Posted inଖେଳ

ଚା’ ପାନ ସୁଦ୍ଧା ଦକ୍ଷିଣ ଆଫ୍ରିକା ୨୬/୪

ରାଞ୍ଚି,୨୧।୧୦- ଏଠାରେ ଚାଲିଥିବା ତୃତୀୟ ଟେଷ୍ଟରେ ୩ୟ ଦିନ ଚା’ ପାନ ବିରତି ସୁଦ୍ଧା ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସରେ ୪ ଉଇକେଟ ହରାଇ ମାତ୍ର ୨୬ ରନ୍‌ କରିଛି। ଡିନ ଏଲଗାର ୧୬ ରନ୍‌ କରି ନଟଆଉଟ ଥିବାବେଳେ ହେନରିଚ କ୍ଲାସେନ ଏପର୍ଯ୍ୟନ୍ତ ଖାତା ଖୋଲି ନାହାନ୍ତି। ଭାରତୀୟ ବୋଲରଙ୍କ ମଧ୍ୟରେ ମହମ୍ମଦ ସାମି ୩ ଓ ଉମେଶ ଯାଦବ ଗୋଟିଏ ଉଇକେଟ ନେଇଛନ୍ତି। ଭ୍ରମଣକାରୀ ଦଳକୁ ଇନିଂସ ପରାଜୟ ଏଡ଼ାଇବା ପାଇଁ ବଳକା ୬ ଉଇକେଟରେ ୩୦୯ ରନ୍‌ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଣ୍ଡିଆନ ସୁପର ଲିଗ୍‌ : ହାଇଦ୍ରାବାଦ୍‌ର ପ୍ରଥମ ପରାଜୟ

ସ୍କୋ,୨୦।୧୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସି ୨-୦ ଗୋଲରେ ହାଇଦ୍ରାବାଦ ଏଫ୍‌ସିକୁ ପରାସ୍ତ କରିଛି। ହାଇଦ୍ରାବାଦ...

ବାରବାଟୀ ଷ୍ଟାଡିୟମ: ସ୍ଥିତି ଅନୁଧ୍ୟାନ କଲେ ଡିସିପି

କଟକ ଅଫିସ,୨୪ା୧୧-  ଡିସେମ୍ବର ୨୨ରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ଏକଦିବସୀୟ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ନିମନ୍ତେ କଟକ ଡିସିପି ଅଖିଳେଶ୍ୱର ସିଂ ଶନିବାର ବାରବାଟୀ ଷ୍ଟାଡିୟମର...

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୭୬ ରନ୍‌ …

ସାରଜା, ୩।୯ : ଟି-୨୦ ବିଶ୍ୱକପ୍‌ର ସୁପର ୪ ମ୍ୟାଚ୍‌ରେ ବି-୧ ଏବଂ ବି-୨ ମଧ୍ୟରେ ଶନିବାର ଆଫଗାନିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳା ଯାଉଥିବା...

ବିସିସିଆଇ ଏଜିଏମ୍‌: ଆଇପିଏଲ୍‌ ଦଳ ସଂଖ୍ୟା ବୃଦ୍ଧି, ଟ୍ୟାକ୍ସ ମାମଲା, କ୍ରିକେଟ କମିଟି ଗଠନ ନେଇ ଆଲୋଚନା ହେବ

ଅହମ୍ମଦାବାଦ,୨୪।୧୨(ପି.ଟି.): ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ୮୯ ତମ ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)। ଏହି ହାଇପ୍ରୋଫାଇଲ ବୈଠକରେ ଇଣ୍ଡିଆନ...

ପ୍ରଥମ ଥର ଝିଅଙ୍କ ସହ ବିଜ୍ଞାପନରେ ନଜର ଆସିଲେ ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଝିଅ ଜିଭା ଏବେ ମାତ୍ର ୫ ବର୍ଷର। ମାତ୍ର ୫ ବର୍ଷ ବୟସରୁ ସେ...

ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଗାଭାସ୍କର

ନୂଆଦିଲ୍ଲୀ,୨୦।୧: ଆଜିକାଲି ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ତିନୋଟି ଦିନିକିଆ ସିରିଜ ଖେଳୁଛି। ସିରିଜର ପ୍ରଥମ ମ୍ୟାଚ୍‌ରେ ଦଳ ୧୨ ରନ୍‌ରେ ଜିତିଥିଲା। ଏହି ମ୍ୟାଚରେ...

ବିରାଟ କୋହଲିଙ୍କ ବ୍ୟକ୍ତିତ୍ୱ ମଇଦାନ ଭିତରେ ଏବଂ ବାହାରେ ଭିନ୍ନ: ଜାମ୍ପା

ଦୁବାଇ,୧୨।୧୧: ଆଇପିଏଲ୍‌-୨୦୨୦ର ସଫଳ ଆୟୋଜନ ପରେ ଭାରତୀୟ ଟିମ୍‌ ଅଷ୍ଟ୍ରେଲିଆ ଗସ୍ତରେ ଯାଇଛନ୍ତି। ସବୁଥର ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌ରେ ରୋମାଞ୍ଚ ଦେଖିବାକୁ ମିଳେ। ଏଣୁ ଏଥିପାଇଁ ଉଭୟ...

କ୍ରିକେଟର ସୁରେଶ ରୈନାଙ୍କୁ ଧରି ନେଲା ପୋଲିସ

ମୁମ୍ବାଇ,୨୨।୧୨: ଭାରତୀୟ କ୍ରିକେଟର ସୁରେଶ ରୈନାଙ୍କୁ ପୋଲିସ ଧରି ନେଇଛି। ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ରାତ୍ରକାଳୀନ କର୍ଫ୍ୟୁ ଜାରି ରହିଥିବାବେଳେ ରୈନାଙ୍କ...

Advertisement
Archives

Model This Week