଅଛି ତ ପାକିସ୍ତାନକୁ ପଚାର’

ନୂଆଦିଲ୍ଲୀ,୧୪।୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ଦାବି ଉପରେ ରାଜନୀତି ଜୋର ଧରିଛି। କେସିଆର୍‌ଙ୍କ ଉପରେ ଭାଜପା ବର୍ଷିଛି। କେନ୍ଦ୍ର...

ଲିଭୁଥିବା ଲଣ୍ଠନ ପାଇଁ ମାନସ ମନ୍ଥନ କରିବେ ରାବ୍ରୀ

ପାଟନା,୨୬।୫: ଲୋକ ସଭା ନିର୍ବାଚନରେ ବିହାରରେ ଲାଲୁ ଯାଦବଙ୍କ ଆରଜେଡି ସମ୍ପୂର୍ଣ୍ଣ ଧରାଶାୟୀ ହୋଇଛି। ରାଜ୍ୟର ୪୦ଟି ଲୋକ ସଭା ଆସନ ମଧ୍ୟରୁ ୩୯ଟି ଏନଡିଏ...

ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ: ହେମାମାଳିନୀ ହୋଇଗଲେଣି ପୁରୁଣା, କାଟ୍ରିନା କୈଫ୍‌ଙ୍କ ଗାଲ ଭଳି ହେବ ରାସ୍ତା

ଜୟପୁର,୨୪।୧୧: ରାଜସ୍ଥାନର ଅଶୋକ ଗେହଲଟ ସରକାରରେ ନୂତନ ମନ୍ତ୍ରୀ ହୋଇଥିବା ରାଜେନ୍ଦ୍ର ସିଂହ ଗୁଢା ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଝୁନଝୁନୁର ପୌଙ୍ଖ...

ଏମ୍ସ ସର୍ଭର ହ୍ୟାକ ଏକ ଆତଙ୍କବାଦୀ ଷଡ଼ଯନ୍ତ୍ର : ପୂର୍ବତନ ଦିଲ୍ଲୀ ଡିସିପି…

ନୂଆଦିଲ୍ଲୀ,୩।୧୨ : ଦିଲ୍ଲୀ ଏମ୍ସ ସର୍ଭର ଉପରେ ହୋଇଥିବା ସାଇବର ଆକ୍ରମଣକୁ ଇତିମଧ୍ୟରେ ୧୦ ଦିନ ବିତିଛି। ଦେଶର ସୁରକ୍ଷା ଏଜେନ୍ସିଗୁଡ଼ିକୁ ଏହା ଚିନ୍ତାରେ ପକାଇ...

ଏହି ଦେଶର ମିସ୍‌ ୱାର୍ଲଡ ମୁକୁଟ ପିନ୍ଧିଲେ…

ନୂଆଦିଲ୍ଲୀ: ମିସ୍‌ ୱାର୍ଲଡ ଆମେରିକା -୨୦୨୧ର ମୁକୁଟ ପାଇଁ ଜଣେ ଭାରତୀୟ-ଆମେରିକୀୟ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେ ହେଲେ  ଶ୍ରୀସାଇନି।  ଭାରତରେ ଜନ୍ମ ହୋଇଥିଲେ ମଧ୍ୟ ...

ହାତ ଥରୁଥିବା ଏହି ବୃଦ୍ଧ କରିଛନ୍ତି ୩ଶହ ପିଲାଙ୍କୁ ବଳାତ୍କାର: ଜଣାପଡ଼ିବା ପରେ ଦିଆଗଲା ଏପରି ଦଣ୍ଡ…

ଛୋଟ ପିଲାଙ୍କ ସହ ବଳାତ୍କାର ଘଟଣା ସବୁ ସମୟରେ ଶୁଣିବାକୁ ମିଳିଥାଏ। ତେବେ ଲକ୍‌ଡାଉନ୍‌ରେ ଏହି ଘଟଣା କିଛି ମିତ୍ରାରେ ବଢ଼ିଯାଇଛି। ଯାହାକି ପ୍ରତିଦିନ ଖବରକାଗଜ,...

Advertisement
Archives

Model This Week