ଚିକିତ୍ସା ଆଳରେ ମହିଳାଙ୍କୁ ଅସଦାଚରଣ ଅଭିଯୋଗ: ଖୋର୍ଦ୍ଧାର ପୂର୍ବତନ ସିଡିଏମ୍‌ଓ ଗିରଫ

ଖୋର୍ଦ୍ଧା ଅଫିସ,୧୭।୬- ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ଖୋର୍ଦ୍ଧା ଟାଉନ ପୋଲିସ ବୁଧବାର ଏକ ଘରୋଇ କ୍ଲିନିକ ଡାକ୍ତର ବୈଦ୍ୟନାଥ ନାୟକଙ୍କୁ ଗିରଫ କରିଛି। ସେ ଖୋର୍ଦ୍ଧାର ପୂର୍ବତନ ସିଡିଏମ୍‌ଓ ବୋଲି ଜଣାପଡିଛି ।

ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସାମନ୍ତରାପୁର ଜଣେ ଗର୍ଭବତୀ ମହିଳା ଗର୍ଭ ଯନ୍ତ୍ରଣା ଜନିତ ଚିକିତ୍ସା ଲାଗି ବିଡିଏ କଲୋନୀ ସ୍ଥିତ ସ୍ତ୍ରୀ ଓ ପସୂତି ଡାକ୍ତର ବୈଦ୍ୟନାଥଙ୍କ ଘରୋଇ କ୍ଲିନିକକୁ ଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ଚିକିତ୍ସା ଆଳରେ ଅସଦାଚରଣ କରିଥିବା ନେଇ ସେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା ରୁଜୁ କରିବା ସହ ସମ୍ପୃକ୍ତ ଡାକ୍ତରଙ୍କୁ ଗିରଫ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୂତଳ ଜଳକୁ ମିଳିବ ବଳ

ଭୁବନ, ୨୩।୭(ଡି.ଏନ୍‌.ଏ.) ସହରାଞ୍ଚଳରେ ଫିଟିବ କର୍ମନିୟୋଜନର ମାର୍ଗ। ବଢ଼ିବ ଶ୍ରମଜୀବୀଙ୍କ ରୋଜଗାର। ବସ୍ତିବାସିନ୍ଦାଙ୍କଠାରୁ ଆରମ୍ଭ କରି ମହିଳା, ସମସ୍ତଙ୍କ ଜୀବିକା ସୁନିଶ୍ଚିତ କରାଯିବ। ସେମାନଙ୍କ ଜୀବନଧାରଣ...

ଆଜି ବଜେଟ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ଅପରାହ୍ନରେ ବଜେଟ୍‌ ଉପସ୍ଥାପନ କରିବେ। ଆସନ୍ତା ବଜେଟ୍‌ ୧.୫ ଲକ୍ଷ କୋଟି...

ସ୍ମିତାରାଣୀଙ୍କ ହତ୍ୟା ଲୁଚାଇବାକୁ ଷଡ଼ଯନ୍ତ୍ର: ନରସିଂହ

ଭୁବନେଶ୍ୱର, ୨୧।୧୧ (ବ୍ୟୁରୋ): ଯାଜପୁର ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବୁଧବାର ବିଧାନସଭାରେ ଶୂନ୍ୟକାଳ ଓ ମୁଲତବୀ ଆଲୋଚନା ବେଳେ...

ରାଜଧାନୀରେ ଓଲଟିଲା ବସ୍‌

ଭୁବନେଶ୍ୱର,୮ା୪(ବ୍ୟୁରୋ): ଜୟଦେବ ବିହାର ଓଭର ବ୍ରିଜ୍‌ ତଳେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଡିଭାଇଡରରେ ପିଟି ହୋଇ ବସ୍‌ଟି ଓଲଟି ପଡ଼ିଛି।...

ଆଜି ବାହୁଡ଼ା ଯାତ୍ରା : ପହଣ୍ଡି ପରେ ରଥାରୂଢ଼ ହେଲେ ପ୍ରଭୁ ସୁଦର୍ଶନ

ପୁରୀ ଅଫିସ,୧୨।୭: ଆଜି ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ତିନିଠାକୁର। ଏନେଇ ପ୍ରଥମେ ମହାପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପୂର୍ବାହ୍ନ ୯.୧୫ରେ...

ପାପଡ଼ାହାଣ୍ଡିରେ କାଳବୈଶାଖୀ ତାଣ୍ଡବ: ଉଡ଼ାଇନେଲା ଘର ଛପର, ଭାଙ୍ଗିଲା ଗଛ

ପାପଡ଼ାହାଣ୍ଡି, ୨୭।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ରବିବାର କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ ବିଶେଷଭାବେ ପ୍ରଭାବିତ ହୋଇଛି ଜଟାବାଲ ପଞ୍ଚାୟତ। ପଞ୍ଚାୟତର ବାରିଗୁଡ଼ା,...

କଟକରେ ବିକ୍ରି ହେବନି ମଦ: ସମସ୍ତ ଦୋକାନ ସିଲ୍‌ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

କଟକ ଅଫିସ,୮।୫- କଟକ ଜିଲାରେ ମଦ ବିକ୍ରି ହେବନାହିଁ। ଜିଲାର ସମସ୍ତ ମଦ ଦୋକାନକୁ ସିଲ୍‌ କରିବା ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ଭବାନୀ...

ଗାଁକୁ ସର୍ବନିମ୍ନ ସୁବିଧା ଦେବାରେ ବିଫଳ ପ୍ରଶାସନ

ଫୁଲବାଣୀ ଅଫିସ, ୮।୧: କନ୍ଧମାଳ ଜିଲାର ଅନେକ ଗ୍ରାମ ବାହ୍ୟ ମଳମୁକ୍ତ ହୋଇଥିବା ଘୋଷଣା କରାଯାଇଛି। ଏଥିପାଇଁ ଜାତୀୟସ୍ତରରେ ଜିଲାକୁ ପୁରସ୍କାର ମଧ୍ୟ ମିଳିଛି। ସରକାରୀ ଅଧିକାରୀ...

Advertisement
Archives

Model This Week