ଚିକିତ୍ସା ଅବହେଳାରୁ ଶିଶୁକନ୍ୟା ମୃତ ଅଭିଯୋଗ

ମାଲକାନଗିରି/କୋରୁକୋଣ୍ଡା,୬ା୬ (ସ୍ବ.ପ୍ର./ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସା ଅବହେଳାରୁ ଏକ ଦେଢ଼ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା କରାଯାଇଛଇ ବୋଲି ଶିଶୁକନ୍ୟାର ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଦେହ ଖରାପ ହେବାରୁ ଗତ ସୋମବାର ଶିଶୁଟିକୁ ମେଡିକାଲରେ ପରିବାର ଲୋକେ ଭର୍ତ୍ତି କରିଥିଲେ। ଡାକ୍ତର ଶିଶୁଟିର ତୁରନ୍ତ ଚିକିତ୍ସା କରିବା ବଦଳରେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏହି ସମୟରେ କଣ ଶିଶୁକୁ ଡାକ୍ତରଖାନ ଆଣିବା କଥା କହି ଡାକ୍ତର ଜଣକ ନିଜ ମୋବାଇଲ ଫୋନରେ ବ୍ୟସ୍ତ ରହିଥିଲେ। ଶିଶୁଟିର ସମ୍ପର୍କୀୟମାନେ କାକୁତି ମିନତି ହେଲା ପରେ ସେ ଶିଶୁ ଟିର ଚିକିତ୍ସା କରି ରକ୍ତ ପରୀକ୍ଷା ପାଇଁ ପଠାଇଥିଲେ। ଏପର୍ଯ୍ୟନ୍ତ ରକ୍ତ ପରୀକ୍ଷାର ରିପୋର୍ଟ ଡାକ୍ତର ଦେଇନାହାନ୍ତି। ବୁଧବାର ଶିଶୁକନ୍ୟାର ଦେହ ଗୁରୁତର ହୋଇ ବିଳମ୍ବିତ ରାତିରେ ତାର ମୃତ୍ୟୁ ହୋଇଥିଲା। ଚିକିତ୍ସାରେ ଅବହେଳା ଯୋଗୁ ାଙ୍କ ଝିଅର ମୃତ୍ୟୁ ହେଲା ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ଏନେଇ ଡାକ୍ତରଙ୍କ ପକ୍ଷରୁ କିଛି କୁହାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ୩ ଅଭିଯୁକ୍ତଙ୍କ ନାମରେ ଏନ୍‌ଏସ୍‌ଏ ଲଗାଇଲା କମିଶନରେଟ ପୋଲିସ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ...

ସମସ୍ୟାରେ ରାମଦେଓ ସ୍ମାର୍ଟ ସ୍କୁଲ

ବଇଣ୍ଡା,୮।୫: ଗୁଣାତ୍ମକ ଶିକ୍ଷାରେ ଯେପରି ଭିତ୍ତିଭୂମି ବାଧକ ନ ହେବ ସେଥିପାଇଁ ଶିକ୍ଷାନୁଷ୍ଠାନକୁ ସ୍ମାର୍ଟ କରାଗଲା। ବିଦ୍ୟାଳୟ ପିଛା ବହୁ ଲକ୍ଷ ଟଙ୍କା ବ୍ୟୟ ହେଲା। କିନ୍ତୁ...

୨୯ ଶିଳ୍ପସଂସ୍ଥା ବନ୍ଦ, ୧୧କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨।୨(ବ୍ୟୁରୋ): ପରିବେଶ ସଂକ୍ରାନ୍ତୀୟ ଗୃହ କମିଟି ବୈଠକ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସୋମବାର ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ...

CORONAVIRUS UPDATE: ଆଉ ୧୦୮ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ ଛୁଇଁଲା

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୪୧୬୩କୁ ବୃଦ୍ଧି ପାଇଛି।...

ଆୟୁର୍ବେଦିକ ଔଷଧ ବଣ୍ଟନରେ ବିଳମ୍ବ

ବାଲେଶ୍ୱର ଅଫିସ, ୧୪।୫-ମହାମାରୀ କରୋନା ସମୟରେ ଜିଲାରେ ସଂକ୍ରମଣ ହୁ ହୁ ହୋଇ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଶରୀରର ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି...

ସୁଦୃଢ଼ ହେଉଛି ସ୍ବାସ୍ଥ୍ୟ ଭିତ୍ତିଭୂମି

ଅନୁଗୋଳ ଅଫିସ, ୫ା୬ ମହାମାରୀର ଦ୍ୱିତୀୟ ଲହର ଅତି ମାରାତ୍ମକ ସାବ୍ୟସ୍ତ ହେଉଥିବାରୁ ଏହାର ଉଚିତ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଉପରେ ସର୍ବାଧିକ...

୨୮ରେ ଅଭିଭାବକ-ଶିକ୍ଷକ ବୈଠକ

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୮ତାରିଖରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହେବ। ଏ ନେଇ...

ଲଗାଣ ବର୍ଷା ଯୋଗୁ ପୁଣି ଗଜପତିରେ ଧସିଲା ପାହାଡ଼, ମାଡ଼ି ଆସିଲା ଝରଣା ପାଣି

ପାରଳାଖେମୁଣ୍ଡି,୧୭।୭(ଡି.ଏନ୍‌.ଏ.): ଗଜପତି ଜିଲା ଗୁମ୍ମା ବ୍ଲକ କଳାକୋଟରେ ଶନିବାର ରାତି ତମାମ ଲଗାଣ ବର୍ଷା ଯୋଗୁ ଗୁମା ବ୍ଳକର କିଛି ପାହାଡିଆ ଅଞ୍ଚଳରେ ଭୁସ୍ଖଳନ ହୋଇଥିବା...

Advertisement
Archives

Model This Week