ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୨୮ା୪
ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ପୋଡ଼ିଯାଇ ଗୁରୁତର ଅସୁସ୍ଥ ଅଛନ୍ତି। ଏ ନେଇ ସୋମବାର ଧରିତ୍ରୀରେ ଝିଅର ଚିକିତ୍ସାରେ ଅର୍ଥ ବାଧକ ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା। ଏହି ଖବରକୁ ଆଧାର କରି ରୁନିଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ବରଗଡ଼ ଜିଲା ପାଇକମାଳ ବ୍ଲକ ଟେମରୀ ଗ୍ରାମର ସାମାଜିକ କର୍ମୀ ଦୀପା ବାରିକ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ଓ ପରିବାର ବିଭାଗ ଏବଂ ବରଗଡ଼ ଜିଲାପାଳଙ୍କୁ ଟୁଇଟ୍‌ କରି ଅନୁରୋଧ କରିଛନ୍ତି। ଖବର ଲେଖାହେବା ସୁଦ୍ଧା (ରାତ୍ରି ସାଢ଼େ ୭ଟା)ରେ ପ୍ରଶାସନିକ ଅଧିକାରୀମାନେ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସେଠାରେ ଚିକିତ୍ସାଧୀନ ରୁନି ଓ ତାଙ୍କ ପରିବାରବର୍ଗଙ୍କୁ ଭେଟି ସମସ୍ୟା ଉପରେ ପଚରାଉଚୁରା କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁର କହିଲେ,‘ଭୋଟ ପାଇଁ ଟଙ୍କା ବାଣ୍ଟିଛି ବିଜେଡି’

ଭୁବନେଶ୍ୱର,୨୬।୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନର ଶନିବାରଠାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡେରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ୮୫୧ ଜିଲା ପରିଷଦର ଆସନରୁ ବିଜେଡି...

ମମିତା ମିଷ୍ଟ୍ରି : ଷ୍ଟାଡିୟମ ଖୋଳୁ ଖୋଳୁ ମିଳିଲା ପୋଡ଼ା ମୃତଦେହ

ଭବାନୀପାଟଣା,୧୯।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗର ଏକ ଘରୋଇ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ଗତ ୧୧ ଦିନ ହେବ ନିଖୋଜ ଥିବା ବେଳେ ଏହି ଘଟଣା...

ଶ୍ରମିକଙ୍କୁ ହତ୍ୟା; ମିଳୁନି ସ୍ତ୍ରୀ ପିଲାଛୁଆଙ୍କ ପତ୍ତା

ଅତାବିରା,୧୭।୩: ବରଗଡ଼ ଜିଲା ଅତାବିରା ଥନା ସିଂହପାଲି ଗ୍ରାମର ଏକ ବନ୍ଦ କୋଠରୀରେ ଜଣେ ଶ୍ରମିକଙ୍କ ମୃତଦେହ ପଡ଼ିଛି। ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ଜଣାପଡ଼ି ନାହିଁ।...

ପୋଲିସ୍‌ ଏନ୍‌କାଉଣ୍ଟର: ୨ ଦୁର୍ଦ୍ଦାନ୍ତ ଅପରାଧୀ ଭେଲୁ, ମିଟୁନା ଆହତ

କେନ୍ଦ୍ରାପଡ଼ା ଅଫିସ/ ମାର୍ଶାଘାଇ(ଡି.ଏନ୍‌.ଏ.), ୫ା୧୦: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଅଙ୍ଗୁଳାଇ ରାସ୍ତାର ପିଏନ୍‌ କଲେଜ ସମ୍ମୁଖ ରାସ୍ତାରେ ପୋଲିସ ଏନ୍‌କାଉଣ୍ଟରରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଶୁକ୍ରବାର...

ବଡ଼ ପଦକ୍ଷେପ: ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟ ସରକାର ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି...

ବୁର୍ଲା ଭୀମସାର ମେଡିକାଲରୁ ୫ ଦଲାଲ ଗିରଫ: ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ନେଉଥିଲେ ଟଙ୍କା

ସମ୍ବଲପୁର, ୨୬।୯ (ବ୍ୟୁରୋ)- ଦଲାଲଙ୍କ କବଳରେ ରାଜ୍ୟର ବିଭିନ୍ନ ମେଡିକାଲ। ଗୁରୁବାର ସମ୍ବଲପୁର ବୁର୍ଲା ଭୀମସାର ମେଡିକାଲ ପରିସରରୁ ପୋଲିସ ୫ଜଣ ଦଲାଲଙ୍କୁ ଗିରଫ କରିଛି...

ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟର ୩ ମନ୍ତ୍ରୀ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ବର୍ତ୍ତମାନ ଏହି ୩ ମନ୍ତ୍ରୀଙ୍କୁ...

ଗଞ୍ଜାମରେ ଶନିବାର ‘ନୋ ବ୍ୟାଗ୍‌ ଡେ’

ଛତ୍ରପୁର,୭ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଧୀନ ପ୍ରଥମରୁ ପଞ୍ଚମ ଶ୍ରେଣୀ ଥିବା ସମସ୍ତ ସରକାରୀ ସ୍କୁଲରେ ଶନିବାର ‘ନୋ ବ୍ୟାଗ୍‌ ଡେ’ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ...

Advertisement
Archives

Model This Week