ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀରେ ଭାଜପା ଏବଂ ବିଜେଡି ମଧ୍ୟରେ କଡା ଟକ୍କର ଚାଲିଛି। ପ୍ରଥମ ରାଉଣ୍ଡରେ ବିଜେଡିର ଉଷା ଦେବୀ ୨୩୩୩ ଭୋଟ ପାଇଥିବା ବେଳେ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରା ୨୪୬୩ ଖଣ୍ଡ ଭୋଟ ପାଇ ଆଗୁଆ ରହିଥିଲେ। ହେଲେ ଦ୍ୱିତୀୟ ରାଉଣ୍ଡରେ ଉଷା ଦେବୀ ୨୨୭୮ଖଣ୍ଡ ଭୋଟ ପାଇଥିବା ବେଳେ ମନୋରଞ୍ଜନଙ୍କୁ ମିଳିଥିଲା ୧୭୩୯ ଖଣ୍ଡ ଭୋଟ। ଦୁଇ ରାଉଣ୍ଡ ସୁଦ୍ଧା ବିଜେ ୪୬୧୧ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପାକୁ ୪୨୦୨ ଖଣ୍ଡ ଭୋଟ ମିଳିଛି। କଂଗ୍ରେସର ସୁବାସ ରାଉତ ପ୍ରଥମ ରାଉଣ୍ଡରେ ୧୯୫ ଏବଂ ଦ୍ୱିତୀୟ ରାଉଣ୍ଡରେ ୧୨୮ ଭାବେ ମୋଟ ୩୨୩ ଖଣ୍ଡ ଭୋଟ ପାଇଛନ୍ତି।
Posted inଗଞ୍ଜାମ, ନିର୍ବାଚନ-୨୦୧୯, ରାଜ୍ୟ View All

କରୋନାରେ ଘରକୁ ବନ୍ଧୁ ଆଣିବାରୁ ହତ୍ୟା
ଜଗନ୍ନାଥପ୍ରସାଦ,୧୩ା୮(ଡି.ଏନ୍.ଏ.)-କରୋନାରେ ଘରକୁ ବନ୍ଧୁ ଆଣିବାରୁ ଘଟିଛି ବିଭତ୍ସ ହତ୍ୟାକାଣ୍ଡ। ଏପରି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା କରଡାପଲ୍ଲୀ ଗ୍ରାମରେ ବୁଧବାର ମଧ୍ୟରାତ୍ରରେ ଦେଖିବାକୁ...
ନିଖୋଜ ଯୁବକଙ୍କ କଙ୍କାଳ ଉଦ୍ଧାର
ଆସିକା,୫ା୧୨(ଡି.ଏନ୍.ଏ.)-ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମର ହାଇସ୍କୁଲ ପଛପାର୍ଶ୍ୱ ଧାନ ବିଲରୁ ବୁଧବାର ଅପରାହ୍ନରେ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସେହି ସ୍ଥାନରେ ପଡିଥିବା...

ବିଲ ମଧ୍ୟରୁ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ
ସୁନ୍ଦରଗଡ଼,୨୩।୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ମାର୍ଖୀପଡ଼ା ହରଡ଼ ବିଲ ମଧ୍ୟରୁ ଗୁରୁବାର ଜଣେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ...

କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିବା ପ୍ରବାସୀଙ୍କୁ ମିଳି ନ ଥିଲା ସହାୟତା ରାଶି, ଆନ୍ଦୋଳନ ପରେ ହେଲା ଏମିତି
ଦିଗପହଣ୍ଡି,୨୦।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗ୍ରାମର କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିବା ପ୍ରବାସୀଙ୍କୁ ଦୀର୍ଘଦିନ ହେଲା ସରକାରୀ ସହାୟତା ଅର୍ଥରାଶି ପ୍ରଦାନ କରାଯାଇ ନ...

ଚଳିତବର୍ଷ ୩୮ଟି ଜେଏମ୍ଏଫ୍ସି କୋର୍ଟ ଖୋଲିବ
ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍ଏଫ୍ସି କୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ପ୍ରଶ୍ନକାଳବେଳେ ଆଇନ୍ ମନ୍ତ୍ରୀ...

‘ଅମ୍ଫନ୍’ ମୁକାବିଲା ନିମନ୍ତେ ପହଞ୍ଚିଲେଣି ୩୧ ଟିମ୍: ମଧ୍ୟରାତ୍ର ସୁଦ୍ଧା ସୁରକ୍ଷିତ ସ୍ଥାନକୁ ଯିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୯।୫(ବ୍ୟୁରୋ): ଘଣ୍ଟାକୁ ୧୮ କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି ‘ଅମ୍ଫନ’। ଏବେ ଏହା ପାରାଦୀପଠାରୁ ୩୫୦ କିମି ଏବଂ ଦୀଘାରୁ ୫୧୦ କିମି ଦୂରରେ...

ଆଇସିୟୁରେ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ : ଆର୍ଥିକ ସହାୟତା ଯୋଗାଇ ଦେବାକୁ ଦାବି
ଭୁବନେଶ୍ୱର, ୨୫।୩(ବ୍ୟୁରୋ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ(୯୭) ମଙ୍ଗଳବାର ଗୁରୁତର ଅସୁସ୍ଥ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅବସ୍ଥା...

ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟିଲା କାର୍: ଜଣେ ମୃତ, ୩ ଗୁରୁତର
ବାହାନଗା,୧୪।୯(ଡି.ଏନ.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ଓଳିଆପାଟଣା ଠାରେ ଏକ କାର୍ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି। ଫଳରେ...