ଚିକିଛା ଲାଗି ଟଁକା ଅଭାବ୍‌: କର୍କଟ ରୋଗ୍‌ରେ ପୀଡ଼ିତ ସମୀର

ଗୁଡ଼ଭେଲା, ୧୭।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ଡାକ୍‌ତରଖାନା ପାସେ ଗୁଟେ ଘର ଭଡ଼ା ନେଇ ରହୁଛନ୍‌ ସମୀର ଖାନ୍‌(୪୫)। ପାଖାପାଖି ବଛ୍‌ରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରବାର। ଏନ୍‌ତାଥି ସେ ନିଜର ଭାଏଗ୍‌କେ ଆଦ୍‌ରି ଘରେ ପଡ଼ି ରହିଛନ୍‌।
ସୂଚନା ଅନ୍‌ସାରେ ବିହାର ରାଏଜ୍‌ ଚିତ୍ରା ଗଁାର ମୂଲ ବାସିନ୍‌ଦା ହେଉଛନ୍‌ ସମୀର ଖାନ୍‌(୪୫)। ଆଏଜ୍‌କେ ୧୨ ବଛର ତଲେ ପେଟ୍‌ପାଟନାର ଲାଗି ଓଡ଼ିଶାକେ ପଲେଇ ଆସିଥିଲେ। ଅଂଚଲରେ ସେ ଝନେ ମାର୍ବଲ ମିସ୍ତ୍ରୀ ହିସାବେ କାମ୍‌ କରି ନିଜର ପେଟ୍‌ ପାଲୁଥିଲେ। ପଛେ କପସିଲା ଗଁାର ବନିତାକୁଁ ସେ ଭଲପାଇ ବିହା ହେଇ ଘର ସଁସାର କରିଥିଲେ। ଏହେଦେ ତାକର ପରିବାର କହେଲେ ମାଏକିନା ବନିତା(୩୭), ଦୁଇ ଝି’ ପୁନମ(୧୨) ଆର ଆଲିସା(୧୦)କୁଁ ନେଇ ସଁସାର। ହଁସ୍‌ଖୁସିରେ ସମୀରକଁର ସଁସାର ରଥ ଗଡ଼ି ଯାଉଥିଲା। ହେଲେ ଆଏଜ୍‌କେ ୬ ମାସ୍‌ ତଲେ ସମୀରକଁର ଟୁଁଡ଼େ ଗୁଟେ ଘା’ ହେଇଥିଲା। ମାଏକିନା ବନିତା ଧାରଉଧାର କରି ସମୀରକୁଁ ଚିକିଛା ଲାଗି ତୁଷୁରା, ବଲାଙ୍ଗୀର, ବୁର୍ଲା ଆର ପଛେ ୨ା୧୧ା୨୦୧୯ରେ କଟକ ବଡ଼ ଡାକ୍‌ତରଖାନାକେ ନେଇଥିଲେ। ସେଠାନେ ପରୀକ୍ଷାରୁ ଜନାପଡ଼ଲା ଯେ ସମୀର କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଦୁଇ ମାଏଝି ମୁନୁଷ୍‌ ଘରକେ ଫିରିଆଏଲେ। ସେମାନେ ଚିକିଛା ସାହାଯ୍‌ ଲାଗି ଏନ୍‌ଏସି ଅଧ୍ୟକ୍ଷା, ବ୍ଲକ ଅଧ୍ୟକ୍ଷ, ଶିଶୁ ମହିଲା ବିକାଶ ମନ୍ତ୍ରୀକୁଁ ଭେଟି ନିଜର ଦୁଖ୍‌ ବଖାନିଥିଲେ। ମନ୍ତ୍ରୀକଁର ସୁପାରିଶରେ ସମୀର ଚିକିଛା ସାହାଯ୍‌ ହିସାବେ ୧୫ା୨ା୨୦୨୦ ଶନିବାର ଦିନ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ୧୫ ହଜାର ଟଁକା ପାଇଛନ୍‌। ହେଲେ କର୍କଟ ରୋଗ୍‌ ଲେଖେଁ ଗୁଟେ ଅମାନତିଆ ରୋଗ୍‌କେ ୧୫ ହଜାର ଟଁକା ଚିକିଛା ସାହାଯ୍‌ କାଣା ହେବା। ଏହେଦେ ଭଗବାନ ନ ଆମର ସାହାଭରସା ବଲି ବନିତା କହିଛନ୍‌। ଇଆଡ଼େ ପରିବାରଟା ନିହାତି ଗରିବ୍‌, ଜମିବାଡ଼ି, ସଁପତି ବଲି କିଛି ନାଇଁ। ସମୀର ଘରର ଝନେ ବଲି ରୁଜ୍‌ଗାରିଆ ଲୋକ୍‌। ତାକର କମାନିରେ ପରିବାର ଚଲବାର ସଂଗେ ଝି’ମାନକର ପାଠ୍‌ ପଢ଼ା ଖରଚ୍‌ ତୁଲଉଥିଲେ। ଏହେଦେ ସମୀରକଁର ଚିକିଛା ଲାଗି କାହାକେ କହିମି, ଆମେ ଗରିବ୍‌ ଲୋକ୍‌, କିଏ ସାହାଯ୍‌ କରବା। ଏନ୍‌ତା ସବୁ ଭାବି ବନିତା ଭାଂଗି ପଡ଼ିଛନ୍‌। ଇ ବାବ୍‌ଦେ ଗୁଡ଼ଭେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିଛା ଅଧ୍‌କାରୀ ସୁମିତ ମେହେରକୁଁ ପଚ୍‌ରାଲାରୁ ମୁଇଁ ଘଟନା ବାବ୍‌ଦେ ନାଇଁ ଜାନି। ଘଟନାର ତଦଁତ୍‌ କରି ପଦକ୍ଷେପ ନେମି ବଲି ସେ କହିଥିଲେ। ଇ ଦିଗେ ଜିଲା ପରଶାସନ ଆର ସ୍ବାସ୍ଥ୍ୟ ବିଭାଗ ଦୁରୁଷ୍‌ଟି ଦେଇ ସମୀରକୁଁ ସରକାରୀ ଚିକିଛା ସାହାଯ୍‌ ଯୁଗେଇ ଦେବାକେ ଅଂଚଲର ବୁଧିଜୀବୀ ମହଲ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍‌ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା...

ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ

ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ...

ପର୍ଯ୍ୟଟନସ୍ଥଳୀରେ ଜମୁଛି ଲୋକଙ୍କ ଭିଡ଼, ୧୧୦ ଫୁଟ ଉଚ୍ଚର ବତିଘର ଉପରୁ ସେଲ୍‌ଫି ନେଇ…

ମହାକାଳପଡ଼ା,୨ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ନୂଆବର୍ଷରେ ବିଭିନ୍ନ ଧାର୍ମିକ ପୀଠ ଓ ପର୍ଯ୍ୟଟନ ସ୍ଥଳରେ  ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ...

ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି

ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ):  ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ...

ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri